State

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ

କଟକ: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବଢିଲା ଅଡ଼ୁଆ। ଆବେଦନ ଖାରଜ କଲେ ହାଇକୋର୍ଟ। ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ବିରୋଧରେ ବେଆଇନ ଅର୍ଥ କାରବାରକୁ ନେଇ ସିବିଆଇ ମାମଲା ରୁଜୁ କରିଥିଲା। ବିଷ୍ଣୁପଦ ସେଠୀଙ୍କ ଘରେ ଚଢାଉ ମଧ୍ୟ ହୋଇଥିଲା। ସିବିଆଇ ପକ୍ଷରୁ…

ସମ୍ପତ୍ତି ପାଇଁ ଭାଇକୁ ହତ୍ୟା କଲା ଭାଇ: ୩ ଜଣଙ୍କୁ ଗିରଫ କଲା ପୋଲିସ, ଜଣେ ଫେରାର

କଟକ: ଭାଇ ସାଜିଲା ଭଗାରୀ । ସମ୍ପତ୍ତି ପାଇଁ ଭାଇକୁ ହତ୍ୟା କଲା ଭାଇ । ମିଳିମିଶି ଜୀବନ ନେଲେ ଭାଇ, ଭାଇ ବୋହୂ ଓ ପୁତୁରା । କଟକ ବକ୍ସିବଜାର ସିଡିଏ ମାର୍କେଟ କମ୍ପ୍ଲେକ୍ସ ହତ୍ୟାକାଣ୍ଡର ପର୍ଦ୍ଦାଫାସ୍ । ତିନି…

ଯବାନ-ମାଓବାଦୀ ମଧ୍ୟରେ ଗୁଳିବିନିମୟ, ୨ ନକ୍ସଲ ନିହତ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କାଙ୍କେର ଜିଲ୍ଲାର ଛୋଟାବେଠିଆ ଅଞ୍ଚଳରେ ଆଜି ସକାଳେ ଯବାନ-ମାଓବାଦୀ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଗୁଳିବିନିମୟରେ ୨ ନକ୍ସଲ ନିହତ ହୋଇଥିବା ସୂଚନା ରହିଛି। ସୂଚନା ଅନୁସାରେ ଛୋଟାବେଠିଆ ଅଞ୍ଚଳରେ ପ୍ରାୟ ଅଧ ଘଣ୍ଟା…

ବରଯାତ୍ରୀଙ୍କ ଉପରେ ପଡିଲା ବିରାଟ ଆମ୍ବ ଗଛ, ଜଣେ ମୃତ ୩ ଗୁରୁତର

କେନ୍ଦୁଝର : ବର ସାଙ୍ଗରେ ବରଯାତ୍ରୀ ହୋଇ ଯାଉଥିଲେ ପ୍ରଶାନ୍ତ କୁମାର । କନିଆ ଘରେ ପହଞ୍ଚି ବାହାଘରର ମଜା ନେଇଥାନ୍ତେ । ନାଚି ନାଚି ବର ଧରି ଯାଉଥିଲେ ପ୍ରଶାନ୍ତ । କିନ୍ତୁ ରାସ୍ତା ମଝିରେ ଯେ ତାଙ୍କ ସହ…

ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ

ଭୁବନେଶ୍ବର: ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ଆଜି ନବୀନ ଭୁବନେଶ୍ବର ବିମାନ ବନ୍ଦରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରିଛନ୍ତି । ସେଠି କୋକିଲା…

ବଡ଼ଚଣା ବ୍ଲକ୍‌ର ୬ ହୋଟେଲ ସିଲ୍, ଜଳ ନମୁନାରୁ ମିଳିଲା ଇ-କୋଲାଇ ପଜେଟିଭ

ଯାଜପୁର: ଯାଜପୁର ଜିଲ୍ଲାରେ ଆତଙ୍କ ଖେଳାଇଛି ଡାଇରିଆ । ଦିନକୁ ଦିନ ବଢ଼ିବାରେ ଲାଗିଛି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା । ଏଭଳି ପରିସ୍ଥିତିରେ ଏବେ ବଡ଼ଚଣା ବ୍ଲକ୍‌ର ୬ ହୋଟେଲକୁ ସିଲ୍ କରିଛନ୍ତି ଜିଲ୍ଲା ପ୍ରଶାସନ । ଯାଜପୁର ଜିଲ୍ଲାରେ ଡ଼ାଇରିଆ…

