State

ଆର୍‌ଆଇ ଅମିନ ପରୀକ୍ଷା ବାତିଲ, ନୂଆ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଉ ଥରେ ହେବ ପରୀକ୍ଷା

ଭୁବନେଶ୍ବର: ବାତିଲ ହେଲା ଆରଆଇ, ଏଆରଆଇ, ଅମିନ, ଆଇସିଡ଼ିଏସ ସୁପରଭାଇଜର ମୁଖ୍ୟ ପରୀକ୍ଷା । ନୂଆ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ପରୀକ୍ଷା ଆଉ ଥରେ କରାଯିବ ବୋଲି ନିର୍ଦ୍ଦେଶ ହୋଇଛି । ୨୮୯୫ ପଦବି ଖାଲି ଥିଲା । ପରୀକ୍ଷା…

ଭିଜିଲାନ୍ସ ସ୍କାନରରେ ରାଜକିଶୋର ଜେନାଙ୍କ ସହଯୋଗୀ, ଭୟରେ ଫୋପାଡି ଦେଇଥିଲେ ଟଙ୍କା ଭର୍ତ୍ତି ବ୍ୟାଗ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ସହକାରୀ ଇଞ୍ଜିନିୟର। କାଲି ଓଡ଼ିଶା ଭିଜିଲାନ୍ସ ଅଧିକାରୀ ଭୁବନେଶ୍ୱରର ଆର୍ ଆଣ୍ଡ ବି ଡିଭିଜନ-୩ର ସହକାରୀ ଇଞ୍ଜିନିୟର ରାଜା କିଶୋର ଜେନାଙ୍କ ଘର ରେଡ୍‌ କରିଥିଲେ। ଆଉ ମିଳିତ ମାଲିକାନା ସାମ୍ନାକୁ ଆସିବାରୁ ସେହି…

ସବୁ ବିଭାଗ ସହ ସମନ୍ୱୟ ରକ୍ଷା କର, ସିଡିପିଓଙ୍କୁ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ସବୁ ବିଭାଗ ସହ ସମନ୍ୱୟ ରକ୍ଷା କରି ଗ୍ରାଉଣ୍ଡରେ କାମ କର । ଗ୍ରାଉଣ୍ଡରେ ସମସ୍ୟା ରହୁଛି କିନ୍ତୁ ଜାଣିଶୁଣି ଅଣ୍ଡର ରିପୋର୍ଟିଂ କରାଯାଉଛି । ତେଣୁ ଗ୍ରାଉଣ୍ଡରେ ଯାହା ସମସ୍ୟା ହେଉଛି ତାକୁ ସରକାରଙ୍କ ପାଖକୁ ଆଣନ୍ତୁ…

ହୀରାକୁଦରେ ବନ୍ଦ ହେଲା ୪ଟି ଗେଟ୍‍

ଜଳସ୍ତର କମିବା ପରେ ହୀରାକୁଦରେ ବନ୍ଦ ହେଲା ୪ଟି ଗେଟ୍‍ । ଫଳରେ ୧୪ଟି ଗେଟ୍‍ ଦେଇ ବର୍ତ୍ତମାନ ବନ୍ୟା ଜଳ ନିଷ୍କାସନ ହେଉଛି । ବାମ ପାଶ୍ୱର୍ର ୯ଟି ଗେଟ୍‍ ଓ ଡାହାଣ ପାଶ୍ୱର୍ର ୫ଟି ସ୍ଲୁଇସ୍‍ ଗେଟ୍‍ ଖୋଲାଯାଇଛି…

ମାଛଗାଁ କେନାଲ ବନ୍ଧରେ ୧୦ ଫୁଟର ଘାଇ ସୃଷ୍ଟି

ଜଗତସିଂହପୁର : ମାଛଗାଁ କେନାଲରେ ୧୦ ଫୁଟର ଘାଇ । ଲୋକଙ୍କ ଘରେ ପଶିଲା ପାଣି । ଜଗତସିଂହପୁର-କଟକ ରାସ୍ତାର ତରିକୁନ୍ଦ ନିକଟ ମାଛଗାଁ କେନାଲ ବନ୍ଧରେ ୧୦ଫୁଟର ଘାଇ ସୃଷ୍ଟି ହୋଇଛି । ଫଳରେ ଲୋକଙ୍କ ଘର ଓ ଦୋକାନ…

