State

ଏସବିଆଇର ପ୍ରତିଷ୍ଠା ଦିବସରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର : ଉତ୍ସାହରେ ରକ୍ତଦାନ କଲେ କର୍ମଚାରୀ

ଜୟପୁର : ଏସବିଆଇର ୭୦ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଏସବିଆଇ ଜୟପୁର ମୁଖ୍ୟ ଶାଖାରେ ଏକ ସ୍ବେଚ୍ଛ‌ାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଆଞ୍ଚଳିକ ପ୍ରବନ୍ଧକ ସୁବାସଚନ୍ଦ୍ର ବେହେରାଙ୍କ ପ୍ରତ୍ୟେକ୍ଷ ତତ୍ତ୍ବାବଧା ଏବଂ ଜୟପୁର ଏସବି ଆଉ ମୁଖ୍ୟ…

ରାଜ୍ୟରେ ଡାଇରିଆ ସ୍ଥିତି ନିୟନ୍ତ୍ରଣରେ ଅଛି: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଡାଇରିଆ ସ୍ଥିତି ନିୟନ୍ତ୍ରଣରେ ଅଛି। ରାଜ୍ୟ ସରକାର ଓଡ଼ିଶାରେ ଡାଇରିଆ ପରିସ୍ଥିତିକୁ ଗମ୍ଭୀରତାର ସହ ନେଉଛନ୍ତି ଏବଂ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଅନୁଯାୟୀ, ପ୍ରଭାବଶାଳୀ ପରିଚାଳନା…

ଯୁବଶକ୍ତି ଆମ ବିକାଶ ରଥର ସାରଥି: ମୁଖ୍ୟମନ୍ତ୍ରୀ

ଗଞ୍ଜାମ/ଭୁବନେଶ୍ବର: ଓଡ଼ିଶାର ଯୁବ ସମାଜ ପାଇଁ ଏକ ସୁବର୍ଣ୍ଣ ଯୁଗ ଆସିଛି। ସବୁ କ୍ଷେତ୍ରରେ ବ୍ୟାପକ ସୁଯୋଗ ସୃଷ୍ଟି ହେଉଛି । ମାନନୀୟ ପ୍ରଧାନମନ୍ତ୍ରୀ ଏବେ ଓଡ଼ିଶା ଭିଜନ ଡକ୍ୟୁମେଣ୍ଟ ଉନ୍ମୋଚନ କରିଛନ୍ତି । ଓଡ଼ିଶା ୨୦୩୬ ସୁଦ୍ଧା ୫୦୦ ବିଲିଅନ…

ଓଡ଼ିଶା ଗସ୍ତରେ ଥିବା ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ: ପୁଲିସର ନିଷ୍କ୍ରିୟତା ନେଇ ଉତ୍ତେଜନା ପ୍ରକାଶ

ଯାଜପୁର: ଗୋପାଳପୁର ବେଳାଭୂମି ଘଟଣା ନେଇ ରାଜ୍ୟ ଦେଶ ତଥା ବିଦେଶରେ ବଦାନାମ୍ ହୋଇଛି। କିନ୍ତୁ ରାଜ୍ୟରେ ଏଭଳି ଘଟଣା ଗୋଟିକ ପରେ ଗୋଟିଏ ଘଟିବାରେ ଲାଗିଛି। ଜୁନ୍ ୧୫ରେ ଗୋପାଳପୁର ଘଟଣା ଘଟିଥିଲା। ଏହାର ୭ ଦିନ ପରେ ଜୁନ୍…

ଗୋପାଳପୁର ଘଟଣା ପରେ ସରକାର ‘ଲଭର୍ସ ପଏଣ୍ଟ’ଗୁଡ଼ିକର ସୁରକ୍ଷା ବୃଦ୍ଧି କରିଛନ୍ତି: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ସରକାର ରାଜ୍ୟର ‘ଲଭର୍ସ ପଏଣ୍ଟ’ଗୁଡ଼ିକ ଏବଂ ପ୍ରମୁଖ ପର୍ଯ୍ୟଟନ ସ୍ଥଳଗୁଡ଼ିକର ସୁରକ୍ଷା ଉପରେ ଗମ୍ଭୀର ଚିନ୍ତା ପ୍ରକାଶ କରିଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ପ୍ରକାଶ କରିଛନ୍ତି। ସେ ସୂଚିତ କରିଛନ୍ତି, ସମସ୍ୟାର ସମାଧାନ ଏବଂ ଦୃଢ଼ ସୁରକ୍ଷା…

