State

ବାଲେଶ୍ୱର ଛାତ୍ରୀ ମୃତ୍ୟୁ ପରେ ସମ୍ବଲପୁରରେ କାର୍ଯ୍ୟାନୁଷ୍ଠାନ: ପ୍ରଫେସର ଗିରଫ, ଶିକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନବାଚୀ

ସମ୍ବଲପୁର: ବାଲେଶ୍ୱର ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟଶ୍ରୀ ବିଶିଙ୍କ ଆତ୍ମାହୁତି ଓ ପରବର୍ତ୍ତୀ ମୃତ୍ୟୁକୁ ନେଇ ସାରା ରାଜ୍ୟରେ ଉତ୍ତେଜନା ଲାଗିରହିଥିବା ବେଳେ, ସମ୍ବଲପୁରର ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟରୁ ଆସିଛି ଆଉ ଏକ ଚାଞ୍ଚଲ୍ୟକର ଖବର। ଜଣେ ଇଣ୍ଟିଗ୍ରେଟେଡ୍…

ବାଲେଶ୍ବର ଏଫଏମ ଛାତ୍ରୀ ମୃତ୍ୟୁ ମାମଲା; କ୍ରାଇମବ୍ରାଞ୍ଚକୁ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶା ପୋଲିସର କ୍ରାଇମବ୍ରାଞ୍ଚ (ସିବି) ଫକୀର ମୋହନ (ସ୍ୱୟଂଚାଳିତ) କଲେଜ ଛାତ୍ରୀଙ୍କ ମୃତ୍ୟୁ ମାମଲାର ତଦନ୍ତ ଦାୟିତ୍ୱ ହାତକୁ ନେବ। ପୋଲିସ ମହାନିର୍ଦ୍ଦେଶକ (ସିଆଇଡି-ସିବି) ବିନୟତୋଷ ମିଶ୍ର ସହଦେବଖୁଣ୍ଟା ପୋଲିସ ଠାରୁ ତଦନ୍ତ ଦାୟିତ୍ୱ ନେବା ପାଇଁ CAW&CW ଡେପୁଟି…

ଆସନ୍ତାକାଲି ରାଜ୍ୟରେ ବନ୍ଦ ରହିବ ସମସ୍ତ ପେଟ୍ରୋଲ ପମ୍ପ୍‌

ଭୁବନେଶ୍ବର: ରାଜ୍ୟରେ ଆସନ୍ତାକାଲି କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ ବୋଲି ପେଟ୍ରୋଲ ଡିଲର ସଂଘ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଛି। ସୁରକ୍ଷା ଦୃଷ୍ଟିରୁ ସକାଳ ୬ରୁ ଅପରାହ୍‌ଣ ୪ଟା…

ଶରଧାବାଲି ଦଳାଚକଟାରେ ୩ ଜଣଙ୍କ ମୃତ୍ୟୁ ଘଟଣା : ଚତୁର୍ଥ ପର୍ଯ୍ୟାୟରେ ୪୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ

ପୁରୀ : ରଥଯାତ୍ରା ସମୟରେ ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ ଘଟିଥିବା ଦଳାଚକଟା ଘଟଣାରେ ୩ ଜଣଙ୍କ ମୃତ୍ୟୁ ପରେ ଏହାକୁ ନେଇ ତଦନ୍ତ ଜାରି ରହିଛି । ଦଳାଚକଟା ଘଟଣାରେ ପୁରୀ ସର୍କିଟ ହାଉସ ଠାରେ ଚତୁର୍ଥ ପର୍ଯ୍ୟାୟ ସାକ୍ଷ୍ୟ…

ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ: ସଫଳ ରୂପରେ କାର୍ଯ୍ୟାନ୍ବିତ ପାଇଁ ଆଲୋଚନା

ଭୁବନେଶ୍ବର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ବୁଧବାର ଦିନ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ସମ୍ପର୍କିତ ଅନ୍ତଃ ମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ‘ମେଟ୍ରୋ ରେଳ ପ୍ରକଳ୍ପ’ ଗମନାଗମନ…

