ଜଗତସିଂହପୁର ଗଣଦୁଷ୍କର୍ମ: କଟକରୁ ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ
ଜଗତସିଂହପୁର: ଜଗତସିଂହପୁରରେ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ୍ । କଟକରୁ ଅଭିଯୁକ୍ତକୁ ଗିରଫ କରିଥିବା ନେଇ ସୂଚନା ଦେଇଛନ୍ତି ପୋଲିସ୍ । ଏବେ ବି ଅନ୍ୟ ଜଣେ ଅଭିଯୁକ୍ତ ଫେରାର ରହିଛନ୍ତି । ଦ୍ବିତୀୟ ଅଭିଯୁକ୍ତକୁ…