State

ପୁରୀ ଦୁର୍ଘଟଣା ପାଇଁ ସରକାରଙ୍କୁ ଦାୟୀ କଲେ ନବୀନ, କହିଲେ – ‘ଏହା ଶାସନଗତ ବିଫଳତା’

ଭୁବନେଶ୍ୱର: ପୁରୀ ଶରଧାବାଲିରେ ଘଟିଥିବା ମର୍ମନ୍ତୁଦ ଦଳାଚକଟା ଘଟଣାକୁ ନେଇ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ ସିଧାସଳଖ ଦାୟୀ କରିଛନ୍ତି। ରଥଯାତ୍ରା ପରିଚାଳନାରେ ସରକାରଙ୍କ ଚରମ ଉଦାସୀନତା ଓ ପ୍ରଶାସନିକ ବିଫଳତା ଯୋଗୁଁ ଏଭଳି ଦୁଃଖଦ ଘଟଣା…

ପୁରୀ ଅଘଟଣ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଦୁଃଖ ପ୍ରକାଶ, ମନ୍ତ୍ରୀ ମାନିଲେ ଅବହେଳା

ପୁରୀ: ପୁରୀ ଶରଧାବାଲିରେ ଘଟିଥିବା ମର୍ମନ୍ତୁଦ ଦଳାଚକଟା ଘଟଣାରେ ୩ ଜଣ ଭକ୍ତଙ୍କ ମୃତ୍ୟୁ ପରେ ସରକାରୀ ସ୍ତରରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଥିବା ବେଳେ, ଆଇନମନ୍ତ୍ରୀ ପୃଥ୍ୱୀରାଜ…

ରାଜଧାନୀରେ ଡେଙ୍ଗୁ କାୟା: ଆକ୍ରାନ୍ତଙ୍କ ସଂଖ୍ୟା ଶହେ ମୁହାଁ, ଚିନ୍ତାରେ ସହରବାସୀ

ଭୁବନେଶ୍ୱର: ମୌସୁମୀ ଆଗମନ ସହ ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଚଳିତ ବର୍ଷ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ଶହେ ମୁହାଁ ହୋଇଥିବା ବେଳେ କେବଳ ଜୁନ୍ ମାସରେ ହିଁ ସର୍ବାଧିକ ମାମଲା ଚିହ୍ନଟ ହୋଇଛି,…

ଶିଶୁବାଟିକାରେ ଗୁଣାତ୍ମକ ଶିକ୍ଷା ପାଇଁ ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ନିଯୁକ୍ତ ହେବେ ‘ଶିଶୁ ସେବିକା’

ଭୁବନେଶ୍ୱର: ରାଜ୍ୟର ଶିଶୁବାଟିକାଗୁଡ଼ିକରେ ଗୁଣାତ୍ମକ ଶିକ୍ଷାଦାନକୁ ସୁନିଶ୍ଚିତ କରିବା ଦିଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ନୀତିଗତ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସମସ୍ତ ସରକାରୀ ଶିଶୁବାଟିକାରେ ‘ଶିଶୁ ସେବିକା’ ନିଯୁକ୍ତ କରାଯିବ। ଏହି ପଦକ୍ଷେପର ମୁଖ୍ୟ ଉଦ୍ଦେଶ୍ୟ…

ପୁରୀ ଦଳାଚକଟା ଘଟଣା: କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ – ‘ଅବହେଳା ଅକ୍ଷମଣୀୟ, ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ’

ପୁରୀ: ଶରଧାବାଲିରେ ଘଟିଥିବା ମର୍ମନ୍ତୁଦ ଦଳାଚକଟା ଘଟଣାକୁ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏଥିପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ ସମସ୍ତ ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି। ଏହି ଘଟଣାରେ…

ପୁରୀ ଶରଧାବାଲିରେ ଦଳାଚକଟା: ୩ ଭକ୍ତ ମୃତ, ୫୦ରୁ ଅଧିକ ଆହତ; ଉଚ୍ଚସ୍ତରୀୟ ତଦନ୍ତ ହେବ

ପୁରୀ: ପବିତ୍ର ରଥଯାତ୍ରା ସମୟରେ ପୁରୀରେ ଏକ ବଡ଼ ଅଘଟଣ ଘଟିଛି । ଆଜି ଭୋର ସମୟରେ ଶରଧାବାଲିରେ ରଥ ସମ୍ମୁଖରେ ଦର୍ଶନ ପାଇଁ ପ୍ରବଳ ଭିଡ଼ ହେବାରୁ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା । ଏହି ଭୟାବହ ଘଟଣାରେ ତିନି…

