ଯାଜପୁରରେ ଅଣାୟତ୍ତ ହେଉଛି ଝାଡ଼ାବାନ୍ତି: ୨ ଜଣ ମୃତ, ୫୦୦ ଆକ୍ରାନ୍ତ
ଯାଜପୁର: ଯାଜପୁରରେ ଡାଇରିଆ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଆଜି ଆଉ କିଛି ଆକ୍ରାନ୍ତ ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଡାଇରିଆରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ଶହରୁ ଅଧିକ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି । ଦାନଗଦି…