State

ଭିଜିଲାନ୍ସ ଜାଲରେ ସିନିୟର ଆସିଷ୍ଟାଣ୍ଟ, ୧ କୋଟି ୨୪ ଲକ୍ଷ ଅର୍ଥ ଘୋଟଲା ଅଭିଯୋଗ

କଟକ : ସିନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ। କଟକ CDMOର ସିନିୟର ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀଙ୍କ ଘରେ ଭିଜିଲାନ୍ସ ରେଡ୍ । ସରକାରୀ ଅର୍ଥ ହେରଫେର ଅଭିଯୋଗରେ ଚାଲିଛି ଚଢାଉ । ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍ ।…

ପୂର୍ବ ଶତ୍ରୁତାକୁ ନେଇ ସାଙ୍ଗକୁ ଛୁରି ଭୁସି ହତ୍ୟା କଲା ସାଙ୍ଗ

ପୁରୀ : ପୁରୀ ବଳିଆପଣ୍ଡା ଥାନା ଅନ୍ତର୍ଗତ ହୋଟେଲ ଷ୍ଟର୍ଲିଂ ମଙ୍ଗଳା ମୁହାଣ ନିକଟରେ ହତ୍ୟାକାଣ୍ଡ । ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ହୋଇଥିବା ସୂଚନା । ମୃତକ ବାସେଳିସାହି ଥାନପତି ଲେନ୍ ର ରାଜେଶ ଓଝା । ରଜେଶଙ୍କୁ ତାଙ୍କ…

୨୫ରେ ପୁଣି ଏକ ଲଘୁଚାପ; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ…

ଏଣିକି ସରକାରୀ ବସରେ ମାଗଣା ଯିବେ ଛାତ୍ରଛାତ୍ରୀ: ମନ୍ତ୍ରୀ

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ସରକାରୀ ବସ୍‌ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼…

୩ ବର୍ଷରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ

ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଜି…

ଗାଧେଇବାକୁ ଯାଇ ପୋଖରୀରେ ବୁଡିଗଲେ ମା’-ଝିଅ

ଲମତାପୁଟ : ଗାଁ ପୋଖରୀରେ ବୁଡି ମା-ଝିଅଙ୍କ ମୃତ୍ୟୁ ଘଟିଛି । ଏଭଳି ଦୁଃଖଦ ଘଟଣା ଘଟିଛି ଲମତାପୁଟ ବ୍ଲକ କୁମାରଗନ୍ଧନା ପଞ୍ଚାୟତ ବାଲିଆ ଗାଁରେ । ଉଭୟ ମୃତକ ହେଲେ ନନ୍ଦପୁର ବ୍ଲକ ଅରଗଣ୍ଡା ଗାଁର ମା’ ନମିତା ମାଝୀ…

ସେପ୍ଟେମ୍ବର ୭ରେ ଚନ୍ଦ୍ରଗ୍ରହଣ, ଜାଣନ୍ତୁ କେଉଁଠି ହେବ ଦୃଶ୍ୟମାନ…

ନୂଆଦିଲ୍ଲୀ: ମାର୍ଚ୍ଚ ୨୦୨୫ର ବ୍ଲଡ୍ ମୁନ୍ ପରେ ସେପ୍ଟେମ୍ବରରେ ପୁଣି ଥରେ ଭାରତରେ ଚନ୍ଦ୍ରଗ୍ରହଣ ଦୃଶ୍ୟମାନ ହେବାକୁ ଯାଉଛି।ବ୍ଲଡ୍ ମୁନ୍ କେବଳ ଚନ୍ଦ୍ରଗ୍ରହଣ ସମୟରେ ଦେଖାଯାଏ ଏବଂ ଏହି ସମୟରେ ଚନ୍ଦ୍ର ଲାଲ ହୋଇଯାଇଥାଏ। ତେବେ ଜାଣନ୍ତୁ ୨୦୨୫ ବର୍ଷର ଦ୍ୱିତୀୟ…

ନିଯୁକ୍ତ ସ୍ଥାନରେ ଯୋଗ ନଦେଲେ ହେବ ଦରମା ବନ୍ଦ; ଚେତାବନୀ ଦେଲେ କୃଷି ସଚିବ

ଭୁବନେଶ୍ୱର: କୃଷି ସଚିବ ଡ. ଅରବିନ୍ଦ କୁମାର ପାଢୀ ଏକ ଆଦେଶନାମା ଜାରି । ସେ କହିଛନ୍ତି ଯେ, ସମସ୍ତ ପଦୋନ୍ନତିପ୍ରାପ୍ତ / ବଦଳି ହୋଇଥିବା ଅଧିକାରୀମାନେ ବିଳମ୍ବ ନକରି ସେମାନଙ୍କର ନିଯୁକ୍ତ ସ୍ଥାନରେ ଯୋଗଦେବା ଉଚିତ ଏବଂ କୌଣସି ପରିସ୍ଥିତିରେ…

ଲାଞ୍ଚ ନେଇ ଗିରଫ ହେଲେ ବୁଣ୍ଡିଆ ମାଇନ୍ସର ସବ୍ ଏରିଆ ମ୍ୟାନେଜର

ସମ୍ବଲପୁର: 20 ହଜାର ଟଙ୍କା ଲାଞ୍ଚ ମାମଲାରେ ସିବିଆଇ MCL ର ଝାରସୁଗୁଡା ସ୍ଥିତ ହୀରାକୁଦ ବୁଣ୍ଡିଆ ମାଇନ୍ସ ର ସବ ଏରିଆ ମ୍ୟାନେଜର ଅସିତ୍ କୁମାର ଓ ଜଣେ ପ୍ରାଇଭେଟ୍ ପର୍ସନ ବିଟୁ ରାମକୁ ଗିରଫ କରିଛି । ଅଭିଯୋଗ…

ପାଗଳ କୁକୁର କାମୁଡ଼ାରେ ୧୨ ଜଣ ଆହତ

ଗଞ୍ଜାମ: ମାତିଛି ପାଗଳ କୁକୁର। କୁକୁର କାମୁଡ଼ାରେ ୧୨ ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ପାଗଳ କୁକୁର ଆତଙ୍କ ଦେଖିବାକୁ ମିଳିଛି। ଧରାକୋଟ ବ୍ଲକର କୁସୁରାବ, ଲକ୍ଷ୍ମୀପୁର ଓ ବରୁଗୁଡ଼ା ଗାଁରେ ଗୋଡାଇ ଗୋଡାଇ କାମୁଡୁଛନ୍ତି ପାଗଳ…