State

ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ, ଅଭିଯୋଗକୁ ଖଣ୍ଡନ କଲେ ଆଇନ ମନ୍ତ୍ରୀ

ପୁରୀ : ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମୋଦକ ଚୋରି ହୋଇଥିବା ନେଇ ବଡଠାକୁରଙ୍କ ବାଡଗ୍ରାହୀ ଦଳଧର ଦାସ ମହାପାତ୍ର କରିଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି ଏଭଳି ବିଭ୍ରାନ୍ତ…

ରାଜ୍ୟରେ ଖୋଲିବ ଆଉ ୯ଟି ନୂଆ ମେଡିକାଲ କଲେଜ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖୋଲିବ ନୂଆ ମେଡିକାଲ କଲେଜ । ୨୦୨୫-୨୬ ବର୍ଷରେ ହିଁ ଆଉ ୯ଟି ମେଡିକାଲ କଲେଜ ଖୋଲିବ । ଏନେଇ ଆଜି ବଡ଼ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଜଗତସିଂପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ୪ଟି…

ଦଳିତ ଯୁବକଙ୍କୁ ଲଣ୍ଡା କରି ମାଡ଼ ମାରିଥିବା ଘଟଣାରେ ୯ ଗିରଫ, ଚିକିତ୍ସା ପାଇଁ ପ୍ରତି ପରିବାରକୁ ମିଳିଲା ୧୦ ହଜାର

ଗଞ୍ଜାମ: ଗାଁ ଦାଣ୍ଡରେ ଯୁବକଙ୍କୁ ଅଧା ଲଣ୍ଡା କଲେ, ଆଣ୍ଠେଇ ଆଣ୍ଠେଇ ବୁଲାଇଲେ । ସେତିକିରେ ମନ ଭରିଲାନି ଯେ ପୁଣି ଘାସ ଖୁଆଇ ନର୍ଦ୍ଦମା ପାଣି ମଧ୍ୟ ପିଆଇଲେ । ଗାଁ ଦାଣ୍ଡରେ ଏଭଳି କଙ୍ଗାରୁ କୋର୍ଟ ସାରା ରାଜ୍ୟରେ…

ସରକାରୀ କ୍ୱାର୍ଟର୍ସରୁ ଚୋରି; ଲକ୍ଷାଧିକ ମୂଲ୍ୟର ଅଳଙ୍କାର ସହ ବିପୁଳ ନଗଦ ଟଙ୍କା ଲୁଟ୍

ଭୁବନେଶ୍ୱର: ଭୁବନେଶ୍ୱରର ୟୁନିଟ୍-୩ ଅଞ୍ଚଳରେ ଥିବା ସରକାରୀ କ୍ୱାର୍ଟର୍ସରେ ପଶି ଲକ୍ଷାଧିକ ମୂଲ୍ୟର ସୁନା ଅଳଙ୍କାର ଏବଂ ବିପୁଳ ପରିମାଣର ନଗଦ ଲୁଟି ନେଇଛନ୍ତି ଦୁର୍ବୁତ୍ତ। ସୂଚନା ଅନୁଯାୟୀ, ସୋମବାର ରାତିରେ ଘରର ଲୋକମାନେ ପ୍ରାୟ ଦୁଇ ଘଣ୍ଟା ପାଇଁ ବାହାରକୁ…

ମୋଦକ ଚୋରି ଘଟଣା: ପ୍ରାରମ୍ଭିକ ତଦନ୍ତରୁ ଅଭିଯୋଗର ସତ୍ୟତା ନଥିବା କହିଲେ ଶ୍ରୀମନ୍ଦିର ପ୍ରଶାସକ

ପୁରୀ : ମହାପ୍ରଭୁଙ୍କ ମୋଦକ ଚୋରି ପ୍ରସଙ୍ଗରେ ରିପୋର୍ଟ ମାଗିଲେ ଆଇନ ମନ୍ତ୍ରୀ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ରିପୋର୍ଟ ମାଗିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ରିପୋର୍ଟ ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ । ପ୍ରାରମ୍ଭିକ ତଦନ୍ତରୁ…

