ବୁଣାକାର ଶ୍ରମିକଙ୍କ ପାଇଁ ଖୁସି ଖବର; ଭତ୍ତା ବଢାଇଲେ ରାଜ୍ୟ ସରକାର
ଭୁବନେଶ୍ୱର: ବଢ଼ିଲା ବୁଣାକାର ଶ୍ରମିକଙ୍କ ଭତ୍ତା । ବୁଣାକାର ଶ୍ରମିକଙ୍କ ଭତ୍ତା ବଢ଼ାଇଲେ ରାଜ୍ୟ ସରକାର । ତେବେ ପୁରୁଷ ବୁଣାକାର ଶ୍ରମିକଙ୍କ ଭତ୍ତା ୬ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବାବେଳେ, ମହିଳା ବୁଣାକାର ଶ୍ରମିକଙ୍କ ଭତ୍ତା ୭ ହଜାର ଟଙ୍କାକୁ…