State

ବଳତ୍କାର ଅଭିଯୋଗରେ ଉଦିତ ପ୍ରଧାନ ଗିରଫ, ଛାତ୍ର କଂଗ୍ରେସ ସଭାପତି ପଦରୁ ନିଲମ୍ବିତ

ଭୁବନେଶ୍ୱର : ବଳତ୍କାର ଅଭିଯୋଗରେ ଛାତ୍ର କଂଗ୍ରେସ ସଭାପତି ଉଦିତ ପ୍ରଧାନ ଗିରଫ । ତାଙ୍କୁ ମଞ୍ଚେଶ୍ୱର ପୋଲିସ ଗତକାଲି ରାତିରେ ଗିରଫ କରିଛି । ଜଣେ ୧୯ ବର୍ଷୀୟା ଛାତ୍ରୀଙ୍କୁ ମୃଦୁ ପାନୀୟରେ ନିଶା ଦେଇ ବଳତ୍କାର କରିଥିବା ଅଭିଯୋଗରେ…

ଫକୀର ମୋହନ କଲେଜରେ କ୍ରାଇମବ୍ରାଞ୍ଚ ଡିଜି, ଚାଲିଛି ପଚରାଉଚରା

ବାଲେଶ୍ୱର : ଫକୀର ମୋହନ ସ୍ଵୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମାହୁତି ଘଟଣାରେ କ୍ରାଇମବ୍ରାଞ୍ଚର ତନାଘନା । ଆଜି କ୍ରାଇମବ୍ରାଞ୍ଚ ଡି ଜି ବିନୟତୋଶ ମିଶ୍ର ବାଲେଶ୍ଵରରେ ପହଞ୍ଚି ତଦନ୍ତ ଦାୟିତ୍ୱରେ ଥିବା ଅଧକାରୀଙ୍କ ସହ ଘଟଣା ସମ୍ପର୍କରେ ସମୀକ୍ଷା କରିଥିଲେ ।…

ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା; ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ !

ରାଜ୍ୟରେ ଆହୁରି ୫ ଦିନ ଯାଏଁ ବର୍ଷା ସମ୍ଭାବନା। ଆଜି ପାଇଁ ରାଜ୍ୟର ୨୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ। ଉପକୂଳବର୍ତ୍ତି ୯ ଜିଲ୍ଲାକୁ ଛାଡିଦେଲେ ବାକି ସବୁ ଜିଲ୍ଲାକୁ ବର୍ଷା ୱାର୍ଣ୍ଣିଂ ରହିଛି। ବିଶେଷ କରି ଉତ୍ତର ଏବଂ…

ବଳଙ୍ଗା ଛାତ୍ରୀ ପୋଡ଼ି ଘଟଣାର ତଦନ୍ତ ପାଇଁ ଘଟଣାସ୍ଥଳରେ ପୋଲିସ ଡିଜି

ବଳଙ୍ଗା : ପୁରୀ ବଳଙ୍ଗା ବାୟାବରରେ ଛାତ୍ରୀ ପୋଡ଼ି ଘଟଣାର ତଦନ୍ତ ପାଇଁ ଘଟଣାସ୍ଥଳରେ ପହଞ୍ଚିଛନ୍ତି ପୋଲିସ ଡିଜି ୱାଇ.ବି ଖୁରାନିଆ । ଘଟଣାର ୩୬ ଘଣ୍ଟା ପରେ ନା ଅଭିଯୁକ୍ତ ଗିରଫ ହୋଇଛନ୍ତି ନା ଚିହ୍ନଟ ହୋଇଛନ୍ତି । ଆଜି…

ସୁନାବେଡା ଦୁର୍ଘଟଣାରେ ୩ ମୃତ, ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗତକାଲି ବିଳମ୍ବିତ ରାତିରେ କୋରାପୁଟ ଜିଲ୍ଲା ୨୬ ନମ୍ବର ଜାତୀୟ ରାଜପଥର ସୁନାବେଡା ଟ୍ରାଫିକ ଛକ ଟିଟିଏସ୍ ନିକଟରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସଫାରୀ ଗାଡ଼ି ସହ ସେଲେରିଓ ଗାଡ଼ି ମୁହାମୁହି…

ବଳଙ୍ଗା ଥାନା ଘେରିଲେ ବିଜେଡି କର୍ମୀ, ଆନ୍ଦୋଳନ ବେଳେ ପୋଲିସ ସହ ଧସ୍ତାଧସ୍ତି

ପୁରୀ : ବଳଙ୍ଗାରେ ବିଜେଡିର ବିକ୍ଷୋଭ । ବଳଙ୍ଗା ଥାନା ଘେରିଲେ ବିଜେଡି କର୍ମୀ । ଛାତ୍ରୀଙ୍କୁ ଜିଅନ୍ତା ଜାଳି ହତ୍ୟା ଉଦ୍ୟମ ମାମଲାରେ ବଳଙ୍ଗା ଥାନା ଘେରିଲା ବିଜେଡି । ଆନ୍ଦୋଳନ ବେଳେ ପୋଲିସ ସହ ବିଜେଡି କର୍ମୀଙ୍କ ଠେଲାପେଲା,…

ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ଦାବିରେ ଏସପିଙ୍କ କାର୍ଯ୍ୟାଳୟ ଘେରିଲା ଯୁବ କଂଗ୍ରେସ

ପୁରୀ: ପୁରୀ ଏସପିଙ୍କ କାର୍ଯ୍ୟାଳୟ ଘେରିଲା ଯୁବ କଂଗ୍ରେସ । ପିସିସିର ସାଧାରଣ ସମ୍ପାଦକ ୟାସିର ନବାଜଙ୍କ ନେତୃତ୍ୱରେ ଶତାଧିକ ଯୁବ କଂଗ୍ରେସ କର୍ମୀ ଏସପିଙ୍କ କାର୍ଯ୍ୟାଳୟ ଘେରାଉ ସହ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଏଥିସହ ଆଇନମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଓ…

OTET ପରୀକ୍ଷା ବନ୍ଦ ପରେ ନିରାଶ ହେଲେ ପରୀକ୍ଷାର୍ଥୀ

ରାତି ଅଧିଆ ବନ୍ଦ ହେଲା ଓଟିଇଟି ପରୀକ୍ଷା । ନିରାଶ ହେଲେ ପରୀକ୍ଷାର୍ଥୀ । ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ସାରା ରାଜ୍ୟରେ ଆଜି ଅନୁଷ୍ଠିତ ହେବାର ଥିଲା ଏହି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟରେ କାର୍ଯ୍ୟରତ…

ୟୁ.ଏଲ୍.ବି. ଗୁଡ଼ିକରେ ବିଚାରାଧୀନ ଅଭିଯୋଗଗୁଡ଼ିକର ସମାଧାନ ପାଇଁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ

ଭୁବନେଶ୍ବର: ନାଗରିକ-କୈନ୍ଦ୍ରିକ ସହରାଞ୍ଚଳ ଶାସନକୁ ସୁଦୃଢ଼ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ରାଜ୍ୟର ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି) ଗୁଡ଼ିକରେ ସମସ୍ତ ବିଚାରାଧୀନ ଅଭିଯୋଗର ସମାଧାନ ପାଇଁ ଏକ “ଉତ୍ସର୍ଗୀକୃତ ସ୍ୱତନ୍ତ୍ର ଅଭିଯାନ”…

ICC ରିପୋର୍ଟରେ ନାହିଁ ତାଳମେଳ, ସନ୍ଦେହ ଘେରରେ ସଦସ୍ୟ !

ବାଲେଶ୍ୱର : ICC ରିପୋର୍ଟ କଣ ଏମିତି ଥିଲା ଯେ ଛାତ୍ରୀ ସପକ୍ଷରେ ଯାଇନଥିଲା । କାହିଁକି ଛାତ୍ରୀ ଜଣକ ଆତ୍ମାହୁତି ଦେଇଦେଲେ କଲେଜ୍ ରୁ ନ୍ୟାୟ ନପାଇ । ଗୋଟିଏ ପଟେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ଭାର ନେଇଥିବା ବେଳେ…