ରଥଯାତ୍ରାକୁ ସମ୍ପୂର୍ଣ୍ଣ ଭାବେ ଅଘଟଣ-ମୁକ୍ତ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ
ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ପୁରୀ ପୌରସଂସ୍ଥାର ଟାଉନ ହଲଠାରେ ରଥଯାତ୍ରା ପରିଚାଳନା ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି କହିଛନ୍ତି ଯେ, ରଥଯାତ୍ରାର ସୁପରିଚାଳନା ପାଇଁ ପ୍ରଶାସନ ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୁତ ଅଛି। ବୈଠକରେ ମୁଖ୍ୟମନ୍ତ୍ରୀ ରଥଯାତ୍ରାକୁ ସମ୍ପୂର୍ଣ୍ଣ…