State

ଓଡିଶା ଆସିବେ ମୋଦି, ମୋହନ ସରକାରଙ୍କ ପ୍ରଥମ ବାର୍ଷିକୀ ଉତ୍ସବରେ ଯୋଗଦେବେ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ବିଜେପି ସରକାରଙ୍କ ପ୍ରଥମ ବାର୍ଷିକୀ ପାଳନ ଉତ୍ସବରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୧୨ ତାରିଖରେ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଭୁବନେଶ୍ୱରର ଜନତା ମଇଦାନରେ ହେବାକୁ…

ଶାଳୀକୁ ଟାଙ୍ଗିଆରେ ହାଣି ହତ୍ୟା କଲା ଭିଣୋଇ

ଭୁବନେଶ୍ୱର : ଗଞ୍ଜାମ ଜଗନ୍ନାଥପ୍ରସାଦ ଥାନା ଚଢ଼େୟା ପଲ୍ଲୀରେ ହୋଇଛି ନିର୍ମମ ହତ୍ୟାକାଣ୍ଡ । ଶାଳିକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି ଭିଣୋଇ । ଜମିଜମା ବିବାଦରୁ ହତ୍ୟାକାଣ୍ଡ ଘଟିଥିବା ସୂଚନା ମିଳିଛି । ଘଟଣାସ୍ଥଳରୁ ଅଭିଯୁକ୍ତ ଫେରାର ହୋଇଥିବା ବେଳେ…

ବିସ୍ଫୋରକ ଭ୍ୟାନ ଜବତ୍ ମାମଲାରେ ତଦନ୍ତ, ଶ୍ରବଣ ଅଗ୍ରୱାଲଙ୍କ ପତ୍ନୀ ନିକିତା ଅଗ୍ରୱାଲଙ୍କୁ ପଚରାଉଚରା

ରାଉରକେଲା: ରାଉରକେଲାର ବାଲୁଘାଟ ପେଟ୍ରୋଲ ପମ୍ପ ନିକଟରୁ ଜବତ୍ ଦୁଇଟି ଏକ୍ସପ୍ଲୋସିଭ ଭ୍ୟାନ ସମ୍ପର୍କରେ ତଦନ୍ତକୁ ଜୋରଦାର କରିଛି ରାଉରକେଲା ପୋଲିସ୍ । ଗୋଟିଏ ଭ୍ୟାନର ଟ୍ରାନଜିଟ ପରମିଟ ନଥିବା ବେଳେ ଆଉ ଗୋଟିଏର ବନ୍ଦ ପଡିଥିବା ଶୁଭମ୍ ଏଗ୍ରିଗେଟ ନାମରେ…

ଆଜି ଆସିବ ପୋଷ୍ଟମୋର୍ଟମ ରିପୋର୍ଟ, ୬ ରୋଗୀଙ୍କ ମୃତ୍ୟୁ ପରେ ଫୋକସରେ ନୋରେପିନେଫ୍ରିନ୍ ଇଞ୍ଜେକ୍ସନ୍

ଜୟପୁର: କୋରାପୁଟ ସହିଦ ଲକ୍ଷ୍ଣଣ ନାୟକ ହସପିଟାଲରେ ୬ ରୋଗୀଙ୍କ ମୃତ୍ୟୁ ଘଟଣାରେ ତନାଘନା । ମେଡିକାଲରେ ପହଞ୍ଚିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ। କେଉଁ ପରିସ୍ଥିତିରେ ଏପରି ଘଟଣା ଘଟିଲା ତାର ସମୀକ୍ଷା କରୁଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । ମେଡିକାଲର ସମସ୍ତ କର୍ମଚାରୀଙ୍କୁ ଘଟଣା ନେଇ…

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ସନ୍ଧ୍ୟା ଧୂପ ନୀତି ଶେଷ ପରେ ଆଜ୍ଞାମାଳ ବିଜେ

ପୁରୀ : ଆଜି ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି । ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ନୀତି । ସନ୍ଧ୍ୟା ଧୂପ ନୀତି ଶେଷ ହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ ଶ୍ରୀଜିଉ । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର…

