State

୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

ଭୁବନେଶ୍ୱର : ୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ । ଜଳସେଚନ ବିଭାଗର ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ ଅନୁମୋଦନ । ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ । ୨୦୨୫-୨୦୨୬ ରୁ ୨୦୨୯-୩୦ ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନା ବ୍ୟୟ ହେବ…

୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

ଭୁବନେଶ୍ୱର : ଆସନ୍ତା ବିଧାନସଭା ଅଧିବେଶନ ଘେରାଉ କରିବେ କେବଳ ମହିଳା । ପ୍ରାୟ ୨୦ ହଜାର ମହିଳା ଏକତ୍ରିତ ହୋଇ ବିଧାନସଭା ସମ୍ମୁଖରେ ନିଜର ସୁରକ୍ଷା, ସ୍ୱାଭିମାନ ଓ ଅଧିକାର ସରକାରଙ୍କ ସମ୍ମୁଖରେ ଉପସ୍ଥାପନ କରିବେ । କଂଗ୍ରେସ ଏହି…

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର: 12th ଫେଲ୍ ଶ୍ରେଷ୍ଠ ଫିଚର ଫିଲ୍ମ, ଶାହରୁଖ ଖାନ ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀ: ୨୦୨୩ ପାଇଁ ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର । ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରାଯାଇଛି । ଯେଉଁଥିରେ ବଲିଉଡ୍ ବାଦଶାହା ଅଭିନେତା ଶାହରୁଖ ଖାନଙ୍କୁ ମିଳିଛି ଶ୍ରେଷ୍ଠ ଅଭିନେତା ପୁରସ୍କାର । ‘ଯଓ୍ୱାନ’ ଫିଲ୍ମ ପାଇଁ…

୧୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ପୁରୀ: ପୁରୀ ଜିଲ୍ଲା ସତ୍ୟବାଦୀ ଥାନା ଅଞ୍ଚଳରୁ ୧୨ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ ହୋଇଛି । ବରାଳ ଗ୍ରାମ ନିକଟରେ ଥିବା ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରୁ ଜବତ ହୋଇଛି ୧୨୨ ଗ୍ରାମର ବ୍ରାଉନ ସୁଗାର ।‌ ଅବକାରୀ…

ଲୋୟର ପିଏମଜିରେ ଗର୍ଜିଲେ ମିଶନ ଶକ୍ତି ସଦସ୍ୟା, ପାଞ୍ଚ ଦଫା ଦାବି ନେଇ ରାଜରାସ୍ତାରେ

ଭୁବନେଶ୍ବର : ଭୁବନେଶ୍ବରର ଲୋୟର ପିଏମଜିରେ ଗର୍ଜିଲେ ମିଶନ ଶକ୍ତି ସଦସ୍ୟା । ରାଜ୍ୟ ସରକାରଙ୍କ ମିଶନ ଶକ୍ତି ଅଧୀନରେ କାର୍ଯ୍ୟରତ କ୍ଲଷ୍ଟର ରିସୋର୍ସ ପର୍ସନ ଫର କମ୍ୟୁନିଟି ମୋବିଲାଇଜେନସ ବା ସିଆରପି-ସିଏମ୍ ପକ୍ଷରୁ ବିକ୍ଷୋଭ। ପାଞ୍ଚ ଦଫା ଦାବି ନେଇ…

‘ମୁଁ ଅତୁଲ ସୁବାଷ ନୁହେଁ, ଶେଷ ପର୍ଯ୍ୟନ୍ତ ଲଢ଼େଇ କରିବି’

ଭୁବନେଶ୍ୱର: ପତ୍ନୀ ଅର୍ଚ୍ଚନା ଦାସଙ୍କ ଅଭିଯୋଗ ପରେ ଥାନାରେ ହାଜର ହେଲେ OAS ସାର୍ଥକ ସୌରଭ ମହାପାତ୍ର । ମହିଳା ଥାନାରୁ ବାହାରିବା ପରେ ମୁହଁ ଖୋଲିଲେ ସାର୍ଥକ । ସେ ତାଙ୍କ ସ୍ତ୍ରୀ ଅର୍ଚ୍ଚନା ଦାସଙ୍କ ସମସ୍ତ ଅଭିଯୋଗକୁ ଖଣ୍ଡନ…

