State

ବଳଙ୍ଗା ପୀଡ଼ିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଉପ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବଳଙ୍ଗା ପୀଡ଼ିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । କହିଛନ୍ତି, ସରକାର ସବୁ ପଦକ୍ଷେପ ନେଇଥିଲେ କିନ୍ତୁ ଝିଅର ଜୀବନ ବଞ୍ଚି ପାରିଲା ନାହିଁ । ଉନ୍ନତ ଚିକିତ୍ସା ଯୋଗାଇ ଦିଆଯାଇଥିଲା । ଏହା…

ବଳଙ୍ଗା ପୀଡିତାଙ୍କ ମୃତ୍ୟୁକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ

ଭୁବନେଶ୍ବର: ବଳଙ୍ଗା ପୀଡିତାଙ୍କ ହଠାତ୍ ମୃତ୍ୟୁ ପରେ ଏବେ ଏହାକୁ ନେଇ ତେଜିଛି ରାଜନୀତି । ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ ପରେ ଏବେ ସରକାରଙ୍କୁ ଘେରିଛନ୍ତି ବିରୋଧୀ ବିଜେଡି-କଂଗ୍ରେସ । ବିଜେଡି ସରକାରଙ୍କୁ ନାରୀହନ୍ତା ବୋଲି ସମ୍ବୋଧନ କରିଥିବା ବେଳେ କେମିତି…

ବଣାଇ କରମପଦା-ରେଞ୍ଜଡ଼ା ରେଳ ଧାରଣା ଉଡ଼ାଇଲେ ମାଓବାଦୀ

ରାଉରକେଲା : ରେଳ ଧାରଣା ଉଡ଼ାଇଲେ ମାଓବାଦୀ । ବଣାଇ କରମପଦା-ରେଞ୍ଜଡ଼ା ରେଳ ଧାରଣାରେ ବିସ୍ଫୋରଣ । ଲ୍ୟାଣ୍ଡମାଇନ ବିସ୍ଫୋରଣ କରି ରେଳ ଧାରଣା ଉଡ଼ାଇଲେ । ମାଓବାଦୀଙ୍କ ସହିଦ ସପ୍ତାହରେ ଅଘଟଣ ଘଟାଇଛନ୍ତି ମାଓବାଦୀ। ଏଥିରେ ରେଳବାଇର ଜଣେ ଗ୍ୟାଙ୍ଗମ୍ୟାନ୍…

ଓଟିଇଟି ପ୍ରଶ୍ନପତ୍ର ଲିକ୍: ବନ୍ଧା ହେଲେ ବୋର୍ଡ ଉପସଭାପତି

ଭୁବନେଶ୍ବର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଜି ମୁଖ୍ୟ ଅଭିଯୁକ୍ତ ବୋର୍ଡ ସଭାପତିଙ୍କୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ପୋଲିସ୍ । ଗତକାଲି ବୋର୍ଡ ସଭାପତି ନିହାର ରଞ୍ଜନ ମହାନ୍ତିଙ୍କ ପ୍ରଶ୍ନ ପତ୍ର ଲିକ୍ ନେଇ ପଚରାଉଚରା କରିଥିବା ବେଳେ ଆଜି ତାଙ୍କୁ ଗିରଫ…

ସ୍କୁଲରେ ପାଠ ପଢ଼ାଇଲେ ଜିଲ୍ଲାପାଳ, ବୁଝିଲେ ସ୍କୁଲ ସମସ୍ୟା

ଯାଜପୁର : ସ୍କୁଲରେ ପାଠ ପଢ଼ାଇଲେ ଜିଲ୍ଲାପାଳ । ବରୀ ବ୍ଲକ ଗସ୍ତ ଅବସରରେ ଏକ ସ୍କୁଲକୁ ଯାଇ ଛାତ୍ର ଛାତ୍ରୀ ମାନଙ୍କୁ ପାଠ ପଢାଇଥିଲେ ନୂତନ ଭାବେ ଯୋଗ ଦେଇଥିବା ଯାଜପୁର ଜିଲ୍ଲାପାଳ ଅମ୍ବର କୁମାର କର । ଜିଲ୍ଲାପାଳ…

