ଝାଡ଼ାବାନ୍ତି ଡ଼ର: ସବୁ ଜିଲ୍ଲାକୁ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର: ରାଜ୍ୟରେ ଡରାଉଛି ଝାଡାବାନ୍ତି। ଦୃତ ଗତିରେ ଜିଲ୍ଲାକୁ ଜିଲ୍ଲା ମାଡି ଚାଲିଛି ଡାଇରିଆ। ଏନେଇ ଏବେ ଚିନ୍ତାରେ ଓଡ଼ିଶା। ଏହାକୁ ଦୃଷ୍ଟିରେ ରଖି ସବୁ ଜିଲ୍ଲାକୁ ତର୍କ କରାଇଛନ୍ତି ସ୍ୱାସ୍ଥ୍ୟ ସଚିବ। ଏନେଇ ସ୍ବାସ୍ଥ୍ୟ ସଚିବ ଅଶ୍ବତୀ ଏସ୍ ପ୍ରତିକ୍ରିୟା…