୨ ଆଇପିଏସଙ୍କୁ ଡିଜି ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର: ମହାନିର୍ଦ୍ଦେଶକ (ଡିଜି) କିମ୍ବା ସେହି ସମକକ୍ଷ ପଦରେ କେନ୍ଦ୍ରୀୟ ଡେପୁଟେସନ ପାଇଁ ଓଡ଼ିଶା କ୍ୟାଡରର ଦୁଇ ବରିଷ୍ଠ ଆଇପିଏସ ଅଫିସର ଆର ପି କୋଚେ ଏବଂ ଯଶୱନ୍ତ ଜେଠୱାଙ୍କୁ ତାଲିକାଭୁକ୍ତ କରାଯାଇଛି। ୧୯୯୩ ବ୍ୟାଚର ଅଧିକାରୀ ଆର ପି କୋଚେ…

ସରୁନି ଦାଦନ ଦୁଃଖ, ଭିଡିଓ ଜାରି କରି ଉଦ୍ଧାର ପାଇଁ କଲେ ନିବେଦନ

କେନ୍ଦ୍ରାପଡା: ଅଭାବ ଅନଟନ ଦୁଃଖରେ ଚାଲିଥିଲା ଜୀବନ । କିନ୍ତୁ ଅଭାବରେ ଜୀବନ କାଟିବା ମୁସ୍କିଲ ହୋଇପଡ଼ିଲା । ତେଣୁ ଘରେ ବାପା ମା’ ସ୍ତ୍ରୀ ପେଟରେ ଦି ମୁଠା ଦାନା ଯୋଗାଇବା ପାଇଁ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଇଥିଲେ…

ବନ୍ୟାରେ ପ୍ରଭାବିତ ଲୋକଙ୍କୁ ୭ ଦିନ ମିଳିବ ରନ୍ଧା ଖାଦ୍ୟ, ରିପୋର୍ଟ ଆସିବା ପରେ ମିଳିବ କ୍ଷତିପୂରଣ

ଭୁବନେଶ୍ୱର : ବନ୍ୟା ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରୁ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦୁଝର ଜିଲ୍ଲାର ବନ୍ୟାଞ୍ଚଳ ବୁଲି କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି । ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲା ବିଶେଷ…

ଶିଶୁଭବନର ବିରଳ ସଫଳତା: ବିନା ଅସ୍ତ୍ରୋପଚାରରେ ଶିଶୁର ଶ୍ବାସନଳୀରୁ ବାହାରିଲା ଲୁହା କଣ୍ଟା

କଟକ: ଶିଶୁଭବନ ଡାକ୍ତରୀ ଟିମ୍ ବିରଳ ସଫଳତା ହାସଲ କରିଛନ୍ତି । ବିନା କୌଣସି ଅସ୍ତ୍ରୋପଚାରରେ ବ୍ରୋଙ୍କୋସ୍କୋପି ବ୍ୟବହାର କରି ବିନା କୌଣସି ଅସ୍ତ୍ରୋପଚାରରେ ବ୍ରୋଙ୍କୋସ୍କୋପି ବ୍ୟବହାର କରି ଶିଶୁଭବନ ଡାକ୍ତରୀ ଟିମ୍ ଏକ ଶିଶୁର ଶ୍ବାସନଳୀରୁ କଳଙ୍କି ଲଗା ଏକ…

ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ

ଭୁବନେଶ୍ୱର : ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ । ନୂଆ ଫର୍ମାଟରେ ମଗାଯାଇଥିବା ସମସ୍ତ ତଥ୍ୟ ରିପୋର୍ଟ କାର୍ଡରେ ରହିଛି । ସମବାୟ, ହସ୍ତଶିଳ୍ପ ବିଭାଗର ବର୍ଷକରେ ହାତକୁ ନିଆଯାଇଥିବା…