State

ଭଦ୍ରକରେ ୨୪ ଘଣ୍ଟା ଇଣ୍ଟରନେଟ ସେବା ବନ୍ଦ

ଭଦ୍ରକ : ଭଦ୍ରକରେ ୨୪ ଘଣ୍ଟା ପାଇଁ ଇଣ୍ଟର ସେବା ବନ୍ଦ। ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ପର୍ଯ୍ୟନ୍ତ ଇଣ୍ଟରସେବା ବନ୍ଦ ରହିଛି। ଭଦ୍ରକ ବ୍ଲକ ଓ ପୌରାଞ୍ଚଳ, ତିହିଡି ବ୍ଲକ ଅଂଚଳ, ଧାମନଗର ବ୍ଲକ ଓ NAC ଅଂଚଳରେ…

ଆସନ୍ତାକାଲି ଠାରୁ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଅଲାରନାଥ

ପୁରୀ : ସ୍ନାନଯାତ୍ରା ଶେଷ ହେବା ପରେ ଠାକୁରଙ୍କୁ ଅଣସର ଘରକୁ ନିଆଯିବ । ଆସନ୍ତାକାଲି ଠାରୁ ଶ୍ରୀଅଲାରନାଥ ଭକ୍ତଙ୍କୁ ଦର୍ଶନ ଦେବେ । ଏଥିପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବ୍ରହ୍ମଗିରିରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସୁରକ୍ଷା ପାଇଁ ବ୍ୟାପକ…

ଆସନ୍ତାକାଲିଠୁ ଭୁବନେଶ୍ୱରରୁ ଆବୁଧାବି ସିଧାସଳଖ ଉଡାଣ

ଭୁବନେଶ୍ୱର: ବିଲ୍ଡିଂ ମ୍ୟାନେଜମେଣ୍ଟ ଅଫ୍ ଏଭିଏସନ୍ ଆସେଟ୍ସ ଆଣ୍ଡ୍ ନେଟୱାର୍କ (B-MAAN) ଅଧୀନରେ ଭୁବନେଶ୍ୱର ଏବଂ ଆବୁଧାବି ମଧ୍ୟରେ ସିଧାସଳଖ ବିମାନ ସେବା ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଇଣ୍ଡିଗୋ ସପ୍ତାହରେ ତିନିଥର ମଙ୍ଗଳବାର, ଗୁରୁବାର ଏବଂ ଶନିବାର ଏହି ସିଧାସଳଖ…

ଭୁବନେଶ୍ୱରରୁ ୩୧ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ବ୍ରାଉନ୍ ସୁଗାର ଜବତ

ଭୁବନେଶ୍ୱର: ଓଡ଼ିଶା କ୍ରାଇମ୍ ବ୍ରାଞ୍ଚର ସ୍ପେଶାଲ୍ ଟାସ୍କ ଫୋର୍ସ (ଏସଟିଏଫ) ଭୁବନେଶ୍ୱରରେ ୩୧ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ୩୧୯ ଗ୍ରାମ ଓଜନର ବ୍ରାଉନ୍ ସୁଗାର ଜବତ କରିଛି। ଜଣେ ଡ୍ରଗ୍ସ ବ୍ୟବସାୟୀଙ୍କୁ ଗିରଫ କରିଛି। ଏସଟିଏଫର ଏକ ଟିମ୍ ମଙ୍ଗଳବାର…

ହାତୀବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ : ଶ୍ରୀକ୍ଷେତ୍ର ଆଜି ଚଳଚଞ୍ଚଳ ହୋଇ ଉଠିଛି । ସ୍ନାନବେଦୀରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଅନୁଷ୍ଠିତ ହୋଇଛି । ଚତୁର୍ଦ୍ଧାମୂର୍ତ୍ତି ରତ୍ନବେଦୀରୁ ସ୍ନାନବେଦୀକୁ ଆସି ଭକ୍ତଙ୍କୁ ହାତୀବେଶରେ ଦର୍ଶନ ଦେଉଛନ୍ତି । ସୁନା କୂଅର ୧୦୮ ଗରା ସୁବାସିତ ଜଳରେ ସ୍ନାନ…