ଆନ୍ଦୋଳନ ବେଳେ କୌଣସି ରବର ବୁଲେଟ ଫାୟାର ହୋଇନି : ପୋଲିସ କମିଶନର

ଭୁବନେଶ୍ୱର: ବିଜେଡିର ବିକ୍ଷୋଭକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର । ସେ କହିଛନ୍ତି, ୪୦ ପ୍ଲାଟୁନ ପୋଲିସ ମୁତୟନ କରାଯାଇଥିଲା। ଡ୍ରୋନ ଓ ଏଆଇ କ୍ୟାମେରା ବ୍ୟବହାର ହୋଇଥିଲା। ଆନ୍ଦୋଳନକାରୀଙ୍କ ଉପରେ ପୋଲିସ ପକ୍ଷରୁ କମ ବଳ ପ୍ରୟୋଗ କରାଯାଇଛି।…

୨୦୨୫-୨୬ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ; ଜୁଲାଇ ୧୭ରୁ ଅଗଷ୍ଟ ୧୫ ଯାଏଁ ପଞ୍ଜିକରଣ

ଭୁବନେଶ୍ୱର: ରାଜ୍ୟର ବରିଷ୍ଠ ନାଗରିକମାନଙ୍କୁ ତୀର୍ଥଯାତ୍ରାର ସୁଯୋଗ ଦେବା ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ୨୦୨୫ -୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଆଜି ଭୁବନେଶ୍ୱରସ୍ଥିତ ପାନ୍ଥନିବାସର ଅଡିଟରିୟମରେ ଆୟୋଜିତ ଏକ…

ବାଲେଶ୍ୱର ଏଫ .ଏମ ଛାତ୍ରୀ ପ୍ରସଙ୍ଗରେ ବିରୋଧୀଙ୍କୁ କଡ଼ା ସମାଲୋଚନା କରିଛନ୍ତି ଆଇନ ମନ୍ତ୍ରୀ

ଭୁବନେଶ୍ୱର : ସରକାର ତୁରନ୍ତ ପଦକ୍ଷେପ ନେଇଛନ୍ତି । ଆଗରୁ ଆହୁରି କଠୋରରୁ କଠୋର ନିଷ୍ପତ୍ତି ନିଆଯିବ । ଘଟଣାରେ ସାମାନ୍ୟତମ ସଂଶ୍ଲିଷ୍ଟ ଥିବା ସମସ୍ତେ ତଦନ୍ତ ପରିସରଭୁକ୍ତ ହେବେ । ଭବିଷ୍ୟତରେ ଏଭଳି ଘଟଣା ଯେପରି ନ ଘଟେ, ସେ…

ବଜ୍ରାଘାତରେ ଚାଲିଗଲା ଶାଶୂ ଓ ବୋହୂଙ୍କ ଜୀବନ

କେନ୍ଦୁଝର:କେନ୍ଦୁଝରର ତେଲକୋଇ ଥାନା ବିଞ୍ଜିବାହାଳ ଗାଁରେ ବଜ୍ରାଘାତ । ବଜ୍ରାଘାତରେ ୨ ମହିଳାଙ୍କ ମୃତ୍ୟୁ । ବିଞ୍ଜିବାହାଳ ଗାଁରେ ବଜ୍ରାଘାତରେ ମୃତ୍ୟୁ ହୋଇଥିବା ଦୁଇ ମହିଳା ସଂପର୍କରେ ଶାଶୂ ଓ ବୋହୂ ବୋଲି ଜଣାପଡିଛି । ମୃତକ ହେଲେ ଟେଣ୍ଟ ନାଏକଙ୍କ…

ଓଡ଼ିଶା ବନ୍ଦ ଡାକରାକୁ ନେଇ ଟ୍ବିନ୍‌ ସିଟିରେ କଡ଼ା ସୁରକ୍ଷା, କଂଗ୍ରେସ କର୍ମୀଙ୍କୁ ଜଗିବ ଏଆଇ ଓ ଡ୍ରୋନ୍‌

ଭୁବନେଶ୍ୱର: କଂଗ୍ରେସର ଓଡ଼ିଶା ବନ୍ଦ ଡାକରାକୁ ନେଇ ଟ୍ବିନ୍‌ ସିଟିରେ କଡ଼ା ସୁରକ୍ଷା। ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ନଜର ରଖିବ ଏଆଇ କ୍ୟାମେରା ଓ ଡ୍ରୋନ୍‌। ଆଇନ୍ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନର ଚେତାବନୀ ଦେଲେ ପୋଲିସ କମିଶନର। ଲୋକସେବା ଭବନ, ବିଧାନସଭା,…