ଆମ ରାଜନୈତିକ ପ୍ରଶିକ୍ଷଣର ପ୍ରଥମ ଶିକ୍ଷା – ନାରୀଙ୍କୁ ସମ୍ମାନ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ରାଜ୍ୟ ବିଜେପି ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ମହିଳା ଓ ଶିଶୁ କଲ୍ୟାଣ ବିଭାଗ ଦ୍ୱାରା କଟକର ବାଲିଯାତ୍ରା ପଡ଼ିଆ ଠାରେ ଆଜି ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶ ଆୟୋଜିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସମାବେଶରେ…