State

ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା, ଶିକ୍ଷାନୁଷ୍ଠାନରେ ଛାତ୍ରୀଙ୍କ ସୁରକ୍ଷା ପାଇଁ ‘ଶକ୍ତିଶ୍ରୀ’ କାର୍ଯ୍ୟକ୍ରମ

ଭୁବନେଶ୍ବର: ଗୋଟିଏ ସପ୍ତାହ ମଧ୍ୟରେ ରାଜ୍ୟରେ ଦୁଇଟି ସମ୍ବେଦନଶୀଳ ଘଟଣା ଘଟିଲା ପରେ ରାଜ୍ୟ ସରକାର ସତର୍କ ହୋଇଛନ୍ତି। ମହିଳା ଓ ଛାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ବ ଦେବା ପାଇଁ ନୂଆ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ରାଜ୍ୟ ସରକାର ଖୁବ ଶୀଘ୍ର…

ବଳଙ୍ଗା ନାବାଳିକାକୁ ନିଆଁ ଲଗାଇବା ମାମଲା: ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କଲେ ପୀଡ଼ିତାଙ୍କ ମା’

ଭୁବନେଶ୍ବର: ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳରେ ନାବାଳିକାଙ୍କ ଦେହରେ ନିଆଁ ଲଗାଇବା ମାମଲାରେ ପୀଡିତାଙ୍କ ମା’ ମୁହଁ ଖୋଲିଛନ୍ତି। ଆଜି ଅପରାହ୍‌ଣରେ ପୀଡ଼ିତାଙ୍କ ମା’ ବଳଙ୍ଗା ଥାନାରେ ଏତଲା ଦେଇଛନ୍ତି। ପୀଡ଼ିତାଙ୍କ ମା’ଙ୍କ ଏତଲା କ୍ରମେ ପୁଲିସ ମାମଲା ରୁଜୁ କରିଛି। ଅଭିଯୋଗରେ…

ଆସୁଛି ବଡ଼ ବର୍ଷା, ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଭୁବନେଶ୍ୱର : ପୁଣି ଭିଜିବ ଓଡିଶା। ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବ ।…

ଏଫଏମ ଛାତ୍ରୀ ମୃତ୍ୟୁ ମାମଲା: ତରବରିଆ ଭାବେ ପ୍ରସ୍ତୁତ ହୋଇଥିଲା ଆଇସିସି ରିପୋର୍ଟ

ବାଲେଶ୍ବର: ଫୋକିର ମୋହନ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଆଇସିସି ରିପୋର୍ଟ ସତ। ରିପୋର୍ଟରେ ବିସ୍ଫୋରକ ବୟାନ ଦେଇଛନ୍ତି ଆଇସିସି ସଦସ୍ୟ। ସମୟ ସ୍ବଳ୍ପତା ଭିତରେ ତରବରିଆ ଭାବେ ପ୍ରସ୍ତୁତ ହୋଇତିଲା ICC ରିପୋର୍ଟ। ଯେଉଁମାନେ କମିଟିରେ ଥିଲା…

ନାବାଳିକାଙ୍କୁ ଜାଳିଦେବା ଘଟଣା, ଶରୀର ପ୍ରାୟ ୭୦ ପ୍ରତିଶତ ଜଳିଯାଇଥିବା ଏମସ ପକ୍ଷରୁ ସୂଚନା

ପିପିଲି : ବଳଙ୍ଗା ବାୟାବର ଅଞ୍ଚଳରେ ନାବାଳିକାଙ୍କୁ ଜାଳିଦେବା ଘଟଣାରେ ଗୁରୁତର ଛାତ୍ରୀଙ୍କୁ ଭୁବନେଶ୍ୱର ଏମସକୁ ସ୍ଥାନାନ୍ତର କରାଯାଇଛି। ନାବାଳିକାଙ୍କ ଶରୀର ପ୍ରାୟ ୭୦ ପ୍ରତିଶତ ଜଳିଯାଇଥିବା ଏମସ ପକ୍ଷରୁ ସୂଚନା । ଏମସ ବର୍ଣ୍ଣ ୟୁନିଟରେ ନାବାଳିକାଙ୍କ ଚିକିତ୍ସା ଜାରି…

‘ବଳଙ୍ଗା ପୀଡ଼ିତାଙ୍କ ଚିକିତ୍ସାରେ ନିୟୋଜିତ ଅଛନ୍ତି ୧୪ ଜଣିଆ ଟିମ୍’

ଭୁବନେଶ୍ବର: ଦେହରେ ନିଆଁ ଲାଗି ଏମ୍ସରେ ଭର୍ତ୍ତି ହୋଇଥିବା ପୁରୀଜିଲ୍ଲା ବଳଙ୍ଗା ଅଞ୍ଚଳର ନାବାଳିକାଙ୍କ ଚିକିତ୍ସାରେ ୧୪ ଜଣିଆ ଡାକ୍ତରୀ ଟିମ୍‌ ନିୟୋଜିତ ଅଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବର ଏମ୍ସରେ ଭର୍ତ୍ତି କରାଯାଇଛି। ନାବାଳିକା ଜଣକ ପ୍ରାୟ ୭୦ ପ୍ରତିଶତ…

ଘରେ ପଶିଛି ବନ୍ୟାପାଣି, ନିଦ ହଜେଇଛନ୍ତି କୁମ୍ଭୀର ପଲ

କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଜିଲ୍ଲାରେ ବନ୍ୟା ଏବେ ଲୋକଙ୍କ ଜୀବନ ଦୁର୍ବିସହ କରିଛି । ବ୍ରାହ୍ମଣୀ ନଦୀ ଉଛୁଳି ପାଣି ଗାଁ ଭିତରକୁ ପ୍ରବେଶ କରିଛି, ଯାହା ପଟ୍ଟାମୁଣ୍ଡାଇ ବ୍ଲକ ଏବଂ ଚୌଡାକୁଲତ ଅଞ୍ଚଳର ଅନେକ ଗାଁକୁ ବୁଡ଼ାଇ ଦେଇଛି । ହେଲେ…

ନାବାଳିକାଙ୍କୁ ଜାଳିଦେବା ଘଟଣା, ସରକାରୀ ଉଦାସୀନତାର ପ୍ରମାଣ : ନବୀନ ପଟ୍ଟନାୟକ

ଭୁବନେଶ୍ୱର : ବଳଙ୍ଗା ବାୟାବରରେ ନାବାଳିକାଙ୍କୁ ଜାଳିଦେବା ଘଟଣାକୁ କଡ଼ା ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏଭଳି ଘଟଣା ଅତ୍ୟନ୍ତ ଉଦବେଗଜନକ ଓ ନିନ୍ଦନୀୟ । ଦିନ ଦିପହରରେ ହତ୍ୟା ଉଦ୍ୟମ ଘଟିଲା । FM…

ଏଫଏମ୍ କଲେଜ ଛାତ୍ରୀ ମୃତ୍ୟୁ ମାମଲା: ପେଟ୍ରୋଲ ପମ୍ପରୁ ମିଳିଲା ବଡ଼ ପ୍ରମାଣ

ବାଲେଶ୍ୱର: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ମାମଲାର ତନାଘନା କରୁଥିବା କ୍ରାଇମବ୍ରାଞ୍ଚ ଟିମକୁ ମିଳିଛି ନୂଆ ସୁରାକ୍। ଘଟଣା ଦିନ ପେଟ୍ରୋଲ କେଉଁଠୁ ଆସିଲା, ଏବଂ କିଏ ଆଣିଲା, ସେ ନେଇ କିଛି ସୁରାକ୍ ମିଳିଥିବା କୁହାଯାଉଛି। ଗତ ୧୨…

ନାବାଳିକାକୁ ନିଆଁ ଲଗାଇଦେବା ଘଟଣା, ଦୋଷୀଙ୍କୁ ତୁରନ୍ତ ଗିରଫ ନିର୍ଦ୍ଦେଶ ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର : ପୁରୀ ଜିଲ୍ଲା ନିମାପଡ଼ା ବଳଙ୍ଗା ବାଇଆ ବରର ଜଣେ ଯୁକ୍ତ-୨ ଛାତ୍ରୀଙ୍କ ଦେହରେ ନିଆଁ ଲଗାଇଦେବା ଘଟଣାରେ ଦୋଷୀଙ୍କ ବିରୁଦ୍ଧରେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି । ଦୋଷୀଙ୍କୁ ତୁରନ୍ତ ଗିରଫ କରିବାକୁ ପୋଲିସକୁ…