ରଜରେ ଖୋଲା ରହିବ ନନ୍ଦନକାନନ, ୧୭ ତାରିଖରେ ବନ୍ଦ ରହିବ ପ୍ରାଣୀ ଉଦ୍ୟାନ
ଭୁବନେଶ୍ୱର : ନନ୍ଦନକାନନ କର୍ତ୍ତୃପକ୍ଷ ବଡ଼ ନିଷ୍ପତ୍ତି । ସୋମବାର ରଜ ପର୍ବ ତୃତୀୟ ଦିନ ପଡୁଥିବାରୁ ପର୍ଯ୍ୟଟକମାନଙ୍କ ପାଇଁ ନନ୍ଦନକାନନ ଖୋଲା ରହି ମଙ୍ଗଳବାର ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦ୍ଦେଶକ ସନତ କୁମାର ନାରାୟଣ ସୂଚନା ଦେଇଛନ୍ତି ।…