ଖୋଲିବ ବଡ଼ମ୍ବା ଚିନିକଳ ! କେନ୍ଦ୍ରୀୟ ଟିମ-ଜିଲ୍ଲା ପ୍ରଶାସନ ଆଲୋଚନା

କଟକ : ବଡ଼ମ୍ବା ଚିନିକଳ ଖୋଲିବା ନେଇ ଆଶା ଉଜ୍ଜୀବିତ ହୋଇଛି । ଏହା କହିଛନ୍ତି କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାଏବ ସିନ୍ଦେ। ଗତକାଲି କେନ୍ଦ୍ରୀୟ ଟିମ ବଡ଼ମ୍ବାରେ ସୁଗାର ମିଲ ବୁଲି ଜିଲ୍ଲା ପ୍ରଶାସନ ଓ ଜନ ପ୍ରତିନିଧିଙ୍କ ସହ…

ଆସନ୍ତା ୩୧ ତାରିଖରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା, ପ୍ରଶ୍ନପତ୍ର ଭାଇରଲ ପାଇଁ ଥିଲା ସ୍ଥଗିତ

କଟକ : ଆସନ୍ତା ୩୧ ତାରିଖରେ ହେବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ପ୍ରଶ୍ନପତ୍ର ଭାଇରଲ ପାଇଁ ପରୀକ୍ଷା ଥିଲା ସ୍ଥଗିତ । ଗତ ୨୦ ତାରିଖରେ ହେବାର ଥିଲା ଓଟିଇଟି ପରୀକ୍ଷା। ପ୍ରଶ୍ନପତ୍ର ଭାଇରଲ ହେବା ପରେ ସରକାର ପରୀକ୍ଷାକୁ…

ରାଜ୍ୟରେ ଖୋଲିବ ମଡେଲ୍ ମଣ୍ଡି; ରହିବ ଏହି ସବୁ ସୁବିଧା

ଭୁବନେଶ୍ବର: ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତଙ୍କ ବଡ଼ ଘୋଷଣା । ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ଖୋଲିବ ମଡେଲ୍ ମଣ୍ଡି । ରାଜ୍ୟର ୩୦ଟି ଜିଲ୍ଲାରେ ହେବ ୩୮ଟି ମଡେଲ୍ ମଣ୍ଡି । ଆବଶ୍ୟକତା ଦେଖି ବଡ଼ ଜିଲ୍ଲାରେ ୨ଟି ମଣ୍ଡି…

ଅସଜଡା ପ୍ୟାଣ୍ଟ୍ ପିନ୍ଧି ମହାବିଦ୍ୟାଳୟ ଆସିବା ମନା, ଅଧ୍ୟକ୍ଷଙ୍କ ଅଭିନବ ଶୃଙ୍ଖଳା

ସୁନ୍ଦରଗଡ଼: ଅବାଗିଆ କେଶ ସଜା ସହ ଅସଜଡା ପ୍ୟାଣ୍ଟ୍ ପିନ୍ଧି ମହାବିଦ୍ୟାଳୟ ଆସିବା ମନା । ସାଧସିଧା ପୋଷାକ ସହ ଜଣେ ପାଠ ପଢୁଆ ଛାତ୍ରଙ୍କ ପରି ମହାବିଦ୍ୟାଳୟକୁ ଆସିବେ ଛାତ୍ରଛାତ୍ରୀ । ଏହାକୁ ଅବମାନନା କଲେ କୌଣସି ଛାତ୍ରଛାତ୍ରୀ ମହାବିଦ୍ୟାଳୟରେ…