୫ ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି ଦେଲେ ରାଜ୍ୟ ସରକାର
ଭୁବନେଶ୍ଵର: ୫ ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଭୁବନେଶ୍ୱର ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନଠାରେ ୫ଟି ବିଭାଗର ୯୬୪ଟି ପଦବୀ ପୂରଣ ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା। ଏହି ଅବସରରେ…
ଭୁବନେଶ୍ଵର: ୫ ବିଭାଗରେ ୯୬୪ ଜଣଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଭୁବନେଶ୍ୱର ଓୟୁଏଟି ସ୍ଥିତ କୃଷି ଶିକ୍ଷା ସଦନଠାରେ ୫ଟି ବିଭାଗର ୯୬୪ଟି ପଦବୀ ପୂରଣ ପାଇଁ ନିଯୁକ୍ତି ମେଳାର ଆୟୋଜନ କରାଯାଇଥିଲା। ଏହି ଅବସରରେ…
କଟକ: କଟକ ଏସସିବି ମେଡିକାଲରେ ଜଣେ ହଇଜା ରୋଗୀଙ୍କର ସୋମବାର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଯାଜପୁର ଜିଲାର ସୁକିନ୍ଦା ଅନ୍ତର୍ଗତ ହାତୀବାରିର ବସନ୍ତ ବାରିକ। କିଛି ଦିନ ତଳେ ବସନ୍ତ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ଅବସ୍ଥା ଗୁରୁତର…
ଭୁବନେଶ୍ୱର : ଅଦିନିଆ ରଥଯାତ୍ରା କଲେ ହେବ ଆଇନଗତ ପଦକ୍ଷେପ | ଏମିତି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ | ଶ୍ରୀ ମନ୍ଦିର ପ୍ରଶାସନ ସଂଗେ ଆଲୋଚନା ହୋଇଛି | ଗଜପତି ମହାରାଜା ପତ୍ର ଲେଖି ସାରିଛନ୍ତି | ନୂଆପଡାରେ…
ଯାଜପୁର: ଗତ କିଛି ଦିନ ହେଲା ଯାଜପୁର ଜିଲ୍ଲାରେ ହଇଜା ବ୍ୟାପିଚାଲିଛି। ରାଜ୍ୟର ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଝାଡ଼ାବାନ୍ତି ବ୍ୟାପୁଛି। ଦୂଷିତ ପାଣି ଓ ବାସି ଖାଦ୍ୟ ଯୋଗୁଁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଉଛି।…
ପୁରୀ: ଗଜପତି ମହାରାଜାଙ୍କ ସାନଭାଇଙ୍କ ପରଲୋକ। ରଣାର୍ଣ୍ଣବ ଦେବଙ୍କର ରବିବାର ରାତିରେ ପରଲୋକ ହୋଇଛି । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ରାଜକୀୟ ପରମ୍ପରା ଅନୁଯାୟୀ…
ଭୁବନେଶ୍ବର: ରାଜ୍ୟରେ ବ୍ୟାପୁଥିବା ହଇଜା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହାର ନିରାକରଣ ପାଇଁ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହୋଇଛି । ସୂଚନା ଦେଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ ଡା. ସଂଯୁକ୍ତା ସାହୁ । ସେ କହିଛନ୍ତି ଯେ, ଏହି ଅଭିଯାନ ଦେଢ଼…
ଭୁବନେଶ୍ୱର : ୨୦ରେ ଖୋଲିବ ସ୍କୁଲ । ଜୁନ୍ ୧୮ ତାରିଖ ବଦଳରେ ୨୦ରେ ଖୋଲିବ ସ୍କୁଲ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ DEOଙ୍କୁ ଚିଠି ଲେଖାଯାଇଛି । ସ୍କୁଲ ଖୋଲିବା ପରେ ପୁଣି ମିଳିବ ମଧ୍ୟାହ୍ନ ଭୋଜନ ।…
ଗୋପାଳପୁର: ଗୋପାଳପୁରରେ ଲଜ୍ଜା ! ଗୋପାଳପୁର ବେଳାଭୂମିକୁ ପୁରୁଷ ବନ୍ଧୁଙ୍କ ସହ ବୁଲିବାକୁ ଆସିଥିବା ଜଣେ ଛାତ୍ରୀ ଗଣଦୁଷ୍କର୍ମର ଶିକାର ହୋଇଥିବା ନେଇ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ଅଭିଯୋଗକୁ ଆଧାର ପୁଲିସ ଘଟଣାରେ ସମ୍ପୃକ୍ତ ୬/୭ ଯୁବକଙ୍କୁ ଥାନାରେ ଅଟକ…
ଯାଜପୁରରେ ଚିନ୍ତା ବଢ଼ାଇଲାଣି ଡାଇରିଆ । ଦିନକରେ ୧୫ଜଣ ନୂଆ ରୋଗୀ ଚିହ୍ନଟ । ମୋଟ ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି । ବର୍ତ୍ତମାନ ସୁଦ୍ଧା ଜିଲ୍ଲାର ୮ଟି ବ୍ଲକରେ ୧୭୮୭ ଜଣ ଡାଇରିଆରେ ଆକ୍ରାନ୍ତ ହୋଇଛନ୍ତି । ଝାଡ଼ାବାନ୍ତି ପରେ…
ପୁରୀ: ସ୍ନାନପୂର୍ଣ୍ଣମୀ ଦିନ ୧୦୮ ଗରା ସୁବାସିତ ଶୀତଳ ଜଳରେ ସ୍ନାନ କରିବା ପରେ ଏବେ ଶ୍ରୀଜିଉମାନେ ଏବେ ଅଣସର ଘରେ ଥିବାବେଳେ ଦଇତାପତି ସେବକମାନେ ଶ୍ରୀ ବିଗ୍ରହମାନଙ୍କର ସେବା ଶୁଶ୍ରୁଷା କରୁଛନ୍ତି । ଗତକାଲି ପଞ୍ଚମୀ ତିଥିରେ ଦଇତାପତି ସେବକ…