ଅସ୍ତ୍ରୋପଚାର ପରେ ନବୀନ ସୁସ୍ଥ ହେଉଛନ୍ତି: ପ୍ରେମ ପଟ୍ଟନାୟକ

ମୁମ୍ବାଇ/ଭୁବନେଶ୍ବର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସ୍ତ୍ରୋପଚାର ପରେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି। ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କ ଏନେଇ ଏକ ଆଶ୍ୱାସନାଦାୟକ ବାର୍ତ୍ତା ପ୍ରଦାନ କରିଛନ୍ତି। ସୋସିଆଲ ମିଡିଆରେ ସେୟାର କରାଯାଇଥିବା ଏକ ଭିଡିଓରେ, ପ୍ରେମ…

ଦଳରୁ ୩ ବିଧାୟକଙ୍କୁ ବିଦା କଲା ସମାଜବାଦୀ ପାର୍ଟି

ନୂଆଦିଲ୍ଲୀ,୨୩ା୬: ସମାଜବାଦୀ ପାର୍ଟିର ୩ ବିଧାୟକଙ୍କୁ ଦଳରୁ ବହିଷ୍କୃତ କରାଯାଇଛି। ଏହି ବିଧାୟକମାନେ ହେଲେ ଅଭୟ ସିଂହ, ରାକେଶ ସିଂହ ଓ ମନୋଜ ପାଣ୍ଡେ। ଏହି ୩ ଜଣଙ୍କୁ ଦଳ ବିରୋଧୀ କାର୍ଯ୍ୟ ଅଭିଯୋଗରେ ଦଳରୁ ବହିଷ୍କାର କରାଯାଇଥିବା ଜଣାପଡ଼ିଛି। ସମାଜବାଦୀ…

ଲଗାଣ ବର୍ଷାରେ ବେହାଲ ସୁରଟ

ଗାନ୍ଧୀନଗର: ମୌସୁମୀ ଜନିତ ବର୍ଷାରେ ବେହାଲ ହୋଇଛି ସୁରଟ । ସକାଳେ ସକାଳେ ଲଗାଣ ବର୍ଷା ପରେ ସହରରେ ବନ୍ୟା ପରି ସ୍ଥିତି ଉପୁଜିଛି । ପ୍ରବଳ ବର୍ଷା ଫଳରେ ସହର ବିଭିନ୍ନ ସ୍ଥାନରେ ଆଣ୍ଠୁଏ ଆଣ୍ଠୁଏ ପାଣି ଛିଡ଼ା ହୋଇଛି…

‘ଆମରି ଶିଶୁ’ ପୋର୍ଟାଲ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୬: ଶିଶୁ କଲ୍ୟାଣ ଏବଂ ଡିଜିଟାଲ ପ୍ରଶାସନକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୁପ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ରାଜ୍ୟ ମହିଳା ଏବଂ ଶିଶୁ ପ୍ରତିଷ୍ଠାନରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ଅଧୀନରେ ‘ଆମରି…

ଭାଙ୍ଗିଲା ମହିମା ଗାଦିର ଦଧିନଉତି

ଢେଙ୍କାନାଳ : ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ରବିବାର ବିଳମ୍ବିତ ରାତିରେ ଭାଙ୍ଗିଯାଇଛି। ବଜ୍ରପାତରେ ଗାଦି ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି ସମ୍ପୂର୍ଣ୍ଣ ଭାଙ୍ଗିଛି। ସୋମବାର ସକାଳେ ଘଟଣା ସମ୍ପର୍କରେ ଜାଣିବା ପରେ ମହିମା ସନ୍ନ୍ୟାସୀ…