State

ରାହୁଲ ଗାନ୍ଧୀ ‘ଚାଲି ନ ଜାଣି ବାଟର ଦୋଷ’ ଭଳି କଥା କହୁଛନ୍ତି : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାରେ କଂଗ୍ରେସର କୌଣସି ଅସ୍ତିତ୍ୱ ନାହିଁ। ଗରିବ ଲୋକଙ୍କ ହକ୍ ଏବଂ ଜନଜାତିଙ୍କ ଜମି ସେବେ ପର୍ଯ୍ୟନ୍ତ ସୁରକ୍ଷିତ, ଯେଉଁ ପର୍ଯ୍ୟନ୍ତ କଂଗ୍ରେସ କ୍ଷମତାକୁ ଆସିନାହିଁ। ରାହୁଲ ଗାନ୍ଧୀ ‘ଚାଲି ନ ଜାଣି ବାଟର ଦୋଷ’ ଭଳି କଥା କହୁଛନ୍ତି…

ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ: ଖଡଗେ

ଭୁବନେଶ୍ବର: ଭୁବନେଶ୍ବର ବରମୁଣ୍ଡା ପଡିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ କଂଗ୍ରେସ ସଭାପତି ମଲିକାର୍ଜୁନ ଖଡଗେଙ୍କ ସମ୍ବୋଧନ । ଓଡ଼ିଶାରେ ଯାହା ବି କିଛି ପ୍ରତିଷ୍ଠା ହୋଇଛି କଂଗ୍ରେସ ପାଇଁ । ଭୁବନେଶ୍ୱରରେ ଏମ୍ସ ଓ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଫିଜିକ୍ସ କଂଗ୍ରେସ…

୮ ମହିଳା କ୍ୟାଡରଙ୍କ ସମେତ ୨୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ସୀମାନ୍ତ ଛତିଶଗଡର ନାରାୟଣପୁର ପୁଲିସକୁ ମିଳିଛି ବଡ ସଫଳତା। ଏସିପିଙ୍କ ସମ୍ମୁଖରେ ୨୨ ଜଣ ନକ୍ସଲ ଆତ୍ସମର୍ପଣ କରିଛନ୍ତି। ସମସ୍ତ ନକ୍ସଲ ଆବୁଝମାଡ ଅଂଚଳରେ ସକ୍ରିୟ ଥିଲେ। ଏମାନଙ୍କ ମଧ୍ୟରେ ୮ ଜଣ ମହିଳା ରହିଛନ୍ତି। ଆତ୍ମସମର୍ପଣ କରିଥିବା ନକ୍ସଲମାନଙ୍କ…

‘ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ, ସରକାର ନୀରବଦ୍ରଷ୍ଟା’

ଭୁବନେଶ୍ବର: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମ୍ବିଧାନ ବଞ୍ଚାଅ ସମାବେଶରେ ବରମୁଣ୍ଡା ମଞ୍ଚରୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ତୀବ୍ର ଆକ୍ରମଣ କରିଛନ୍ତି । ସେ ଅଭିଯୋଗ କରିଛନ୍ତି ଯେ, ଓଡ଼ିଶାରେ ୪୦ ହଜାରରୁ ଅଧିକ ମହିଳା ଗାଏବ ହୋଇଯାଇଛନ୍ତି…

ରାହୁଲ ଗାନ୍ଧୀ ଅନେକ ଅବାନ୍ତର କଥା କୁହନ୍ତି: ଆଇନ୍‌ ମନ୍ତ୍ରୀ

ଭୁବନେଶ୍ବର: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅନେକ ଅବାନ୍ତର କଥା କୁହନ୍ତି। ରଥଯାତ୍ରା ପ୍ରସଙ୍ଗରେ ରାହୁଲ ଯେଉଁ ମନ୍ତବ୍ୟ ରଖିଛନ୍ତି ତାହା ରାଜନୈତିକ ଉଦେଶ୍ୟ ପ୍ରଣୋଦିତ। ରଥ ସବୁ ବର୍ଷ ୨ ଦିନରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚି ଥାଏ।…

ଓଡ଼ିଶା ସରକାରଙ୍କୁ ରାହୁଲଙ୍କ ଟାର୍ଗେଟ୍; ‘ଗରିବ ଲୋକଙ୍କର ସମ୍ପତ୍ତି ଲୁଟୁଛନ୍ତି’