ଭାଜପାର ଏକ ବର୍ଷ ପୂର୍ତ୍ତି ଉତ୍ସବ ପାଳିତ, ପିପିଲି-ଡ଼େଲାଙ୍ଗବାସୀଙ୍କ ଆଗରେ ରିପୋର୍ଟ କାର୍ଡ଼ ଦେଲେ ବିଧାୟକ ଓ ସାଂସଦ

ପିପିଲି : ଭାଜପା ପାଳନ କରିଛି ବିଜୟ ଉତ୍ସବର ଏକ ବର୍ଷ ପୂର୍ତ୍ତି ଉତ୍ସବ । ପିପିଲି ଦାଣ୍ଡମୁକୁନ୍ଦପୁର ବାଲିପଡ଼ଇଆରେ ବିଶାଳ ଆଶୀର୍ବାଦ ଉତ୍ସବ ଆୟୋଜିତ କରି ନିର୍ବାଚନ ମଣ୍ଡଳୀର ଜନସାଧାରଣଙ୍କ ଆଶିଷ କାମନା କରିଥିଲେ ପିପିଲି ବିଧାୟକ ଆଶ୍ରିତ ପଟ୍ଟନାୟକ…

ବିଶିଷ୍ଟ ପରିବେଶବିତ୍‌ ମେଧା ପାଟେକରଙ୍କୁ ରେଲୱେ ଷ୍ଟେସନରୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର: ବିଶିଷ୍ଟ ପରିବେଶବିତ୍‌ ମେଧା ପାଟେକର ଅଟକ ରଖିଛି ରାୟଗଡା ପୋଲିସ । ରାୟଗଡା ରେଳ ଷ୍ଟେସନରୁ ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି । ବିଶ୍ଵ ପରିବେଶ ଦିବସରେ ପ୍ରାକୃତିକ ସମ୍ପଦ ସମାବେଶରେ ଯୋଗଦେବାକୁ କାଶୀପୁର ବ୍ଲକର ସୁଙ୍ଗେର ହାଟପଦାଯାଉଥିବା…

କୋରାପୁଟ ଯିବେ ସ୍ୱାସ୍ଥ୍ୟମନ୍ତ୍ରୀ, ସହିଦ ଲକ୍ଷ୍ମଣ ନାୟକ ହସ୍ପିଟାଲରେ ମୃତ୍ୟୁ ଘଟଣାର କରିବେ ସ୍ଥିତି ଅନୁଧ୍ୟାନ

କୋରାପୁଟ: ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ୬ ରୋଗୀ ମୃତ୍ୟୁ ଘଟଣାରେ ଅନୁଧ୍ୟାନ ପାଇଁ ମେଡିକାଲ ଯିବେ ସ୍ବାସ୍ଥ୍ୟମନ୍ତ୍ରୀ। କେଉଁ ପରିସ୍ଥିତିରେ ଏପରି ଘଟଣା ଘଟିଲା ତାର ସମୀକ୍ଷା କରିବେ। ମେଡିକାଲର ସମସ୍ତ କର୍ମଚାରୀଙ୍କୁ ଘଟଣା ନେଇ…

ରାଜ୍ୟରେ ୨୪ ଘଣ୍ଟାରେ ୫ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଧିରେ ଧିରେ କାୟା ବିସ୍ତାର କରୁଛି କୋରୋନା ସଂକ୍ରମଣ । ଗତ ୨୪ ଘଣ୍ଟାରେ ଆଉ ୫ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଛି । ସେମାନଙ୍କ…

ରକ୍ତ ଅଭାବରୁ ନାବାଳକର ମୃତ୍ୟୁ ! ନ୍ୟାୟ ଦାବିରେ ଧାରଣାରେ ବସିଲେ ପରିବାର

ରାୟଗଡ଼ା: ଆବଶ୍ୟକ ସମୟରେ ଓଡ଼ିଶା ରକ୍ତ କେନ୍ଦ୍ର ରାୟଗଡ଼ାରୁ ରକ୍ତ ନମିଳିବାରୁ ଜଣେ ନାବାଳକର ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ମୃତକଙ୍କ ପରିବାର ବର୍ଗ। ମୃତ ନାବାଳକ ହେଲେ ରାଜୀବ ଟାକିରି (୯)। ସେ ଜ୍ୱରରେ ପୀଡ଼ିତ ଥିବାରୁ ପରିବାର ଲୋକେ…