State

ବଳଙ୍ଗା ପୀଡିତାଙ୍କ ବୟାନକୁ ନେଇ ଅଡୁଆରେ ପୋଲିସ

ପୁରୀ : ବଳଙ୍ଗା ପୀଡିତାଙ୍କ ବୟାନକୁ ନେଇ ଅଡୁଆରେ ପଡିଛି ପୁରୀ ପୋଲିସ । ଭୁବନେଶ୍ୱର ଏମ୍ସ ଓ ଦିଲ୍ଲୀ ଏମ୍ସ ଭିତରେ ପୀଡିତା ଦେଇଥିବା ବୟାନରେ ଫରକ ଥିବା ସୂଚନା ମିଳିଛି । ସେଥିପାଇଁ ପୁଣିଥରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୀଡିତାଙ୍କ…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଶିକ୍ଷକଙ୍କୁ ଉଠାଇ ନେଲା ପୋଲିସ

ରାଜନଗର : କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ଡାଙ୍ଗମାଳ ନାଗା ନାରାୟଣ ହାଇସ୍କୁଲରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ । ଶିକ୍ଷକ ଅମର ପ୍ରସାଦ ମଲ୍ଲିକଙ୍କୁ ସ୍କୁଲ ପରିସରରୁ ଉଠାଇନେଲା ତାଳଚୁଆ ସାମୁଦ୍ରିକ ଥାନା ପୋଲିସ । ଶିକ୍ଷକଙ୍କ…

ଗିରଫ ହେଲେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ

କୋରାପୁଟ: ଗିରଫ ହେଲେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ। ଆୟଠୁ ଅଧିକ ସଂପତ୍ତି ଠୁଳ ମାମଲାରେ ବାନ୍ଧିଲା ଭିଜିଲାନ୍ସ । ଭିଜିଲାନ୍ସ ରେଡ ବେଳେ ତାଙ୍କ ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା ଓ ପୁଳା ପୁଳା ସୁନାଗହଣା। ଦେଢ଼…

ଅପରାଧୀ ଗ୍ୟାଙ୍ଗର ୬ ସଦସ୍ୟ ଗିରଫ, ପାଞ୍ଚ ବନ୍ଧୁକ ଜବତ

କଟକ : କମିଶନରେଟ ପୋଲିସକୁ ବଡ ସଫଳତା । ପାଞ୍ଚଟି ବନ୍ଧୁକ ଜବତ କରିଛି କଟକ ମାଲଗୋଦାମ ଥାନା ପୋଲିସ । ଏକ ଅପରାଧୀ ଗ୍ୟାଙ୍ଗର ୬ ଜଣ ସଦସ୍ୟଙ୍କୁ ଧରିଛି କମିଶନରେଟ ପୋଲିସ । ୧୩ ଟି ଜୀବନ୍ତ ଗୁଳି,…

ଦିଲ୍ଲୀରୁ ଫେରିଲେ ମନମୋହନ, କହିଲେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ କୌଣସି ଆଲୋଚନା ହୋଇନାହିଁ

ଭୁବନେଶ୍ୱର: ଦିଲ୍ଲୀରୁ ଫେରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଆଉ ଏହି ଦିଲ୍ଲୀ ଗସ୍ତ ଚର୍ଚ୍ଚାର ବିଷୟ ଥିଲା। ରାଜ୍ୟରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଓ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିଥିଲା। ଦିଲ୍ଲୀରେ ମନମୋହନ ସାମଲ କେନ୍ଦ୍ର ମନ୍ତ୍ରୀ ଅଶ୍ବିନୀ…

ସଫେଇ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏଣିକି ମିଳିବ ୧୦ ଲକ୍ଷ ଟଙ୍କାର ଜୀବନବୀମା

ସଫେଇ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଏଣିକି ୧୦ ଲକ୍ଷ ଟଙ୍କାର ଜୀବନବୀମା ପାଇବେ ସଫେଇ କର୍ମଚାରୀ । ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରତ୍ୟେକ ସଫେଇ କର୍ମଚାରୀଙ୍କୁ ୧୦ ଲକ୍ଷ ଟଙ୍କାର…

ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା, ନିଲମ୍ବିତ ଅଧ୍ୟାପକଙ୍କ ବୃଦ୍ଧି ହେଲା ଜେଲ୍ ଅବଧି

ବାଲେଶ୍ବର: ବାଲେଶ୍ବର ଛାତ୍ରୀ ମୃତ୍ୟୁ ଘଟଣା । ନିଲମ୍ବିତ ଅଧ୍ୟାପକ ସମୀର ସାହୁଙ୍କ ବୃଦ୍ଧି ହେଲା ଜେଲ ଅବଧି। ବାଲେଶ୍ବର ଫକୀର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ନିଲମ୍ବିତ ହୋଇଥିବା ଅଧ୍ୟାପକ ସମୀର ସାହୁଙ୍କ ଜେଲ୍ ଅବଧି ବୃଦ୍ଧି ହୋଇଛି।…

୨୦୨୫ରେ ସରିବ ପାନୀୟ ଜଳ ପ୍ରକଳ୍ପ, ଜଳଯୋଗାଣରେ ବିଳମ୍ବ ହେଲେ ଅଧିକାରୀଙ୍କ ଦରମା ବନ୍ଦ ହେବ: ମନ୍ତ୍ରୀ

ଭୁବନେଶ୍ୱର: ଆଜି ପାନୀୟ ଜଳ ଯୋଗାଣ ବିଭାଗର ହିସାବ ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ । ପାନୀୟ ଜଳ ବ୍ୟବସ୍ଥା ଆଜି ମଧ୍ୟ ସରକାରଙ୍କ ପାଇଁ ଚ୍ୟାଲେଞ୍ଜ ହୋଇ ରହିଛି । ୨୦୭ ମେଗା ପ୍ରକଳ୍ପ ଦ୍ୱାରା ପାଣି…

୩୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡିଲେ ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ

କଟକ : ୩୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡିଲେ ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ । ଭୁବନେଶ୍ୱର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଡ ସୌରଭ ତ୍ରିପାଠୀ। ଏକ ସାର୍ଟିଫିକେଟ ପାଇଁ ନେଉଥିଲେ ଲାଞ୍ଚ। ବାରମ୍ବାର ଅନୁରୋଧ ସତ୍ତ୍ୱେ ସାର୍ଟିଫିକେଟ…

ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ର ପାଖକୁ କୌଣସି ପ୍ରସ୍ତାବ ଯାଇନାହିଁ

ଭୁବନେଶ୍ୱର: ଓଡ଼ିଶାରେ ମେଟ୍ରୋ ଗଡ଼ିବା ନେଇ ଯେଉଁ ଅନିଶ୍ଚିତତା ଦେଖାଦେଇଛି ତାହା ସତ ବୋଲି ପ୍ରମାଣିତ ହୋଇଛି | ବାସ୍ତବରେ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ ଆଜି ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି | ମିଳିଥିବା ସୂଚନା ମୁତାବକ ଓଡ଼ିଶାରେ…