ଆଗକୁ ସ୍କୁଲରେ ଆଡ଼ମିଶନ ପାଇଁ ଆଧାର କାର୍ଡ ନିହାତି ଆବଶ୍ୟକ: ମନ୍ତ୍ରୀ

ଭୁବନେଶ୍ବର: ଏଥର ସ୍କୁଲରେ ଆଡ଼ମିଶନ ପାଇଁ ଆଧାର କାର୍ଡ ନିହାତି ଆବଶ୍ୟକ । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଯେଉଁ ପିଲାଙ୍କର ଆଧାର କାର୍ଡ ନାହିଁ ତାଙ୍କର କେମିତି ଆଧାର କାର୍ଡ ହୋଇପାରିବ…

ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡ଼ିଲା ମୁଣ୍ଡ, ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ସୂଚନା

ପୁରୀ : ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡ଼ିଲା ମୁଣ୍ଡ । ଟାଉନ ଥାନା ଅନ୍ତର୍ଗତ ଗୁଡ଼ିଆ ସାହିରେ ଘଟିଛି ହତ୍ୟା । ସ୍ନାନ ପୂର୍ଣ୍ଣିମା ପାଇଁ ୭୦ପ୍ଲାଟୁନ ରୁ ଅଧିକ ଫୋର୍ସ ମୁତୟନ ରହିଥିବାବେଳେ ଦିବା ଲୋକରେ ଘଟିଛି ଏହି ଜଘନ୍ୟ ହତ୍ୟାକାଣ୍ଡ…

ପୁଣି ବଢିଲା ସୁନା ଦର

ଭୁବନେଶ୍ୱର: କିଛିଦିନର ଆଶ୍ୱସ୍ତି ପରେ ପୁଣି ବଢିଲା ସୁନା ଦର। ଗତ କିଛି ଦିନ ଲଗାତାର ସୁନା ଦର କମିଚାଲିଥିଲା। ହେଲେ ଏବେ ସୁନା ଦର ପୁଣି ମୁଣ୍ଡ ବିନ୍ଧାର କାରଣ ପାଲଟିଛି। ପୁଣି ଲକ୍ଷେ ଟପିଯିବ କି ସୁନ ମୂଲ୍ୟ…

AI କ୍ୟାମେରା ନଜରରେ ରହିଛି ପୁରୀ ସହର

ପୁରୀ : ଆଜି ମହାପ୍ରଭୁଙ୍କ ଦିବ୍ୟ ସ୍ନାନ ପୂର୍ଣ୍ଣିମା । ଏହି ଅବସରରେ ଶ୍ରୀକ୍ଷେତ୍ରରେ ପ୍ରବଳ ଭିଡ ହୋଇଛି । ଏନେଇ ଭକ୍ତଙ୍କ ଗହଳିକୁ ନଜର ରଖି ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୭୦ପ୍ଲାଟୁନ ପୁଲିସ ଫୋର୍ସଙ୍କ ସମେତ…

ଖାଦ୍ୟ ବିଷପ୍ରକ୍ରିୟାକରଣ ଯୋଗୁଁ ହୋଇଛି ଝାଡ଼ାବାନ୍ତି: ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଯାଜପୁର: ଧର୍ମଶାଳା ଅଞ୍ଚଳରେ ମଙ୍ଗଳବାରଠାରୁ ଅଚାନକ ଶତାଧିକ ରୋଗୀ ଝାଡ଼ା ବାନ୍ତିରେ ଆକ୍ରାନ୍ତ ହୋଇ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଉକ୍ତ ଅଞ୍ଚଳର ଅନେକ ପଞ୍ଚାୟତର ଲୋକେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଥିବାବେଳେ ମେଡିକାଲ ପରିସରରେ ରୋଗୀ ଓ…