State

ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଇଁ ଅନଲାଇନ ଆବେଦନ ଆରମ୍ଭ

ଭୁବନେଶ୍ବର: ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଇଁ ଅନଲାଇନ ଆଜିଛୁ ଆବେଦନ ଆରମ୍ଭ।ରାଜ୍ୟରେ ୩ ବର୍ଷିଆ ଇଣ୍ଟିଗ୍ରେଟେଡ୍ ବିଏଡ୍‌, ଏମ୍‌ଏଡ୍‌ ପାଠ୍ୟକ୍ରମରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଆଜିଠୁ ଅନଲାଇନ ଆବେଦନ ଆରମ୍ଭ ହେବ। ଏଥିରେ ମନୋନୀତ…

ଶିବୁ ସୋରେନଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କଲେ ନବୀନ

ଭୁବନେଶ୍ୱର: ଝାଡ଼ଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବୁ ସୋରେନଙ୍କ ଦେହାନ୍ତରେ ଗଭୀର ଶୋକ ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସେ ଜଣେ ପ୍ରମୁଖ ଆଦିବାସୀ ନେତା ଥିଲେ । ଆଦିବାସୀ ଅବହେଳିତ ଲୋକଙ୍କ ଅଧିକାର ଲଢେଇ ପାଇଁ…

ବାଲେଶ୍ୱର ଛାତ୍ରୀ ଆତ୍ମାହୁତି ଘଟଣା, ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଉଭୟ ଛାତ୍ର

ବାଲେଶ୍ୱର : ବାଲେଶ୍ୱର ଫକୀର ମୋହନ କଲେଜରେ ଛାତ୍ରୀଙ୍କୁ ଜୀବନ ହାରିବା ପାଇଁ ଉସକାଇଥିଲେ ଦୁଇ ଛାତ୍ର । ଛାତ୍ରୀ ଆତ୍ମାହୁତି ପଛରେ ମାଷ୍ଟର ମାଇଣ୍ଡ ଦୁଇ ଛାତ୍ର ନେତା । ୨୦ ଦିନ ପରେ ଉଭୟଙ୍କୁ ବାନ୍ଧିଲା କ୍ରାଇମବ୍ରାଞ୍ଚ। ତା…

ପଥର ଖଣିରେ ଦୁର୍ଘଟଣା; ୬ ଓଡ଼ିଶା ଶ୍ରମିକ ମୃତ

ଭୁବନେଶ୍ୱର: ଆନ୍ଧ୍ରପ୍ରଦେଶର ବାପତଲା ଜିଲ୍ଲାରେ ରବିବାର ଦିନ ଏକ ଗ୍ରାନାଇଟ୍ ଖଣିରେ ଦୁର୍ଘଟଣା ଘଟିଛି। ଯେଉଁଥିରେ ଅତି କମରେ ୬ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି। ରିପୋର୍ଟ ଅନୁଯାୟୀ, ୬ ଛଅ ଜଣ ଓଡ଼ିଶାର ବାସିନ୍ଦା…

ମୁଖ୍ୟମନ୍ତ୍ରୀଙ୍କ ୨ ଦିନିଆ କେନ୍ଦୁଝର ଗସ୍ତ, ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ

କେନ୍ଦୁଝର : କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆଜିଠାରୁ ମୁଖ୍ୟମନ୍ତ୍ରୀଙ୍କ ୨ଦିନିଆ କେନ୍ଦୁଝର ଗସ୍ତ ଆରମ୍ଭ ହୋଇଛି । ଭୁବନେଶ୍ଵରରୁ ବାହାରି ରାଇସୁଆଁ Air Strip ରେ ଦିନ ୧୦ଟା ରେ ମୁଖ୍ୟମନ୍ତ୍ରୀ ପହଞ୍ଚିଛନ୍ତି । ସେଠାରୁ…

