State

ସୁନାବେଶରେ ଝଟକିଲେ ଅଟ୍ଟାଳି ଜଗନ୍ନାଥ

ଆଠଗଡ : ପବିତ୍ର ବଡ ଏକାଦଶୀ ତିଥିରେ ରଥାରୂଢ ଶ୍ରୀ ଅଟ୍ଟାଳି ଜଗନ୍ନାଥ ଏବଂ ଜଗନ୍ନାଥ ବଲ୍ଲଭ ମଠର ଚତୁର୍ଦ୍ଧା ମୂର୍ତ୍ତିଙ୍କର ସୁନାବେଶ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ଜଗନ୍ନାଥଙ୍କ ସୁନାବେଶ ଦେଖିବାକୁ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ଦେଖିବାକୁ ମିଳିଥିଲା ।…

ପୁଣି ତାରା ବାହିନୀପତିଙ୍କଙ୍କ ପତ୍ନୀଙ୍କୁ ମିଳିଲା ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ବଡ଼ ଦାୟିତ୍ୱ

ଭୁବନେଶ୍ୱର,୬।୭: ଅଖିଳ ଭାରତ କଂଗ୍ରେସ କମିଟି (AICC) ମିନାକ୍ଷୀ ବାହିନୀପତିଙ୍କୁ ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସର ସଭାନେତ୍ରୀ ଭାବେ ନିଯୁକ୍ତ କରିଛି। AICC ସଭାପତିଙ୍କ ଅନୁମୋଦନ ଅନୁସାରେ ଏହି ନିଯୁକ୍ତି ତୁରନ୍ତ କାର୍ଯ୍ୟକାରୀ ହୋଇଛି ବୋଲି ସୂଚନା ଜାରି କରାଯାଇଛି। ଏହା…

ଓଡ଼ିଶା ଭାଜପା ସଭାପତି ନିର୍ବାଚନ: ଭୋଟର ତାଲିକା ପ୍ରକାଶ

ଭୁବନେଶ୍ୱର,୬।୭: ଓଡ଼ିଶା ଭାରତୀୟ ଜନତା ପାର୍ଟି (ଭାଜପା) ରାଜ୍ୟ ସଭାପତି ଏବଂ ରାଷ୍ଟ୍ରୀୟ ପରିଷଦ ସଦସ୍ୟ ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହି ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି, ଯେଉଁଥିରେ ମୋଟ ୨୭୩ ଜଣ ଭୋଟରଙ୍କ…

ଦୋକାନ ଭିତରେ ପଶିଗଲା କାର୍‌: ଜଣେ ଗୁରୁତର

ଭଞ୍ଜନଗର: ଭଞ୍ଜନଗର ସହର ଉପକଣ୍ଠ ଲଣ୍ଡେଇ ସାହିରେ ରବିବାର ମଧ୍ୟାହ୍ନ ସମୟରେ ଏକ କାର୍ ଦ୍ରୁତଗତିରେ ଆସି ଦୋକନ ଭିତରେ ପଶିଯାଇଛି। ଦୁର୍ଘଟଣାର ପ୍ରକୃତ କାରଣ ଜଣାପଡି ନଥିବା ବେଳେ ଘଟଣାରେ ପରେ ଗାଡ଼ି ଚାଳକ ସମେତ କାର୍‌ରେ ଥିବା ଅନ୍ୟମାନେ…

ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦୁର୍ଲଭ ସୁନାବେଶ: ସୁବର୍ଣ୍ଣ ଶ୍ରୀରେ ଝଲସୁଛି ବଡ଼ଦାଣ୍ଡ, ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ

ପୁରୀ: ଆଷାଢ଼ ଶୁକ୍ଳ ଏକାଦଶୀର ପବିତ୍ର ଅବସରରେ ଶ୍ରୀକ୍ଷେତ୍ରର ବଡ଼ଦାଣ୍ଡ ଆଜି ଭକ୍ତି ଓ ଆଧ୍ୟାତ୍ମିକତାର ଏକ ମହାସାଗରରେ ପରିଣତ ହୋଇଛି। ରଥଯାତ୍ରାର ଅନ୍ୟତମ ମୁଖ୍ୟ ଆକର୍ଷଣ, ମହାପ୍ରଭୁଙ୍କ ଦୁର୍ଲଭ “ସୁନାବେଶ” ବା “ବଡ଼ ତଢ଼ାଉ ବେଶ” ଦେଖିବା ପାଇଁ ଲକ୍ଷ…

ଆମ ସରକାରରେ ଯିଏ ଦୋଷ କରିବ ଦଣ୍ଡ ନିଶ୍ଚିତ ପାଇବ: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଯାଜପୁର ବ୍ୟାସନଗର ପୌରପାଳିକାରେ ସପ୍ତାହେ ତଳେ ନିର୍ବାହୀ ଅଧିକାରୀ (ଓଆର୍‌ଏସ୍‌)ଙ୍କୁ ତାଙ୍କ କାର୍ଯ୍ୟାଳୟରେ ବନ୍ଦ କରି ୮ ଘଣ୍ଟା ଧରି ଅଟକ ରଖିଥିଲେ ବିଜେଡି ନେତା। ଆଉ ବ୍ୟାସନଗର ପ୍ରସଙ୍ଗରେ ଆଇନ ମନ୍ତ୍ରୀ କହିଛନ୍ତି ଯେ ଆମ ସରକାରରେ ଯିଏ…

ଟ୍ରାଫିକ ପୋଲିସ ସାଜିଲେ ସିଦ୍ଧାନ୍ତ ମହାପାତ୍ର

ଭୁବନେଶ୍ୱର,୬ା୭: ରାଜଧାନୀ ଭୁବନେଶ୍ୱରର ଇନଫୋସିଟି ଅଞ୍ଚଳରେ ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ନେତୃତ୍ୱରେ ଏକ ହେଲମେଟ ସଚେତନତା ଅଭିଯାନ ଆୟୋଜିତ ହୋଇଯାଇଛି। ଏହି ଅଭିଯାନରେ ବିଧାୟକ ମହାପାତ୍ର ଟ୍ରାଫିକ ପୋଲିସ ବେଶରେ ନିଜେ ଉପସ୍ଥିତ ରହି ଦୁଇ ଚକିଆ ଗାଡ଼ି ଚାଳକମାନଙ୍କୁ ହେଲମେଟ…

ଜଗନ୍ନାଥଙ୍କ ସପକ୍ଷରେ ଜୟ : ବହୁତ ଅଫିସରଙ୍କର ବିଜେଡ଼ି ହ୍ୟାଙ୍ଗଓଭର ଯାଉନାହିଁ

ଭୁବନେଶ୍ୱର: ବିଏମ୍‌ସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ହୋଇଥିବା ଆକ୍ରମଣ ମାମଲାରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ଉପରେ କାର୍ଯ୍ୟାନୁଷ୍ଠାନକୁ ନିନ୍ଦା କରିଛନ୍ତି ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର | ସେ କହିଛନ୍ତି ଯେ ଜଗନ୍ନାଥ ପ୍ରଧାନ କଣ କରିଥିଲେ? ଜଗନ୍ନାଥ…

ବିପୁଳ ପରିମାଣରେ ମଦ ଜବତ: ପୁଲିସକୁ ଚକ୍‌ମା ଦେଇ ଅଭିଯୁକ୍ତ ଫେରାର

ଭଦ୍ରକ: ଭଦ୍ରକ ସହରରେ ଏବେ ମଦ ଓ ଡ୍ରଗସ ମାଫିଆ ସକ୍ରିୟ ହୋଇଛନ୍ତି। କିଛି ମଦ ବେପାରୀ ଚୋରାରେ ଦେଶୀ ଓ ବିଦେଶୀ ମଦ ବିକ୍ରି କରୁଥିବାର ଭଦ୍ରକ ଏସପି ମନୋଜ ରାଉତଙ୍କ ନିକଟରେ ଅଭିଯୋଗ ହୋଇଛି। ଏସପିଙ୍କ ନିର୍ଦ୍ଦେଶ କ୍ରମେ…

ସିଂହଦ୍ଵାର ସମ୍ମୁଖରେ ତିନି ରଥ

ପୁରୀ: ମାଉସୀ ଘରେ ୯ ଦିନ ରହିବା ପରେ ଶ୍ରୀମନ୍ଦିର ଅଭିମୁଖେ ଯାତ୍ରା କରି ସିଂହଦ୍ଵାର ସମ୍ମୁଖରେ ପହଞ୍ଚିଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥ। ବଡ଼ ଭାଇ ବଳଭଦ୍ର, ଭଉଣୀ ସୁଭଦ୍ରାଙ୍କ ସହିତ ମହାପ୍ରଭୁ ନବଦିନାତ୍ମକ ଯାତ୍ରା ସାରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିଛନ୍ତି। ଶନିବାର…