State

ତେଲେଙ୍ଗାନା କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣା, ୪ ଓଡ଼ିଆ ମୃତ

ହାଇଦ୍ରାବାଦ\ଭୁବନେଶ୍ୱର: ତେଲେଙ୍ଗାନାର କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫୋରଣ ଘଟଣାରେ ୪ ଓଡ଼ିଆ ମୃତ। ୪ ଜଣ ଆହତ। ୪ ଓଡ଼ିଆଙ୍କ ମୃତଦେହ ଚିହ୍ନଟ ହୋଇଥିବା ସ୍ପଷ୍ଟ ହୋଇଛି। ୪ ମୃତକ ହେଲେ ଗଞ୍ଜାମ, କଟକ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର। ଏଯାଏଁ ବିସ୍ଫୋରଣ…

ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ: ଅଧିକାରୀ କହିଲେ- ଆଇନ ମୋତେ ନ୍ୟାୟ ଦେବ

ଭୁବନେଶ୍ବର: ମୋ ବିରୋଧରେ ସ୍ୱଚ୍ଛ ସାଥୀ ଆଣିଥିବା ଅଭିଯୋଗ ଭିତ୍ତିହୀନ। ଅଭିଯୋଗ ସମ୍ପୂର୍ଣ୍ଣ ମିଛ। ମୋତେ ଓ ମୋର ବ୍ୟକ୍ତିତ୍ଵକୁ ଲୋକ ଜାଣିଛନ୍ତି। ବହୁ ଲୋକ ମିଥ୍ୟା ଅଭିଯୋଗ ଆଣିବେ। କିନ୍ତୁ ଆଇନ ତା ବାଟରେ କାମ କରିବ। ଭୁବନେଶ୍ବର ମହାନଗର…

ପାଣିପାଗ: ଆହୁରି ୫ ଦିନ ଜାରି ରହିବ ବର୍ଷା, ଏସ୍‌ଆରସି ପକ୍ଷରୁ ପରାମର୍ଶ ଜାରି

ଭୁବନେଶ୍ୱର: ରାଜ୍ୟରେ କିଛି ଦିନ ହେଲା ବର୍ଷା ଜାରି ଅଛି। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ଏହା ଜାରି ରହିବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଏହି ସୂଚନା ଦିଆଯାଇଛି। ପାଣିପାଗ ବିଭାଗ ପକ୍ଷରୁ ବୁଧବାର ପାଇଁ…

ସମ୍ବିଧାନ ବଞ୍ଚାଅ ସମାବେଶ: ପ୍ରସ୍ତୁତି ଜାରି; ଓଡ଼ିଶା ଆସିବେ ରାହୁଲଙ୍କ ସହ ଖଡ୍‌ଗେ

ଭୁବନେଶ୍ବର: ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଓଡ଼ିଶା ଗସ୍ତସୂଚୀରେ ପରିବର୍ତ୍ତନ ହୋଇଛି। କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ଆସନ୍ତା ୯ ତାରିଖରେ ଓଡ଼ିଶା ଆସିବେ ନାହିଁ। ଓଡ଼ିଶାକୁ ତାଙ୍କର ଗସ୍ତ ଆସନ୍ତା ୧୧ ତାରିଖରେ ହେବ। ଓଡ଼ିଶା ପ୍ରଦେଶ…

ସମ୍ବଲପୁରୀ ଦିନ ପାଇଁ ପ୍ରସ୍ତୁତି ବୈଠକ, ୭ ଦିନ ହେବ କାର୍ଯ୍ୟକ୍ରମ

ସମ୍ବଲପୁର: ଅଗଷ୍ଟ ୧ ତାରିଖରେ ସମ୍ବଲପୁରରେ ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ପାଇଁ ସାମ୍ବାଦିକ ଭବନ ଠାରେ ସୋମବାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗୁରୁ ସତ୍ୟନାରାୟଣ ସମ୍ବଲପୁରୀ ଡେରାରେ ଅଗଷ୍ଟ ୧ ତାରିଖରେ ହେବାକୁ ଥିବା ରାଜ୍ୟସ୍ତରୀୟ ସମ୍ବଲପୁରୀ ଦିନ ଆୟୋଜନ…

ଅତିରିକ୍ତ କମିଶନରଙ୍କୁ ମାଡ ଘଟଣା: ଜଗନ୍ନାଥ କହିଲେ ମୋତେ କରିଥିଲେ ଦୁର୍ବ୍ୟବହାର

ଭୁବନେଶ୍ବର : ବିଏମସି ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଅଫିସ ଭିତରୁ ଘୋଷାଡି ଆଣି ମାଡ ମାରିବା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିଜେପି ନେତା ଜଗନ୍ନାଥ ପ୍ରଧାନ । ଗଣମାଧ୍ୟମରେ ସବୁ ସତ କହିଛନ୍ତି ଜଗନ୍ନାଥ । ମୋତେ ବିଏମସି ଅତିରିକ୍ତ…

ବିଏମ୍‌ସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ: ଓଏଏସ୍ ସଂଘର ପ୍ରତିବାଦ ଜାରି

ଭୁବନେଶ୍ବର/ଜଗତସିଂହପୁର/ଝାରସୁଗୁଡ଼ା: ଭୁବନେଶ୍ବର ମହାନନଗର ନିଗମ (ବିଏମ୍‌ସି)ର ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ରାଜ୍ୟର ବିଭିନ୍ନ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ସଂଘ ପକ୍ଷରୁ ପ୍ରତିବାଦ କରାଯାଇଛି। ଏଥିରେ ଜଗତସିଂହପୁର ଓ ଝାରସୁଗୁଡ଼ା ମଧ୍ୟ ଯୋଡ଼ି ହୋଇଯାଇଛି। ବାଲେଶ୍ବର, ସୁବର୍ଣ୍ଣପୁର,…

ବନ୍ଧାହେଲେ କୋଟିପତି ଅଧିକାରୀ

ଭୁବନେଶ୍ୱର,୧।୭: ରାୟଗଡ଼ା ଜଳ ବିଭାଜିକା ପ୍ରକଳ୍ପର ପୂର୍ବତନ ନିର୍ଦ୍ଦେଶକ (ପିଡି) ତଥା ବର୍ତ୍ତମାନ ମୃତ୍ତିକା ସଂରକ୍ଷଣ ଓ ଜଳବିଭାଜିକା ଉନ୍ନୟନ ନିର୍ଦ୍ଦେଶାଳୟ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ ମଙ୍ଗଳବାର ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ…

ବିଏମସି କାର୍ଯ୍ୟାଳୟ ହିଂସାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ: ୫ ଜଣଙ୍କୁ ନିଲମ୍ବନ କଲେ ରାଜ୍ୟ ବିଜେପି ସଭାପତି

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ସୋମବାର ହିଂସାକାଣ୍ଡରେ ସମ୍ପୃକ୍ତି ଅଭିଯୋଗ ଆଧାରରେ ୫ ଜଣଙ୍କୁ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ରାଜ୍ୟ ସଭାପତି ମନମୋହନ ସାମଲ ନିଲମ୍ବନ କରିଛନ୍ତି। କର୍ପୋରେଟର ଅପରୂପ ନାରାୟଣ ରାଉତ,ରଶ୍ମି ରଞ୍ଜନ ମହାପାତ୍ର, ଦେବାଶିଷ ପ୍ରଧାନ,…

ବିଏମସି ଅତିରିକ୍ତ କମିସନରଙ୍କୁ ଆକ୍ରମଣ ମାମଲା: ରାଜ୍ୟର ବିଭିନ୍ନ ଓଏଏସ୍ ସଂଘ ପକ୍ଷରୁ ପ୍ରତିବାଦ

ପୁରୀ/ଭଦ୍ରକ/ସୁନ୍ଦରଗଡ଼: ବିଏମସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ମାମଲାରେ ରାଜ୍ୟର ବିଭିନ୍ନ ଓଏଏସ୍ ସଂଘ ପକ୍ଷରୁ ପ୍ରତିବାଦ କରାଯାଇଛି। ସୁନ୍ଦରଗଡ଼ ଓଏଏସ୍ ସଂଘ ପକ୍ଷରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ କଲମ ଛାଡ଼ ଆନ୍ଦୋଳନ ଡ଼ାକରା ଦିଆଯାଇଛି। ଓଏଏସ ସଙ୍ଘ ପକ୍ଷରୁ…