ପୁଲିସ ନିକଟରେ ଆତ୍ମସମର୍ପଣ କଲେ ୧୨ ମାଓବାଦୀ
ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡ଼ିମ ଜିଲ୍ଲା ପୁଲିସ ନିକଟରେ ୧୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଡିଭିସିଏମ, ୪ ଜଣ ଏସିଏମ, ପାର୍ଟି ମେମ୍ବର ୨ ଜଣ, ମିସିଲିଆ ସଦସ୍ୟ ୨ ଜଣ ଏବଂ ଆରପିସି…
ମାଲକାନଗିରି: ସୀମାନ୍ତ ତେଲେଙ୍ଗାନାର ଭଦ୍ରାଦୀ କଥାଗୁଡ଼ିମ ଜିଲ୍ଲା ପୁଲିସ ନିକଟରେ ୧୨ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ୨ ଜଣ ଡିଭିସିଏମ, ୪ ଜଣ ଏସିଏମ, ପାର୍ଟି ମେମ୍ବର ୨ ଜଣ, ମିସିଲିଆ ସଦସ୍ୟ ୨ ଜଣ ଏବଂ ଆରପିସି…
ଭୋଗରାଇ: ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନାରେ ମାମଲା ରୁଜୁ ନହୋଇ ଜଣେ ଯୁବକଙ୍କୁ ଦୁଇ ଦିନ ଥାନା ଭିତରେ ଗୋଡ଼ ଓ ହାତରେ ହେଣ୍ଡକପ ପକାଇ ଥାନା ଅଧିକାରୀ ଅଟକ ରଖିଛନ୍ତି। ଖବର ପାଇ ବାଲେଶ୍ୱର ସାଂସଦ ପହଂଚି ଏସପିଙ୍କ ସହିତ…
ଆଠଗଡ଼ : ପାରିବାରିକ କଳହର କରୁଣ ପରିଣତି । ଏକା ସଙ୍ଗେ ବିଷ ପିଇଲେ ଗୋଟିଏ ପରିବାରର ୩ ଜଣ । ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର । କଟକ ଜିଲ୍ଲା ବଡ଼ମ୍ବା ଥାନା ଅନ୍ତର୍ଗତ ବଡ଼ବାରସିଂ…
ବ୍ରହ୍ମପୁର: ବହୁଚର୍ଚ୍ଚିତ ଗୋପାଳପୁର ବେଳାଭୂମିରେ ଗତ ରବିବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ତଦନ୍ତ ଆରମ୍ଭ କରିଛି। ପୀଡ଼ିତାଙ୍କ ବୟାନ ଆଧାରରେ ଆଇଜି ଏସ. ସାଇନିଙ୍କ ନେତୃତ୍ୱରେ ତନାଘନା ଆରମ୍ଭ ହୋଇଛି। ମଙ୍ଗଳବାର ଦିନ କୋର୍ଟ ପରିସରରେ…
ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକରେ ବନ୍ଦ ରହିବ ସମସ୍ତ ସ୍କୁଲ। ଜୁନ ୨୦ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଧ୍ୟାନରେ ରଖି ଭୁବନେଶ୍ବର ଓ କଟକ ମହାନଗର ସ୍ଥିତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ…
ବାରିପଦା: ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ବାରିପଦାର ଛଉ ପଡ଼ିଆ ଠାରେ ଆୟୋଜିତ ହୋଇଯାଇଛି ରାଜ୍ୟସ୍ତରୀୟ ଆଦିବାସୀ ଶକ୍ତି ସମାବେଶ । ଏହାକୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତିଯେ, ଓଡ଼ିଶା ସାଂସ୍କୃତିକ ବୈଭବ ଚିତ୍ରପଟରେ…
ଭୁବନେଶ୍ୱର: କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ। ରାଜକିଶୋର ପାଢ଼ୀ ପାଇବେ ଚଳିତ ବର୍ଷର ବାଲ୍ ସାହିତ୍ୟ ପୁରସ୍କାର। ‘କେତେ ଫୁଲ ଫୁଟିଛି’ ପୁସ୍ତକ ପାଇଁ ପୁରସ୍କୃତ ହେବେ ରାଜକିଶୋର ପାଢ଼ୀ। ଓଡ଼ିଆ ଭାଷା ପାଇଁ…
ଭୁବନେଶ୍ୱର: ଭୁବନେଶ୍ୱର ରେଳ ଷ୍ଟେସନ ବାହାରେ ମାଷ୍ଟର କ୍ୟାଣ୍ଟିନ୍ ସ୍କୋୟାରରେ ଥିବା ପାର୍କିଂ ୟାର୍ଡର ପାର୍କିଂ ଫି ହଠାତ୍ ୮ ଗୁଣା ବୃଦ୍ଧି ହୋଇଛି। ଯାହାକୁ ନେଇ ଯାତ୍ରୀମାନଙ୍କ ଗହଣରେ କ୍ଷୋଭ ଦେଖାଦେଇଛି। ଜୁନ୍ ୧୨ ତାରିଖରେ ରଜ ଛୁଟି ସମୟରେ…
ବ୍ରହ୍ମପୁର: ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ବିଭୂତି ଭୂଷଣ ଜେନା ଗୋପାଳପୁର ସମୁଦ୍ର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣାସ୍ଥଳର ଅନୁଧ୍ୟାନ କରିଛନ୍ତି । ମନ୍ତ୍ରୀଙ୍କ ସହିତ ବ୍ରହ୍ମପୁର ଏସପି ଡ଼ା ଶ୍ରବଣା ବିବେକ ଏମ ଓ ବ୍ରହ୍ମପୁର ଉପ…
ଯାଜପୁର: ଯାଜପୁର ଜିଲ୍ଲାରେ ୪୯ ସାମ୍ପଲରୁ ଆଉ ୧୬ କଲେରା ପଜିଟିଭ୍ ଚିହ୍ନଟ ହୋଇଛି । ଦୁଇଟି ପର୍ଯ୍ୟାୟରେ ଯାଇଥିବା ସାମ୍ପଲ୍ରୁ ପଜିଟିଭ୍ ଚିହ୍ନଟ ହୋଇଛି । ୨୧ରୁ ୧୧ ଓ ପରବର୍ତ୍ତୀ ୨୮ ସାମ୍ପଲରୁ ୫ କଲେରା ପଜିଟିଭ୍ ଚିହ୍ନଟ…