State

ସବୁ ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା, ସମସ୍ତ ଜିଲ୍ଲାପାଳ ଓ ଏସପିଙ୍କୁ ପରିବହନ ଆୟୁକ୍ତଙ୍କ ଚିଠି

କଟକ/ଭୁବନେଶ୍ୱର : ପାର୍ବଣରେ ପୂଜା ମଣ୍ଡପରେ ଲାଗିବ ସଡ଼କ ସୁରକ୍ଷା ବାର୍ତ୍ତା । ମା’ଙ୍କ ଆଶୀର୍ବାଦ ସହ ପରିବାରର ସୁରକ୍ଷା ପାଇଁ ହେବେ ସଚେତନ । ଏଥିପାଇଁ ସମସ୍ତ ପୂଜା କମିଟିଙ୍କୁ ଅନୁରୋଧ କରାଯିବ । କେବଳ ସେତିକି ନୁହେଁ, ନିଜ…

ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ଚାଲିବ ଓଡ଼ିଶା ବିଧାନସଭା ମୌସୁମୀ ଅଧିବେଶନ

ଭୁବନେଶ୍ୱର : ଖୁବ୍ ଶୀଘ୍ର ବିଧାନସଭା ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ମୌସୁମୀ ଅଧିବେଶନ ନେଇ ସୂଚନା ମିଳିଛି । ତେବେ ବିଧାନସଭାର ମୌସୁମୀ ଅଧିବେଶନ ନେଇ ବିଧିବଦ୍ଧ ବିଜ୍ଞପ୍ତିକୁ ଅପେକ୍ଷା କରାଯାଇଛି । ଚଳିତ ବିଧାନସଭାରେ…

ମାନବିକତା ଦେଖାଇଲେ ପୋଲିସ ବାବୁ: କାନ୍ଧରେ ନେଇ ମହିଳାଙ୍କ ଶବସତ୍କାର କଲେ

ବାଲେଶ୍ୱର: ମୃତଦେହକୁ କାନ୍ଧେଇ ନେଇ ଯାଉଛନ୍ତି ପୋଲିସ । ମୃତ୍ୟୁ ସମୟରେ ପରିବାର ଲୋକେ ଚାରି କାନ୍ଧ ଦିଅନ୍ତି ଏକଥା ଆମେ ସମସ୍ତେ ଜାଣିଛେ କିନ୍ତୁ ଏଠି ଦୃଶ୍ୟ ଟିକେ ଭିନ୍ନ । ଦେଖୁନାହାନ୍ତି କିଭଳି ପୋଲିସମାନେ ମିଶି ମୃତଦେହକୁ କାନ୍ଧେଇ…

ଗୋଠଛଡ଼ା ଦନ୍ତାର ଆତଙ୍କ, ଘର ଭାଙ୍ଗିଲା ବୃଦ୍ଧାଙ୍କ ଜୀବନ ନେଲା

କେନ୍ଦୁଝର: ଆତଙ୍କ ଖେଳାଇଛି ଗୋଠ ଛଡ଼ା ଦନ୍ତା । ଦିନରେ ଲୁଚୁଛି, ରାତିରେ ଭାଙ୍ଗୁଛି । ହାତୀ ଆକ୍ରମଣରେ ପୁଣି ଜଣଙ୍କ ମୃତ୍ୟୁ । ଶୋଇଥିବା ବେଳେ ଘର ଭାଙ୍ଗି ଆକ୍ରମଣ କଲା ଗୋଠଛଡା ଦନ୍ତା । ଚିକିତ୍ସିତ ଅବସ୍ଥାରେ ଜଣେ…

ରାସ୍ତା ମଝିରେ ଜଳିଗଲା ଆମ ବସ, ଅଳ୍ପେକ ବର୍ତ୍ତିଲେ ଯାତ୍ରୀ

ଖୋର୍ଦ୍ଧା: ହୁ ହୁ ହୋଇ ଜଳିଗଲା ଆମ ବସ୍ । ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ରାସ୍ତାମଝିରେ ଜଳିଗଳା ଆମ ବସ । କଟକରୁ ଖୋର୍ଦ୍ଧା ଯାଉଥିବା ସମୟରେ ୧୬ ନମ୍ବର ଜାତୀୟ ରାଜପଥର ଗଡ଼ ଖୋର୍ଦ୍ଧା ନିକଟରେ ଗୁରୁବାର ଏହି…

