ଆସନ୍ତାକାଲି ନବ ନିର୍ମାଣ କୃଷକ ସଂଗଠନ ଓ ନବ ନିର୍ମାଣ ଯୁବ ଛାତ୍ର ସଂଗଠନର ଓଡ଼ିଶା ବନ୍ଦ ଡାକରା
ଭୁବନେଶ୍ୱର : ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ। ସକାଳ ୬ରୁ ସନ୍ଧ୍ୟା ୬, ସବୁ ଜିଲ୍ଲାପାଳଙ୍କୁ ସତର୍କ କଲା ଗୃହ ବିଭାଗ। ନବ ନିର୍ମାଣ କୃଷକ ସଂଗଠନ ଏବଂ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ ପକ୍ଷରୁ ବୁଧବାର ରାଜ୍ୟବ୍ୟାପୀ…