ଯାଜପୁରରେ ଆଉ ୪ କଲେରା ରୋଗୀ ଚିହ୍ନଟ, ପଜିଟିଭ ସଂଖ୍ୟା ୩୧କୁ ବୃଦ୍ଧି

ଯାଜପୁର: ଯାଜପୁର ଜିଲ୍ଲାରେ ଆଉ ୪ ଜଣ କଲେରା ରୋଗୀ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ କଲେରା ପଜିଟିଭ ସଂଖ୍ୟା ଏବେ ୩୧କୁ ବୃଦ୍ଧି ଘଟିଛି । ସୂଚନା ଯୋଗ୍ୟଯେ, ଆକ୍ରାନ୍ତ ରୋଗୀଙ୍କର ମୋଟ ୨୦୮ଟି ନମୁନା ପରୀକ୍ଷା ପାଇଁ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଆକ୍ରମଣ, ଛୁରା ଓ ଗୁଳି ମାଡ଼ ହୋଇଥିବା ଅଭିଯୋଗ

ମୟୁରଭଞ୍ଜ : ପୂର୍ବ ଶତ୍ରୁତା ଓ ଛେଳି ଚୋରିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଆକ୍ରମଣ । ଆକ୍ରମଣ ବେଳେ ଛୁରାମାଡ଼ ଓ ଗୁଳି ମାଡ଼ ହୋଇଥିବା ଜଣାଯାଇଛି । ଜଣେ ମହିଳା ସମେତ ୩ ଜଣ ଗୁରୁତର ହୋଇଛନ୍ତି…

ଓଡ଼ିଶାର ଟେକ୍ନୋଲୋଜି ଅଭିବୃଦ୍ଧିରେ ଯୋଡ଼ିହେଲା ଲଜାଇଲର ବିଶ୍ୱସ୍ତରୀୟ ନବସୃଜନ କେନ୍ଦ୍ର

ଭୁବନେଶ୍ୱର: ଓଡ଼ିଶାକୁ ଏକ ବିଶ୍ୱସ୍ତରୀୟ ଟେକ୍ନୋଲୋଜି ହବରେ ପରିଣତ କରିବାପାଇଁ ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି । ଅତ୍ୟାଧୁନିକ କର୍ମଶକ୍ତି ପରିଚାଳନା, ସାମର୍ଥ୍ୟର ଅପ୍ଟିମାଇଜେସନ୍ ଏବଂ ନବସୃଜନ ତଥା ଉତ୍କର୍ଷ ପ୍ରତି ପ୍ରତିବଦ୍ଧତା ରଖି ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି…

ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ମାମଲା, ଗିରଫ ଭୟରେ ଜୀବନ ହାରିବା ଉଦ୍ୟମ କରୁଥିଲେ ଅଭିଯୁକ୍ତ

ଯାଜପୁର : ଗିରଫ ଭୟରେ ବିଷ ପିଇଦେଲେ । ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ମାମଲାରେ ବିଷ ପିଇ ଯୁବକଙ୍କ ଜୀବନ ହାରିବା ଉଦ୍ୟମ । ମାନସିକ ଭାରସାମ୍ୟ ହରାଇ ବିଷ ପିଇଥିବା ସୂଚନା ମିଳିଛି । ଗୁରୁତର ଅବସ୍ଥାରେ ଅଭିଯୁକ୍ତଙ୍କୁ…

ଆଠଗଡରେ ବିଜେଡି-ବିଜେପି କର୍ମୀ ମୁହାଁମୁହିଁ

କଟକ: ପଞ୍ଚାୟତ ବୈଠକ ପୂର୍ବରୁ ଆଠଗଡ଼ ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା । ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ଢେଲାପଥର ମାଡ ହୋଇଛି। ଏଥିରେ ଅନେକ ପୋଲିସ୍ କର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ତିନି ପ୍ଲାଟୁନ ପୋଲିସ…