ହାଇକୋର୍ଟ ଗଲେ ଧର୍ମଗଡ଼ର ପୂର୍ବତନ ଉପଜିଲ୍ଲାପାଳ ଧୀମନ୍ ଚକ୍‌ମା

ଭବାନୀପାଟଣା: ଧର୍ମଗଡ଼ ଉପଜିଲ୍ଲାପାଳ ଥିବା ଆଇଏଏସ୍‌ ଧୀମନ ଚକମାଙ୍କ ଜାମିନ ଆବେଦନ ଖାରଜ ହେବା ପରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ତେବେ ଭିଜିଲାନ୍ସ କୋର୍ଟରେ ଜାମିନ ନାମଞ୍ଜୁର ପରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ମାମଲାରେ…

ଉପର ମୁଣ୍ଡରେ ପ୍ରବଳ ବର୍ଷା, ଫୁଲୁଛି ସୁବର୍ଣ୍ଣରେଖା

ଜଳେଶ୍ୱର : ଫୁଲୁଛି ସୁବର୍ଣ୍ଣରେଖା । ନଦୀର ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ସୁବର୍ଣ୍ଣରେଖା ନଦୀର ଜଳସ୍ତର ବଢିବାରେ ଲାଗିଛି । ଝାଡଖଣ୍ତ ଗାଲୁଡିହି ବ୍ଯାରେଜ ୨ ଲକ୍ଷ ୪୨ ହଜାର କ୍ୟୁସେକ ପାଣି ଛାଡ଼ିଥିବାରୁ ନଦୀର ଜଳସ୍ତର କ୍ରମଶଃ…

ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥଙ୍କ ଦେହାନ୍ତ

କଟକ: ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥଙ୍କ ଦେହାନ୍ତ। ୭୮ ବର୍ଷ ବୟସରେ କଟକର ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସ୍ୱାସ୍ଥ୍ୟଜନିତ ସମସ୍ୟା ନେଇ ଗତ ୧୪ ତାରିଖରୁ ଚିକିତ୍ସିତ ହେଉଥିଲେ ନିରଞ୍ଜନ ରଥ। ଚାରିଦିନ ତଳେ ଭୀଷଣ ଜ୍ବର,…

ଏମସ୍ ଭୁବନେଶ୍ୱରକୁ ମିଳିବ ସିକଲ୍ ସେଲ୍ ରୋଗ ପରିଚାଳନା ଉତ୍କର୍ଷ କେନ୍ଦ୍ର ମାନ୍ୟତା

ଭୁବନେଶ୍ୱର : ସିକଲ୍ ସେଲ୍ (ରକ୍ତଶିକୁଳି) ରୋଗର ଅତ୍ୟାଧୁନିକ ଚିକିତ୍ସା ଏବଂ ଏହି କ୍ଷେତ୍ରରେ ଉଚ୍ଚତର ଗବେଷଣା ନିମନ୍ତେ ଏମ୍‌ସ ଭୁବନେଶ୍ୱରକୁ ଉତ୍କର୍ଷତା କେନ୍ଦ୍ର (ସେଣ୍ଟର୍‌ ଅଫ୍‌ ଏକ୍ସଲେନ୍ସ୍‌) ମାନ୍ୟତା ପ୍ରଦାନ କରାଯିବ। ଆଜି ଏମ୍‌ସ ଭୁବନେଶ୍ୱରରେ ଆୟୋଜିତ ବିଶ୍ୱ ସିକଲ୍…