ଭୁବନେଶ୍ବର: କଂଗ୍ରେସ ନେତା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଓଡ଼ିଶାରେ ବିଜେପି ଉପରେ ଜୋରଦାର ବର୍ଷିଛନ୍ତି । ସେ କହିଛନ୍ତି, ଓଡ଼ିଶା ସରକାର କେବଳ ଗରିବଙ୍କୁ ଲୁଟୁଛନ୍ତି । ପ୍ରଥମେ ବିଜେଡି ଲୁଟୁଥିଲା, ଏବେ ବର୍ତ୍ତମାନର ସରକାର ଲୁଟୁଛି…

ରାହୁଲ ଗାନ୍ଧୀଙ୍କ ଭା‌ଷଣ ସରପଞ୍ଚ ନିର୍ବାଚନ ସଭା ଭଳି ଲାଗିଲା: ଜୟନାରାୟଣ

ଭୁବନେଶ୍ବର: ସ୍ଥାନୀୟ ବରମୁଣ୍ଡାରେ ଆୟାଜିତ କଂଗ୍ରେସର ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ସମାବେଶରେ ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗର୍ଜିଛନ୍ତି। ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ରାହୁଲ ଗାନ୍ଧୀ ଭା‌ଷଣ ମାଧ୍ୟମରେ ଟାର୍ଗେଟ କରିଥିବା ବେଳେ ସମ୍ବଲପୁର ବିଧାୟକ…

ହାଉସିଂ ସୋସାଇଟି କ୍ଷମତା ନେଇ ବିଡିଏର ଐତିହାସିକ ନିଷ୍ପତ୍ତି, ଫି ନଦେଲେ ବିଜୁଳି ଓ ପାଣି ସଂଯୋଗ ବିଛିନ୍ନ

ଭୁବନେଶ୍ୱର : ହାଉସିଂ ସୋସାଇଟି କ୍ଷମତା ନେଇ ବିଡିଏର ଐତିହାସିକ ନିଷ୍ପତ୍ତି । ବକେୟା ଫି ଆଦାୟ ପାଇଁ ଫ୍ଲାଟ ମାଲିକଙ୍କ ଘରକୁ ବିଜୁଳି ଓ ପାଣି ସଂଯୋଗକୁ ବିଛିନ୍ନ କରିପାରିବେ ଆପାର୍ଟମେଣ୍ଟ ସୋସାଇଟି । ଆବାସିକ ଆପାର୍ଟମେଣ୍ଟର ଘର ମାଲିକ…

ଆଦାନୀ ଓ ତାଙ୍କ ପରିବାର ପାଇଁ ରଥକୁ ରୋକାଗଲା : ରାହୁଲ

ଭୁବନେଶ୍ବର: ଆଜି କଂଗ୍ରେସ ପକ୍ଷରୁ ବରମୁଣ୍ଡା ପଡ଼ିଆରେ ଆୟୋଜିତ ‘ସମ୍ବିଧାନ ବଞ୍ଚାଅ ଦେଶ ବଞ୍ଚାଅ’ ମହାସମାବେଶରେ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଯୋଗଦେଇଛନ୍ତି । ରାଜ୍ୟରେ ବିଜେପି ସରକାର ଆସିବା ପରେ ଏହା ରାହୁଲଙ୍କ ପ୍ରଥମ ଓଡ଼ିଶା ଗସ୍ତ…

ମଝିଆ ଭାଇକୁ ହତ୍ୟା କଲା ବଡ଼ ଭାଇ, ଅଭିଯୋଗ ଆଣିଲେ ମୃତକଙ୍କ ପତ୍ନୀ

ବାଲେଶ୍ୱର: ପାରିବାରିକ ବିବାଦ ନେଲା ଉଗ୍ରରୂପ । ଭାଇ ଭାଇ ସମ୍ପର୍କରେ ଲାଗିଲା ରକ୍ତର ଛିଟା । ମଝିଆ ଭାଇକୁ ହତ୍ୟା କଲା ବଡ଼ ଭାଇ । ଅଭିଯୋଗ ଆଣିଲେ ମୃତକଙ୍କ ପତ୍ନୀ । ହଁ ଆଜ୍ଞା, ବାଲେଶ୍ୱର ଜିଲ୍ଲା ଭୋଗରାଇ…