ବିଜେପିର ରାଷ୍ଟ୍ରୀୟ ସଭାପତି ଓ ପରିଷଦ ସଦସ୍ୟ ନିର୍ବାଚନ ଆସନ୍ତାକାଲିରୁ

ଭୁବନେଶ୍ୱର: କେନ୍ଦ୍ର ନିର୍ବାଚନ ଅଧିକାରୀ ଡ.ବି ଲକ୍ଷ୍ମଣଙ୍କ ନିର୍ଦ୍ଦେଶକ୍ରମେ ଭାରତୀୟ ଜନତା ପାର୍ଟି (ବିଜେପି)ର ରାଜ୍ୟ ସଭାପତି ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଜୁନ୍ ୨୯, ଅର୍ଥାତ୍ ଆସନ୍ତାକାଲିରୁ ଆରମ୍ଭ ହେଉଛି। ରାଜ୍ୟ ନିର୍ବାଚନ ଅଧିକାରୀ ପ୍ରତାପ ଚନ୍ଦ୍ର…

ସମ୍ବଲପୁରରେ ୧ ଲକ୍ଷ ଚାରା ରୋପଣ ଅଭିଯାନର ଶୁଭାରମ୍ଭ

ସମ୍ବଲପୁର: ଦେଶରେ ଗଛ ଲଗାଇବାର ସହର ଭାବରେ ସମ୍ବଲପୁରର ନୂଆ ପରିଚୟ ତିଆରି କରିବା। ଯେପରି ମାଁ ସମଲେଶ୍ୱରୀ, ନୂଆଁଖାଇ, ଶୀତଳଷଷ୍ଠୀ, ମହାନଦୀ ଆଦି ସମ୍ବଲପୁରର ପରିଚୟ ହୋଇଛି, ସେହିପରି ଭାବରେ ଗଛ ଲଗାଇବାର ସହର ଭାବରେ ସମ୍ବଲପୁରର ନୂଆ ପରିଚୟ…

ଜଗା ଦର୍ଶନ ପାଇଁ ପୁରୀ ଯାଉଥିଲେ ତିନି ଯୁବତୀ; ଚାପିଦେଲା ସରକାରୀ ବସ୍‌

ପୁରୀ: ଜାତୀୟ ରାଜପଥରେ ରାଜ୍ୟ ସରକାରଙ୍କ ବସ୍‌ ପୁଣି ଅଘଟଣ ଘଟାଇଛି। ଭୁବନେଶ୍ବର-ପୁରୀ ୩୧୭ ନମ୍ବର ଜାତୀୟ ରାଜପଥ ଉପରେ ନିୟନ୍ତ୍ରଣ ହରାଇଛି। ବସ୍‌ର ଚାଳକ ଅନିୟନ୍ତ୍ରିତ ହୋଇ ଆଜି ଅପରାହ୍‌ଣରେ ଜଗା ଦର୍ଶନ ପାଇଁ ଶ୍ରୀକ୍ଷେତ୍ର ଅଭିମୁଖେ ସ୍କୁଟିରେ ଯାଉଥିବା…

ଚକା ଆଖି ସବୁ ଦେଖୁଛି; ରଥଯାତ୍ରା ବିଳମ୍ବ ନେଇ ନବୀନଙ୍କ ଉଦବେଗ

ଭୁବନେଶ୍ଵର: ରଥଯାତ୍ରା ପରିଚାଳନା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ। ରଥଟଣା ବିଳମ୍ବକୁ ନେଇ ସେ ପ୍ରଶ୍ନ ମଧ୍ୟ ଉଠାଇଛନ୍ତି। ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି ଯେ, ନନ୍ଦିଘୋଷ ରଥ ଟାଣିବାରେ ଅତ୍ୟଧିକ ବିଳମ୍ବ…