State

ଛାତ୍ରୀଙ୍କୁ ଅସାଦାଚରଣ ଅଭିଯୋଗରେ ଗଣିତ ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକ ଅଟକ

ବାଲେଶ୍ବର: ପୁଣି ବାଲେଶ୍ବରରେ ଏଫଏମ୍ କଲେଜ ଘଟଣାର ପୁନରାବୃତ୍ତି ହୋଇଛି । ନବମ ଶ୍ରେଣୀ ଛାତ୍ରୀଙ୍କୁ ଅସାଦାଚରଣ ଅଭିଯୋଗରେ ବିଦ୍ୟାଳୟର ଗଣିତ ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକଙ୍କୁ ଅଟକ ରଖିଛି ପୋଲିସ । ବାଲେଶ୍ବର ଜିଲ୍ଲା ରାଇବଣିଆ ଥାନା ଅଞ୍ଚଳରେ ଘଟିଛି…

ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କୃତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଦୁର୍ନୀତି ବିରୁଦ୍ଧରେ କଡା ଆଭିମୁଖ୍ୟ ଜାରି ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯାଜପୁର ଜିଲ୍ଲା ମଧୁବନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ପୂର୍ବତନ ମେଡିକାଲ ଅଫିସର ଡାକ୍ତର କରୁଣାକର ରାଉତଙ୍କୁ ଚାକିରିରୁ ବହିଷ୍କାର କରିଛନ୍ତି । ଡାକ୍ତର ରାଉତ…

ଯାଞ୍ଚ ହେବ ଚାଷୀଙ୍କ e-KYC, ପଞ୍ଜିକରଣକୁ ସରଳୀକରଣ କଲେ ରାଜ୍ୟ ସରକାର

ଭୁବନେଶ୍ବର : ନକଲି ଚାଷୀ ଖୋଜିବେ ସରକାର । ଚାଷୀଙ୍କ ଇ-କେୱାଇସି ଯାଞ୍ଚ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି । ଚଳିତ ଥର ଖରିଫ ଧାନ ବିକିବାକୁ ପଞ୍ଜିକରଣ ବେଳେ ଚାଷୀ…

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଲେ ଦିଲୀପ ରାୟ

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲୀପ ରାୟଙ୍କ ବିରୋଧରେ ମିଥ୍ୟା ସତ୍ୟପାଠ ମାମଲାରେ କୋର୍ଟରେ ଶୁଣାଣି ହେବା ପୂର୍ବରୁ ସେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଭେଟିଛନ୍ତି। ସୂଚନା ଅନୁସାରେ, ସେ ସକାଳେ ଭୁବନେଶ୍ୱରସ୍ଥିତ ତାଙ୍କ…

ଯାତ୍ରା ମଞ୍ଚରେ ସାପ ଖେଳ, ବନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ

ଯାଜପୁର : ଯାତ୍ରା ମଞ୍ଚରେ ସାପ ଖେଳ। ତୁଳସୀ ଗଣନାଟ୍ୟ ମଞ୍ଚରେ ଦେଖିବାକୁ ମିଳିବ ଅଜଗର ସାପ । ଏକ ନାଟକରେ ମଞ୍ଚରେ ସାପକୁ ଧରି କଳାକାର ଅଭିନୟ କରୁଥିବାର ଦୃଶ୍ୟ ଏବେ ସାମ୍ନାକୁ ଆସିଛି। ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ନିକଟ…

NCERT ପାଠ୍ୟପୁସ୍ତକରୁ ପାଇକ ବିଦ୍ରୋହ ବାଦ ପ୍ରସଙ୍ଗ, ଉଦବେଗ ପ୍ରକାଶ କଲେ ବିରୋଧୀ ଦଳ ନେତା ନବୀନ

ଭୁବନେଶ୍ୱର : NCERT ଅଷ୍ଟମ ଶ୍ରେଣୀ ନୂଆ ସାମାଜିକ ବିଜ୍ଞାନ ପାଠ୍ୟପୁସ୍ତକ Exploring Society: India and Beyond”ରୁ ଓଡ଼ିଶାର ଐତିହାସିକ ପାଇକ ବିଦ୍ରୋହକୁ ବାଦ ଦେଇଛି । ପାଇକ ବିଦ୍ରୋହ ବିଷୟ ହଟିବା ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ…

ସବୁ ଗ୍ରାମ ପଞ୍ଚାୟତରେ ହେବ ଆୟୁଷମାନ ଆରୋଗ୍ୟ ମନ୍ଦିର

ଭୁବନେଶ୍ବର: ତଳ ସ୍ତରରେ କିଭଳି ସ୍ବାସ୍ଥ୍ୟ ସେବା ପହଞ୍ଚିବ । ସେଥିପାଇଁ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି । କଟକ ଏସସିବି ଓ ଭୁବନେଶ୍ବର କ୍ୟାପିଟାଲ ହସ୍ପପିଟାଲ ଭଳି ବଡ଼ ଡାକ୍ତରଖାନାଗୁଡ଼ିକରୁ ଚାପ କମାଇବା ପାଇଁ ସ୍ୱାସ୍ଥ୍ୟ ବିଭାଗ ବଡ…

ଖୁବଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି, ବଢିବ ରାଜସ୍ୱ : ମନ୍ତ୍ରୀ ବିଭୂତି ଭୂଷଣ ଜେନା

ଭୁବନେଶ୍ୱର : ଖୁବ୍‌ଶୀଘ୍ର ନିଲାମ ହେବ ରାଜ୍ୟର ୨୨ଟି ଖଣି । ଖଣି ନିଲାମ ଦ୍ୱାରା ରାଜସ୍ୱ ବଢିବ ବୋଲି ଇସ୍ପାତ ଏବଂ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ପ୍ରତିକ୍ରିୟା ରଖିଛନ୍ତି । ମନ୍ତ୍ରୀଙ୍କ କହିବା ଅନୁଯାୟୀ, ପୂର୍ବ ସରକାର…

କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା

କୋରାପୁଟ: କୋଟିଆକୁ ଖୁବ ଶୀଘ୍ର ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ବସ୍‌ ସେବା। ସୂଚନା ଦେଲେ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। କୋଟିଆ ଉପରେ ଆନ୍ଧ୍ର ଆଖି ପକାଇଛି, ପ୍ରତିହତ ପାଇଁ ସରକାର କାମ କରୁଛନ୍ତି। ଏଠାରେ ଖଣି ଖାଦାନ ଭରି…

ଯୁବତୀଙ୍କ ସହ ଦୁର୍ବ୍ୟବହାର ଅଭିଯୋଗରେ ଧରାପଡ଼ିଲେ ୨ ଯୁବକ

ପୁରୀ : ସମଙ୍ଗ ପାର୍କିଂରେ ଉତ୍ପାତ । ଧରାପଡ଼ିଲେ ୨ ଯୁବକ , ଖସିଗଲେ ଅନ୍ୟ ୪ ଜଣ ଯୁବକ । ସୋମବାର ରାତିରେ ୩ ଜଣ ଯୁବତୀ ଶ୍ରୀମନ୍ଦିରରୁ ଦର୍ଶନ ସାରି ସମଙ୍ଗ ପାର୍କିଂ ରାସ୍ତାରୁ କଣ୍ଠପୁର ଗାଁକୁ ଯିବା…