State

ଯାଜପୁରରେ ଡାଇରିଆ-ହଇଜା: ସ୍ଥିତି ପରଖିବେ ୧୪ଜଣିଆ କେନ୍ଦ୍ରୀୟ ଟିମ୍‌

ଯାଜପୁର/ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ଡାଇରିଆରେ ପରେ ହଇଜା ସଂକ୍ରମଣ ବ୍ୟାପିବା ଆରମ୍ଭ କରିଛି। ଜିଲ୍ଲାରେ ଡାଇରିଆର ବ୍ୟାପିବାର କାରଣ ହଇଜା (କଲେରା) ଜୀବାଣୁ ହୋଇଥାଏ ବୋଲି ମଧ୍ୟ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ ଜିଲ୍ଲାର ପରିସ୍ଥିତି ସଂପର୍କରେ ଅବଗତ ହେବା ପାଇଁ…

ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟାଯିବ: ମନ୍ତ୍ରୀ ରବି ନାରାୟଣ ନାୟକ

ଭୁବନେଶ୍ବର: ୨୦ ତାରିଖ ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ । ମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୨୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟାଯିବ।…

ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାମ ଶୀଘ୍ର ସାରିବାକୁ ଏଏସଆଇଙ୍କୁ ଚିଠି

ଭୁବନେଶ୍ବର: ମହାପ୍ରଭୁଙ୍କ ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାମ ଶୀଘ୍ର ସାରିବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ ଏଏସଆଇକୁ ଚିଠି ଲେଖିଛନ୍ତି। ରଥଯାତ୍ରା ସମୟରେ (ଆସନ୍ତା ଜୁନ୍ ୨୮ ରୁ ଜୁଲାଇ ୬ ମଧ୍ୟରେ) ବାକି ଥିବା…

ଯାଜପୁରରେ କଲେରା ଜୀବାଣୁ ଚିହ୍ନଟ: ଭୋଜି ନ କରିବାକୁ ଜିଲ୍ଲା ପ୍ରଶାସନର ପରାମର୍ଶ

ଯାଜପୁର/ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ଡାଇରିଆରେ ଶତାଧିକ ଆକ୍ରାନ୍ତଙ୍କ ମଧ୍ୟରୁ ୮ଜଣଙ୍କଠାରେ ହଇଜା (କଲେରା) ଜୀବାଣୁ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ସତର୍କତା ଲାଗି ପରାମର୍ଶ ଦିଆଯାଇଛି। ସାମୂହିକ ସମାବେଶରେ ଭୋଜିର ଆୟୋଜନ ନ କରିବାକୁ ଜିଲ୍ଲା ପ୍ରଶାସନ କହିଛି ।…

ପୁଣି ଫେରିବ ମୌସୁମୀ ବର୍ଷା, ଜୁନ ୨୦ ଯାଏଁ ସତର୍କ ସୂଚନା ଜାରି

ଭୁବନେଶ୍ୱର: ଏଥର ରଜ ଫିକା ପଡ଼ିବ ! ପାଗ ବଦଳିଥିବାରୁ ମୌସୁମୀ ବର୍ଷାରେ ଓଡ଼ିଶା ଭିଜିବ। ଆସନ୍ତା ୧୮ ତାରିଖ ବେଳକୁ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ରହିଛି ସମ୍ଭାବନା। ଉତ୍ତର-ଓଡ଼ିଶା ଓ ଝାଡ଼ଖଣ୍ଡ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ଅଛି,…

ଇରାନ ସେନା ମୁଖ୍ୟ, କମାଣ୍ଡରଙ୍କ ସହିତ ୨ ବୈଜ୍ଞାନିକଙ୍କ ମୃତ୍ୟୁ: ଭୟଙ୍କର ପରିଣାମ ଭୋଗିବାକୁ ଇସ୍ରାଏଲକୁ ଖାମନେଇଙ୍କ ଚେତାବନୀ

ତେହେରାନ : ଇସ୍ରାଏଲ ଏୟାର ଷ୍ଟ୍ରାଇକରେ ଇରାନର ବଡ଼ କ୍ଷତି ଘଟିଛି। ଇରାନର ପରମାଣୁ କେନ୍ଦ୍ରକୁ ଟାର୍ଗେଟ କରି ଇସ୍ରାଏଲ ଆକ୍ରମଣ କରିଥିବାବେଳେ ଏଥିରେ ଇରାନ ରିଭୋଲ୍ୟୁସନାରି ଗାର୍ଡ ମୁଖ୍ୟ ଜେନେରାଲ ବଘେରି ଏବଂ କମାଣ୍ଡର ଇନ ଚିଫ ହୋସେନ ସଲାମିଙ୍କ…

ବାଇକ୍‌ ଆରୋହୀ ତିନି ଯୁବକଙ୍କୁ ଚାପି ଦେଲା ଟ୍ରକ୍‌

କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ଥାନା ଅଧିନ ଶୁଅକାଟି ଫାଣ୍ତି ଅନ୍ତର୍ଗତ ଠାକୁରଡିହି ବୁଲାଣି ଛକ ନିକଟରେ ଆଜି ଅପରାହ୍ନ ସମୟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡି ଧକ୍କାରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ମୃତକମାନେ…

ଗୁଳି-ବନ୍ଧୁକ କାରବାର ବେଳେ ଚଢ଼ଉ: ଜଣେ ଓଡ଼ିଆ ସମେତ ୫ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ରାଜଧାନୀରେ ବୁଲୁଛି ସ୍ବୟଂଚାଳିତ ପିସ୍ତଲ, ରିଭଲଭର। ବାହାର ରାଜ୍ୟରୁ ମାରଣାସ୍ତ୍ର ଆଣି ଭୁବନେଶ୍ୱରରେ ଚୋରି, ଡକାୟତି, ରାହଜାନୀ, ଲୁଟ ଭଳି ଅପରାଧ ଏବଂ ହିଂସା ସୃଷ୍ଟି କରିବାକୁ ଚାଲିଛି ଯୋଜନା। ତେବେ ଅପରାଧ ପାଇଁ ବ୍ୟବହାର ହେବାକୁ ଥିବା ଏକ…

୧୧ ଜିଲ୍ଲାରେ ୩୮୭୮ କୋଟିର ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ବୈଠକରେ ୧୭ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟରେ ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି। ୧୧ଟି ଜିଲ୍ଲାରେ ୧୭ଟି ପ୍ରକଳ୍ପ…

ପୁରୀ ରେଳ ଷ୍ଟେସନରେ ମକ୍ ଡ୍ରିଲ୍

ପୁରୀ : ପୁରୀ ରେଳ ଷ୍ଟେସନର ମକ୍ ଡ୍ରିଲ୍। ରଥ ଯାତ୍ରାରେ ଲକ୍ଷାଧିକ ଭକ୍ତ ଓ ଯାତ୍ରୀ ପୁରୀ ଆସିବାକୁ ଥିବାରୁ ଯଦି ଷ୍ଟେସନରେ ଆତଙ୍କବାଦୀ ଆକ୍ରମଣ ହୁଏ, ତେବେ ଏହାକୁ କିଭଳି ମୁକାବିଲା କରିହେବ ସେ ନେଇ ଓଡ଼ିଶା ପୁଲିସ…