ଭିଜିଲାନ୍ସ ଜାଲରେ ବୌଦ୍ଧ ଏମଭିଆଇ ଗୋଲାପ; ୬ ସ୍ଥାନରେ ଚଢାଉ

ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ଏମଭିଆଇ । ଏମଭିଆଇ ଗୋଲାପ ଚନ୍ଦ୍ର ହାଁସଦାଙ୍କ ଘରେ ଚାଲିଛି ରେଡ୍ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଜାରି ରହିଛି । ବାରିପଦା, ବୌଦ୍ଧ ଓ ଭୁବନେଶ୍ବର…

ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁ: ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ପୀଡ଼ିତାଙ୍କ ଆଜି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ନବମ ଶେଣ୍ରୀର ଛାତ୍ରୀର ମୃତ୍ୟୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମରେ ଟୁଇଟ୍‌ କରି ମୋହନ ମାଝୀ କହିଛନ୍ତି, ବଳଙ୍ଗା ଘଟଣାରେ…

ମଦଭାଟି ଉପରେ ଚାଲିଲା ବୁଲଡୋଜର

ଆଠଗଡ: ଚୋରା ଦେଶୀ ମଦର କୂଟୀର ଶିଳ୍ପ ପାଲଟିଥିବା ଆଠଗଡ ଥାନା ଅନ୍ତର୍ଗତ କୋରଙ୍ଗା ଗ୍ରାମରେ ଶନିବାର ସକାଳେ ଅବକାରୀ ବିଭାଗ ଚଢାଉ କରି ପ୍ରଥମ ଥର ପାଇଁ ବେଆଇନ ମଦଭାଟିଗୁଡିକୁ ବୁଲଡୋଜର ସାହାଯ୍ୟରେ ଭଙ୍ଗାଯାଇଛି। ଚଡାଉ ସମୟରେ ପ୍ରଥମେ ବେଆଇନ…

ପୁରୀ ବଳଙ୍ଗା ପୀଡ଼ିତାଙ୍କର ଦିଲ୍ଲୀ ଏମ୍‌ସରେ ପରଲୋକ, ୧୫ ଦିନର ସଂଘର୍ଷ ପରେ ଜୀବନ ଯୁଦ୍ଧରେ ହାରିଗଲେ ନାବାଳିକା ୦

ଭୁବନେଶ୍ୱର: ପୁରୀ ଜିଲ୍ଲାର ବଳଙ୍ଗା ପୀଡ଼ିତା ଆଉ ନାହାନ୍ତି। ଦୀର୍ଘ ୧୫ ଦିନ ଧରି ମୃତ୍ୟୁ ସହ ସଂଘର୍ଷ କରିବା ପରେ ଶେଷରେ ସେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ଶନିବାର ସନ୍ଧ୍ୟା ୬ଟା ୨୨ ମିନିଟରେ ଦିଲ୍ଲୀ ସ୍ଥିତ ଅଖିଳ…

ଶିବୁ ସୋରେନଙ୍କ ଅବସ୍ଥା ସଙ୍କଟାପନ୍ନ, ଭେଣ୍ଟିଲେଟରରେ ରଖାଯାଇ ଚାଲିଛି ଚିକିତ୍ସା

ରାଞ୍ଚି : ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମଏମ) ନେତା ଶିବୁ ସୋରେନଙ୍କ ସ୍ଵାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଛି। ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଭେଣ୍ଟିଲେଟରରେ ରଖାଯାଇ ତାଙ୍କର ଚିକିତ୍ସା ଚାଲିଛି। ଗତ ଜୁନ ମାସରେ ୮୧ ବର୍ଷୀୟ ସୋରେନଙ୍କ ଦେହ…