State

ସାମୟିକ କର୍ମଚାରୀଙ୍କ କାର୍ଯ୍ୟାନ୍ତର ରାଶି ବୃଦ୍ଧି

ଭୁବନେଶ୍ୱର,୨୬।୬: ଓଡ଼ିଶା ସରକାର ରାଜ୍ୟର ସାମୟିକ କର୍ମଚାରୀଙ୍କ ପାଇଁ କାର୍ଯ୍ୟାନ୍ତର ରାଶି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ଏବେ ସାମୟିକ କର୍ମଚାରୀମାନେ କାର୍ଯ୍ୟରୁ ଅବସର ଗ୍ରହଣ କରିବା ପରେ ଏକକାଳୀନ ୨.୫ ଲକ୍ଷ ଟଙ୍କା ପାଇବେ। ପୂର୍ବରୁ…

ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ବର୍ଷିଲେ ଶଙ୍କରାଚାର୍ଯ୍ୟ

ପୁରୀ,୨୬ା୬: ପଶ୍ଚିମବଙ୍ଗର ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଗୁରୁବାର ପ୍ରବଳ ବର୍ଷିଛନ୍ତି ଗୋବର୍ଦ୍ଧନ ପୀଠ ମୁଖ୍ୟ ତଥା ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ। ସେ କହିଛନ୍ତି, ଏହି ମନ୍ଦିରର ନିର୍ମାଣ ଧର୍ମୀୟ ଭାବନା ପାଇଁ ନୁହେଁ, ଆୟ ପାଇଁ ଏହା କରାଯାଇଛି। ବହୁତ ସଂଖ୍ୟାରେ…

ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌, ୨ ଅଟକ

ପୁରୀ : ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌। ଗୁରୁବାର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଉପରେ ଏକ ଡ୍ରୋନ୍‌ ଉଡ଼ୁଥିବା ଦେଖିବାକୁ ମିଳିଥିଲା। ଅନଧିକାର ଭାବେ ଉଡୁଥିବା ଏହି ଡ୍ରୋନକୁ ପୁଲିସ ଖସାଇ ଏହାକୁ ଜବତ କରିଛି। ଏଥିସହ ଘଟଣାରେ ଦୁଇ…

ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ…

ନବୀନଙ୍କୁ ଫୋନ୍ କରି କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ, ସ୍ୱାସ୍ଥ୍ୟ କଥା ବୁଝି କଲେ ଆରୋଗ୍ୟ କାମନା

ନୂଆଦିଲ୍ଲୀ,୨୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରିବା ପାଇଁ ଗତକାଲି ରାତିରେ ତାଙ୍କ ସହ ଫୋନରେ କଥା ହୋଇଛନ୍ତି ଏବଂ ଶୀଘ୍ର ଓ ପୂର୍ଣ୍ଣ ଆରୋଗ୍ୟ ପାଇଁ…

ଯାଇପାରିଲାନି ଗାଡ଼ି, ରୋଗୀଙ୍କୁ ୧କିମି ବୋହିଲେ ପରିବାର ଲୋକେ

ନୂଆପଡ଼ା: ପୁଣି ଥରେ ଖଟିଆରେ ରୋଗୀ ବୁହାଯିବା ଘଟଣା ସାମ୍ନାକୁ ଆସିଛି। ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ କେନ୍ଦୁମୁଣ୍ତା ପଞ୍ଚାୟତ ଜାମପାଣି ଗ୍ରାମ ମହୁଲପଡ଼ାରେ ଏହି ଘଟଣା ଦେଖିବାକୁ ମିଳିଛି। ଗାଁର ଗଦାଧର ନାଏକଙ୍କ ଗୋଡ଼ ଭାଙ୍ଗି ଯିବାରୁ ଚିକିତ୍ସା…

ବିଜୁ ଯୁବ ଓ ଛାତ୍ର ଜନତା ଦଳର ବିକ୍ଷୋଭ

ଭୁବନେଶ୍ଵର: ଓଡ଼ିଶାରେ ନାରୀ ଅସୁରକ୍ଷିତ। ଦିନକୁ ଦିନ ମହିଳାମାନଙ୍କ ଉପରେ ଗଣଦୁର୍ଷମ ଓ ଅତ୍ୟାଚାର ବଢି ବଢି ଚାଲିଛି। ଏହା ବିରୋଧରେ ବୁଧବାର ରାଜ୍ୟର ସବୁ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ବିଜେଡିର ଅଲ ଓଡ଼ିଶା ଷ୍ଟୁଡେଣ୍ଟ ଷ୍ଟ୍ରାଇକ। ରାଜ୍ୟରେ ବଢି ଚାଲିଥିବା…

ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ‘ଉଚ୍ଚସ୍ତରୀୟ କମିଟି’

ନୂଆଦିଲ୍ଲୀ/ଭୁବନେଶ୍ୱର: ରାଉରକେଲା ଇସ୍ପାତ୍ କାରଖାନାର ସମ୍ପ୍ରସାରଣ ପାଇଁ ଥିବା ସମସ୍ୟାର ସମାଧାନ ପାଇଁ ନୂଆଦିଲ୍ଲୀ ଠାରେ ଆୟୋଜିତ ଏକ ବୈଠକରେ କେନ୍ଦ୍ର ଭାରୀ ଶିଳ୍ପ ଏବଂ ଇସ୍ପାତ୍ ମନ୍ତ୍ରୀ ଏଚଡି କୁମାରସ୍ୱାମୀ ଏବଂ କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମଙ୍କ…

କଟକରେ ବର୍ଷା: ଭୁଶୁଡ଼ିଲା ଶିଶୁଭବନ କାନ୍ଥ, ସିଡିଏରେ ଦବିଲା ୨୦ ଫୁଟ୍‌ ରାସ୍ତା

କଟକ/ବାରଙ୍ଗ: ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବା ବେଳେ ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। କଟକ ସହର ଏଥିରୁ ବାଦ୍‌ ପଡ଼ି ନାହିଁ। କଟକ ସହିତ ଏହାର ଆଖପାଖ ଅଞ୍ଚଳରେ…

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ଉପରକୁ ଅଣ୍ଡା-ଟମାଟୋ ମାଡ଼: କଂଗ୍ରେସ କର୍ମୀ ଅଟକ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସରକାରୀ ବାସଭବନ ଘେରାଉ କରିଛି ଯୁବ କଂଗ୍ରେସ। ବୁଧବାର ଶହ ଶହ କଂଗ୍ରେସ କର୍ମୀ ଓ ନେତା ମୁଖ୍ୟମନ୍ତ୍ରୀଙ୍କ ଇସ୍ତାପ ଦାବି କରି ଘେରାଉ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନକୁ ଧସେଇ…