ମାଓ ବିସ୍ଫୋରଣରେ କାର୍ଯ୍ୟରତ ରେଲୱେ କର୍ମଚାରୀଙ୍କ ମୃତ୍ୟୁ ଘଟଣା; ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:ଓଡ଼ିଶାରେ ନିଜ ଉପସ୍ଥିତି ଜାହିର କରିଛନ୍ତି ମାଓବାଦୀ । ଶହୀଦ ସପ୍ତାହରେ ମାଓବାଦୀମାନେ ଘଟାଇଛନ୍ତି ହିଂସା । ରବିବାର ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ କରି ରେଲଓ୍ବେ ଟ୍ରାକ ଉଡ଼ାଇ ଦେଇଛନ୍ତି। ଏହି ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣରେ ରେଳ କର୍ମଚାରୀ ଇଟୁଆ ଓରାମଙ୍କ ମୃତ୍ୟୁ…

ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା ଅଭିଯୋଗ, ତଦନ୍ତ ଆରମ୍ଭ

ନବରଙ୍ଗପୁର : ଯୁବତୀଙ୍କୁ ଦୁଷ୍କର୍ମ ପରେ ବିଷ ପିଆଇ ହତ୍ୟା ଅଭିଯୋଗ । ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ଥାନା ଅଞ୍ଚଳରୁ ଆସିଛି ଏପରି ଲୋମଟାଙ୍କୁରା ଅଭିଯୋଗ । କାଲି ରାତିରୁ ଯୁବତୀ ଜଣକ ଘର ପାଖ ପଡିଆକୁ ଶୌଚ ଯାଇ ଆଉ…

ସମୁଦ୍ରକୁ ମାଛ ମାରିବାକୁ ଯାଇ ୪ ମତ୍ସ୍ୟଜୀବୀ ନିଖୋଜ ଘଟଣା, ସମସ୍ତେ ସୁରକ୍ଷିତ ଉଦ୍ଧାର

ଭୋଗରାଇ: ସମୁଦ୍ରକୁ ମାଛ ମାରିବାକୁ ଯାଇ ୪ ମତ୍ସ୍ୟଜୀବୀ ନିଖୋଜ ଘଟଣା। ସମସ୍ତଙ୍କୁ ଉଦ୍ଧାର କଲା ପୋଲିସ । ଶନିବାର ସକାଳେ ବାଲିଆପାଳ ବ୍ଲକ ଚୌମୁଖ ପଞ୍ଚାୟତ କଙ୍କଡାପାଳ ଗ୍ରାମର ମଧୁସୂଦନ ଗିରି, ଗୋପାଳ ଗିରି, ରବିନ୍ଦ୍ର ଗିରି ଏବଂ ଚୌମୁଖ…

ଆଜି ଭୁବନେଶ୍ବରରେ ପହଞ୍ଚିବ ବଳଙ୍ଗା ପୀଡ଼ିତାଙ୍କ ମୃତଦେହ, ଦିଲ୍ଲୀ ଏମ୍ସରେ ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର

ଭୁବନେଶ୍ବର : ଆଜି ଭୁବନେଶ୍ବରରେ ପହଞ୍ଚିବ ବଳଙ୍ଗା ପୀଡ଼ିତାଙ୍କ ମୃତଦେହ । ଦିଲ୍ଲୀ ଏମ୍ସରେ ଶବ ବ୍ୟବଛେଦ ସରିବା ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଛି। ଭୁବନେଶ୍ବରରେ ମୃତଦେହ ପହଂଚିବା ପରେ ପୀଡିତାଙ୍କ ଗାଁ ବାୟାବର ନୂଆ ଗୋପାଳପୁର ବସ୍ତିକୁ…

ଅଗଷ୍ଟ ୬ରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଅଗଷ୍ଟ ୬ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର ସୂଚନା ଦେଇଛି। ତିନି ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହିତ ବଜ୍ରପାତ ଏବଂ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ…