State

ଆଇସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନରେ ଆଇସିଆଇସିଆଇ, ଆକ୍ସିସ୍ ଓ ଏଚ୍‌ଡିଏଫ୍‌ସି ବ୍ୟାଙ୍କର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଛନ୍ତି। ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାରେ ଗରିବ ଲୋକମାନଙ୍କୁ ଅଧିକ ଋଣ ଦେବାପାଇଁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ସୂଚନାଯୋଗ୍ୟ…

ପୁରୀରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

ପୁରୀ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପୁରୀ ଗସ୍ତ କରି ସମୀକ୍ଷା ବୈଠକ କରିଛନ୍ତି। ଶୃଙ୍ଖଳିତ ଯାତ୍ରା, ଦର୍ଶନ ଓ ବ୍ୟବସ୍ଥା ନେଇ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ଶରଧାବାଲି ଅଘଟଣକୁ ନେଇ ମଧ୍ୟ ବୈଠକରେ…

ଯୁଗ୍ମ ନିର୍ଦେଶକଙ୍କ ଘରେ ଚଢ଼ାଉ, ୬୩ ଏକର ଜମି ସହ ବିପୁଳ ସମ୍ପତ୍ତି ଠାବ

ମୃତ୍ତିକା ସଂରକ୍ଷଣ ଏବଂ ଜଳଛାୟା ବିକାଶ ବିଭାଗ ଯୁଗ୍ମ ନିର୍ଦେଶକ ଦୟାନିଧି ବାଗଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ସୋମବାର ଚଢ଼ାଉ କରାଯାଇଛି। ଚଢ଼ାଉ ସମୟରେ ଦୟାନିଧିଙ୍କ ଅଚଳାଚଳ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ତାଜୁବ ହୋଇଛନ୍ତି। ୬୩ ଏକର ଜମି,…

ଜନଶୁଣାଣି ବେଳେ ବିଏମସିର ଅତିରିକ୍ତ କମିଶନରଙ୍କୁ ମାଡ଼, ଦୁର୍ବୃତ୍ତଙ୍କ ଗିରଫ ଦାବିରେ କର୍ମଚାରୀଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ବିଏମସିରେ ଜନ ଶୁଣାଣି ବେଳେ ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ମାଡ଼ । ପାଞ୍ଚ ଜଣ ଯୁବକ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି । ମାଡ଼ ମାରିବା ସହ ତାଙ୍କୁ ଅଫିସରୁ ଘୋଷାରି ଟାଣି ବାହରକୁ ନେଇ…

ସମସ୍ତଙ୍କର ଧାନ କିଣା ଯିବ, ଟୋକନ୍‌ ଲାପ୍ସ ଯିବନି: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର : ଧାନ କିଣା ଅବଧି ସରିଥିଲେ ବି ସମସ୍ତ ଟୋକନରୁ ଧାନ କିଣିବେ ସରକାର । ଏନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।ସରକାର ୧୯ ଲକ୍ଷ ମେଟ୍ରିକ୍‌ ଟନ୍‌ ରବି ଧାନ କିଣି ସାରିଲେଣି…

ନକଲି ସସ୍ କାରଖାନା ଠାବ, ନାମୀ ଦାମୀ ବ୍ରାଣ୍ଡର ଷ୍ଚିକର୍‌ ଲଗାଇ ହେଉଥିଲା ବିକ୍ରି

ବ୍ରହ୍ମପୁର : ସସ୍ ପ୍ରସ୍ତୁତ କାରଖାନା ଉପରେ ଚଢାଉ । ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଜଗନ୍ନାଥ ବିହାର ଦ୍ବିତୀୟ ଲାଇନରେ ଥିବା ସସ୍ ପ୍ରସ୍ତୁତ କାରଖାନା ଉପରେ ଚଢ଼ାଉ କରାଯାଇଛି । ବେଆଇନ ଭାବେ ନକଲି ସସ୍ ପ୍ରସ୍ତୁତ କରାଯାଉଥିବା…

ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ୨ ମାଓବାଦୀ ନିହତ

ବାଲିଗୁଡା : ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ୨ ମାଓବାଦୀ ନିହତ । ବାଲିଗୁଡା ଥାନା ଗୁମିକିଆ ପଂଚାୟତର ଇନ୍ଦ୍ରିସୁଗା ପାହାଡ଼ରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି ।ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ଜାରୀ ରହିଛି । ସୁରକ୍ଷାକର୍ମୀଙ୍କ ପାଲଟା…

ରାସନ୍‌ କାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ସୂଚନା: ଆଜି ଇ-କେୱାଇସି ଯାଞ୍ଚ କରିବାର ଶେଷ ତାରିଖ

ଭୁବନେଶ୍ୱର: ରାସନ୍‌ କାର୍ଡ ହିତାଧିକାରୀଙ୍କ ପାଇଁ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା। ଆଜି e-KYC ଯାଞ୍ଚ କରିବାର ଶେଷ ତାରିଖ। ଯେଉଁମାନେ ଆଜି e-KYC ନକରିବେ ୩ ମାସ କାର୍ଡ ସସ୍‌ପେଣ୍ଡ୍‌ ହେବ। ୩ ମାସ ଭିତରେ e-KYC କଲେ କାର୍ଡ…

ମାସେ ପୂର୍ବରୁ ଛାତ୍ରୀଙ୍କୁ କରିଥିଲେ ଅପହରଣ, ଏବେ ଘଞ୍ଚ ଜଙ୍ଗଲରୁ ମିଳିଲା ଖଣ୍ଡ ବିଖଣ୍ଡିତ କଙ୍କାଳ

ଗଞ୍ଜାମ: ଘଞ୍ଚ ଜଙ୍ଗଲରୁ ମିଳିଲା ଖଣ୍ଡ ବିଖଣ୍ଡିତ ମଣିଷ କଙ୍କାଳ । ପୂରା ଗାଁରେ ଚହଳ ପଡ଼ି଼ଗଲା । କାହାର ଏ କଙ୍କାଳ? କେବେ ଠାରୁ ଏଠାରେ ପଡ଼ି ରହିଛି ? ଘଞ୍ଚ ଜଙ୍ଗଲ ଭିତରେ କଙ୍କାଳ ପୁଣି ଗଛରେ ଲାଗିଛି…

ଜୁଲାଇ ୩ ଯାଏଁ ଭିଜିବ ସାରା ଓଡ଼ିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଜୁଲାଇ ୩ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ମଧ୍ୟାହ୍ନ ବୁଲେଟିନ…