State

ଭୁବନେଶ୍ୱରରେ ଅନୁଷ୍ଠିତ ହେବ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟି ଅଧ୍ୟକ୍ଷ ସମ୍ମିଳନୀ

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ମାସ ୨୯ ଓ ୩୦ ତାରିଖରେ ଭୁବନେଶ୍ୱରଠାରେ ପାର୍ଲାମେଣ୍ଟ/ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷଙ୍କ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବାଚସ୍ପତି…

ଆକାଶ ମାର୍ଗରୁ ବନ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆକାଶ ମାର୍ଗରୁ ଉତ୍ତର-ଓଡିଶାର ବନ୍ୟା ସ୍ଥିତିକୁ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ଏହି ସର୍ଭେ କରୁଥିବା ବେଳେ ତାଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ…

ଅଗଷ୍ଟ ୯ରେ କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ତୃତୀୟ ପର୍ଯ୍ୟାୟ ସୁଭଦ୍ରା କିସ୍ତି

କୋରାପୁଟ: ଆସନ୍ତା ୯ ତାରିଖ ଅର୍ଥାତ୍ ରକ୍ଷାବନ୍ଧନରେ ମହିଳା ପାଇବେ ଉପହାର। ଏହି ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଗସ୍ତରେ ଆସି ଜୟପୁରରୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ। କୋଟିଆ ଯାଇ ବିଭିନ୍ନ ଉନ୍ନୟନମୂଳକ…

ଅଗଷ୍ଟ ୯ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ, ୨୧ ବର୍ଷ ହୋଇଥିବା ଯୁବତୀ ଓ ମହିଳା କରିପାରିବେ ଆବେଦନ

ଭୁବନେଶ୍ଵର : ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ । ଅଗଷ୍ଟ ୯ରେ ତୃତୀୟ କିସ୍ତି ମିଳିବା ପରେ ସୁଭଦ୍ରା ପୋର୍ଟାଲ ଖୋଲିବ । ବାଦ୍ ପଡିଥିବା ୨ଲକ୍ଷ ହିତାଧିକାରୀଙ୍କୁ ଯୋଡିବା ପାଇଁ ଆଉ ଥରେ ସର୍ଭେ ହେବ । ୨୧ ବର୍ଷ…

ବ୍ୟାଘ୍ର ଦିବସ ଅବସରରେ ବାଘଙ୍କ ସୁରକ୍ଷା ଚିନ୍ତା ; ସେମାନଙ୍କ ସଂଖ୍ୟା ବୃଦ୍ଧି ପାଇଁ ସଚେତନତା କାର୍ଯ୍ୟକ୍ରମ

ଭୁବନେଶ୍ୱର : ଆଜି ବିଶ୍ବ ବ୍ୟାଘ୍ର ଦିବସ। ବ୍ୟାଘ୍ର ଦିବସ ଅବସରରେ ବାଘଙ୍କ ସୁରକ୍ଷା ଓ ସେମାନଙ୍କ ସଂଖ୍ୟା ବୃଦ୍ଧି ପାଇଁ ବିଭିନ୍ନ ସ୍ଥାନରେ ବ୍ୟାଘ୍ର ଦିବସ ପାଳନ କରାଯାଉଛି। ଏମିତି ସୁଯୋଗକୁ ନନ୍ଦନକାନନ ପ୍ରାଣୀ ଉଦ୍ୟାନ କେମିତି ବା ହାତ…

୧ ଲକ୍ଷ ୮୧ ହଜାର ନକଲି ଚାଷୀ ସରକାରଙ୍କ ରାଜସ୍ୱ ଲୁଟ କରୁଥିଲେ: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ

ଭୁବନେଶ୍ବର: ଲୁଟୁଛନ୍ତି ନକଲି ଚାଷୀ। ରାଜ୍ୟରେ ଏତେ ସଂଖ୍ୟକ ନକଲି ଚାଷୀ ଅଛନ୍ତି, ଯେଉଁମାନଙ୍କ ପାଇଁ ପ୍ରକୃତ ଚାଷ କରୁଥିବା ଲୋକ ଲାଭବାନ ହୋଇପାରୁନାହିଁ। ଏଭଳି କହିଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ। ନକଲି ଚାଷୀମାନେ ରାଜସ୍ବ ଲୁଟ୍ କରିବା…

ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ବର: ଆପାର୍ଟମେଣ୍ଟ ପଞ୍ଜିକରଣ ନିୟମକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଲେ ରାଜ୍ୟ ସରକାର। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଆସନ୍ତାକାଲି ଅପରାହ୍ନ ୩.୩୦ ମିନିଟରେ ଲୋକସେବା ଭବନରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ। ରେରା ଆଇନ ସହ ଜଡ଼ିତ ୫ଟି ବିଷୟ…

ଯୋଗାଣ ମନ୍ତ୍ରୀଙ୍କୁ ଠକେଇ ମାମଲା : ଅଭିଯୁକ୍ତ ନିରଞ୍ଜନ ଶତପଥୀକୁ ଗିରଫ କରି କୋର୍ଟ ଚାଲାଣ କଲା ପୋଲିସ

ଢେଙ୍କାନାଳ ୨୯।୭: ଠକେଇ ତ ଠକେଇ, ପୁଣି ମନ୍ତ୍ରୀଙ୍କୁ ଠକେଇ । ସବୁବେଳେ ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଖୋଦ ଠକେଇର ଶିକାର । ଜାଗା ଦେବାକୁ କହି ଦଲାଲ…

ଏଏସଆଇ ଫଟୋ ବିବାଦ ଓ ଆଇନଶୃଙ୍ଖଳା ବିପର୍ଯ୍ୟୟ : ରାଜ୍ୟ ସରକାରଙ୍କୁ ଘେରିଲା ବିଜେଡି, ଛାତ୍ର ଆନ୍ଦୋଳନ ଡାକରା

ଭୁବନେଶ୍ୱର: ଶ୍ରୀମନ୍ଦିରର ସୁରକ୍ଷା ଓ ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିକୁ ନେଇ ବିଜୁ ଜନତା ଦଳ (ବିଜେଡି) ରାଜ୍ୟର ନୂତନ ବିଜେପି ସରକାରଙ୍କୁ କଡ଼ା ସମାଲୋଚନା କରିଛି। ବିଶେଷକରି ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସଆଇ) ଦ୍ୱାରା ଶ୍ରୀମନ୍ଦିରର ଭିତର ଫଟୋ ସୋସିଆଲ…

ଡବଲ୍‌ ମର୍ଡର; ସ୍ତ୍ରୀ ଓ ଶାଶୁକୁ ହତ୍ୟା କରି ଜ୍ୱାଇଁ ଲଗାଇଲା କଦଳୀ ଗଛ !

ବାରିପଦା/କୁଳିଅଣା: ମୟୂରଭଂଜ ଜିଲ୍ଲା କୁଳିଅଣା ଥାନା ଅଧୀନ ନୂଆଗାଁରେ ମା’-ଝିଅଙ୍କୁ ହତ୍ୟା କରାଯାଇଛି। ଗତ ୧୫ ତାରିଖ ଠାରୁ ନିଖୋଜ ଥିବା ମା’-ଝିଅଙ୍କର ମୃତଦେହ ମାଟି ତଳୁ ଉଦ୍ଧାର କରାଯାଇଛି। ଏହି ହତ୍ୟାକାଣ୍ଡର ଅଭିଯୁକ୍ତ ହେଉଛି ଜ୍ବାଇଁ। ସେ ନିଜ ସ୍ତ୍ରୀ…