ଘାଟି ତଳକୁ ଖସିଲା ଜିପ, ୧୫ ଯାତ୍ରୀ ଗୁରୁତର

ମାଲକାନଗିରି: ଘାଟି ତଳକୁ ଖସି ପଡିଲା ଜିପ । ମାଲକାନଗିରି ଜିଲ୍ଲା ବାୟାପଡା ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି । ଅଳ୍ପେକେ ବର୍ତ୍ତିଲେ ୨୫ରୁ ଅଧିକ ଯାତ୍ରୀ । କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ନାକାମାମୁଡ଼ି ପଞ୍ଚାୟତର ଆମଳିବେଡାରୁ କୁଡୁମୁଲୁଗୁମ୍ମା ସାପ୍ତାହିକ…

ଅଗଷ୍ଟ ୩୧ରେ ହେବାକୁ ଥିବା ସ୍ବତନ୍ତ୍ର ଓଟିଇଟି ପରୀକ୍ଷା ସ୍ଥଗିତ; ଘୋଷଣା ହେବ ନୂଆ ତାରିଖ

କଟକ: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ହେବାକୁ ଥିବା ସ୍ବତନ୍ତ୍ର ଓଡ଼ିଶା ଟିଚର ଇଲିଜିବିଲିଟି ଟେଷ୍ଟ (ଓଟିଇଟି) ସ୍ଥଗିତ ରଖାଯାଇଛି। ଅନିବାର୍ଯ୍ୟ କାରଣରୁ ଓଟିଇଟି ପରୀକ୍ଷା ସ୍ଥଗିତ କରାଯାଇଥିବା ଦର୍ଶାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏହି ସୂଚନା…

ବଢୁଛି ନବୀନଙ୍କ କ୍ରେଜ୍ ; ଜାତୀୟ ସ୍ତରର ନେତା କରୁଛନ୍ତି କଲ୍‌

ଭୁବନେଶ୍ବର: ୨୦୨୪ରେ ରାଜ୍ୟ ବିଧାନସଭା ନିର୍ବାଚନ ସମୟରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନ୍ୟର ସାହାରା ନେଇ ନିର୍ବାଚନୀ ମଞ୍ଚରେ ପ୍ରଚାର କରୁଥିବାର ଦେଖିବାକୁ ମିଳିଥିଲା। ଏହା ଦ୍ବାରା ରାଜ୍ୟର ଜନସାଧାରଣଙ୍କ ପାଖକୁ ଏକ ନକାରାତ୍ମକ ବାର୍ତ୍ତା ମଧ୍ୟ ଯାଇଥିଲା। ନବୀନଙ୍କ…

ରାଜଧାନୀରେ ଦୁର୍ଘଟଣା: ଦୁଇ ବାଇକ ଆରାହୀ ମୃତ

ଭୁବନେଶ୍ବର : ରାଜଧାନୀରେ ଦୁର୍ଘଟଣା, ୨ ମୃତ। ଭୁବନେଶ୍ବର ରେଣ୍ଟାଲ କଲୋନୀ ଫାୟାର ଷ୍ଟେସନ ରୋଡରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଦୁଇ ଜଣ ବାଇକ ଆରୋହୀ ଭାରସାମ୍ୟ ହରାଇ ପ୍ରଥମେ ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଯାଇଥିଲା । ପରେ ଗଛ…

ଆଜି ଶ୍ରୀଜୀୟୁଙ୍କ କୃଷ୍ଣ ବଳରାମ ବେଶ

ପୁରୀ : ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ । ଜଗନ୍ନାଥଙ୍କୁ କୃଷ୍ଣ ଓ ବଳଭଦ୍ରଙ୍କୁ ବଳରାମ ବେସରେ ସଜ୍ଜିତ କରାଯିବ । ଦେବୀ ସୁଭଦ୍ରା ଚତୁର୍ଭୁଜ ଧାରଣ କରି ପଦ୍ମାସନରେ…