State

ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ‌, ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ବର: କୋଭିଡ୍‌-୧୯ ପୁଣି ଥରେ ସାରା ଭାରତରେ ମୁଣ୍ଡ ଟେକିବା ଆରମ୍ଭ କରିଛି। ଏଣେ ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ‌ହୋଇଛନ୍ତି। ଏନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଏହାଫଳରେ ରାଜ୍ୟରେ…

ସେବାୟତଙ୍କ ବିବାଦରୁ ନୀତି ୬ ଘଣ୍ଟା ବିଳମ୍ବ: ମଙ୍ଗଳଆଳତି ନହେଉଣୁ ହେଲା ସାହାଣମେଲା ଦର୍ଶନ

ଭୁବନେଶ୍ବର: ପ୍ରଭୁ ଲିଙ୍ଗରାଜଙ୍କ ନୀତିରେ କୌଣସି ସମସ୍ୟା ହେବ ନାହିଁ। ସେବାୟତଙ୍କ ଭିତରେ ଯଦି କୌଣସି ବିବାଦ ଉପୁଜେ, ସେଥିପାଇଁ ପ୍ରଭୁଙ୍କ ନୀତିରେ କୌଣସି ପ୍ରଭାବ ପଡ଼ିବ ନାହିଁ। ଯଦି ନୀତିରେ ବିଶୃଙ୍ଖଳା ଦେଖାଯାଏ ତେବେ ସଂପୃକ୍ତ ସେବାୟତଙ୍କ ବିରୋଧରେ ଦୃଢ଼…

ଉତ୍ତର-ପୂର୍ବ ରାଜ୍ୟରେ ବର୍ଷା ବିତ୍ପାତ, ୩୨ ମୃତ

ଗୁଆହାଟୀ: ଉତ୍ତର-ପୂର୍ବ ଭାରତରେ ବର୍ଷା ବିତ୍ପାତ ଯୋଗୁ ୩୨ ଜଣଙ୍କ ଜୀବନ ଗଲାଣି। ଆସାମ, ଅରୁଣାଚଳ ପ୍ରଦେଶ, ମଣିପୁର, ତ୍ରିପୁରା, ମିଜୋରାମ ଓ ମେଘାଳୟ ଭଳି ଏକାଧିକ ଉତ୍ତର-ପୂର୍ବ ରାଜ୍ୟରେ ପ୍ରବଳ ବର୍ଷା ଯୋଗୁଁ ସ୍ଥତି ଅସମ୍ଭାଳ ହୋଇପଡିଛି। ଏଥିରେ ୧୨…

ନବ ଦାସ ହତ୍ୟା ମାମଲା: ତ୍ୱରିତ ବିଚାର ପାଇଁ ପିପିଙ୍କ ସହ କ୍ରାଇମବ୍ରାଞ୍ଚର ଆଲୋଚନା

ଝାରସୁଗୁଡ଼ା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ପୁନଃ ତଦନ୍ତର ଦ୍ଵିତୀୟ ପର୍ଯ୍ୟାୟ ଛାନଭିନ ଗତକାଲିଠାରୁ ଆରମ୍ଭ ହୋଇଛି। ଆଜି ଦ୍ୱିତୀୟ ଦିନରେ ଅତିରିକ୍ତ ଏସପି ବିଜୟ ମଲ୍ଲିକ ଝାରସୁଗୁଡ଼ା ଅତିରିକ୍ତ ଦୌରା ଜଜଙ୍କ କୋର୍ଟରେ ପହଞ୍ଚି ପବ୍ଲିକ ପ୍ରସିକ୍ୟୁଟରଙ୍କ ସହ…

ଖୁବ୍ ଶୀଘ୍ର ବଦଳିବ ମାଷ୍ଟରକ୍ୟାଣ୍ଟିନ୍ ଛକର ନାଁ : ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ବର: ବଦଳିବ ରାଜଧାନୀର ଚଳଚଞ୍ଚଳ ଛକ ମାଷ୍ଟରକାଣ୍ଟିନର ନାଁ । ଖୁବ୍ ଶୀଘ୍ର ଏହାର ନାମ ପରିବର୍ତ୍ତନ କରାଯାଇ, ଓଡିଶାର ବରପୁତ୍ରଙ୍କ ନାଁରେ ନାମକରଣ କରାଯିବ । ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର…

୧୯ ଘଣ୍ଟା ଅଟକ ପରେ ମୁକ୍ତ ହେଲେ ସୁନ୍ଦରଗଡ଼ ବିଧାୟକ

ସୁନ୍ଦରଗଡ଼: ୧୯ ଘଣ୍ଟା ଅଟକ ପରେ ବିଧାୟକ ଯୋଗେଶ ସିଂ ଏବଂ ଗ୍ରାମବାସୀଙ୍କୁ ଛାଡ଼ିଲା ପୁଲିସ। ଉପ ଜିଲ୍ଲାପାଳ, ଅତିରିକ୍ତ ଏସ ପି ଏବଂ ଏସ ଡି ପି ଓ ଅଟକ ବିଧାୟକ ଓ ଗ୍ରାମବାସୀଙ୍କ ସହ ଆଲୋଚନା ପରେ ପୁଲିସ…

ଭାଇ ବୋହୂଙ୍କୁ ଦୁଷ୍କର୍ମ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେଲା ଦେଢ଼ଶୁର, ୧୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

କଟକ : ଭାଇ ବୋହୂଙ୍କୁ ଦୁଷ୍କର୍ମ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇ, ସଜ୍ଜା ଭୋଗିଲେ ଦେଢ଼ଶୁର। ଏକ ଦୁଷ୍କର୍ମ ଅଭିଯୋଗ ମାମଲାର ଶୁଣାଣି କରି ଆଜି ରାୟ ପ୍ରକାଶ କରିଛନ୍ତି କଟକ ଅତିରିକ୍ତ ଜିଲ୍ଲା ଦୌରା ଜଜ୍ କୋର୍ଟ। ଦୁଷ୍କର୍ମକାରୀକୁ ୧୦…

୭ ଦୁର୍ଦ୍ଦାନ୍ତ ଅପରାଧି ଗିରଫ, ୭ ମାଉଜର ଓ ୬ ମାଗାଜିନ ଜବତ

ବ୍ରହ୍ମପୁର : ବ୍ରହ୍ମପୁର ବୈଦ୍ୟନାଥପୁର ଓ ଗୋଷାଣି ନୂଆଗାଁ ପୋଲିସର ଚଢ଼ାଉ । ୭ ଦୁର୍ଦ୍ଦାନ୍ତ ଅପରାଧି ଗିରଫ । ସେମାନଙ୍କ ନିକଟରୁ ୭ମାଉଜର, ୬ ମାଗାଜିନ, ୩୪ ଗୁଳି, ନଗଦ ୧ଲକ୍ଷ ୧୧ ହଜାର ଟଙ୍କା ଜବତ ହୋଇଛି ।…

କ୍ରୁଟର ବଡ଼ ନିଷ୍ପତ୍ତି: ଏଣିକି ୫ ବର୍ଷ ଅଭିଜ୍ଞତା ନଥିଲେ ଆମ ବସ୍‌ ଡ୍ରାଇଭିଂ ମନା

ଭୁବନେଶ୍ୱର: ଗତ କିଛି ଦିନ ହେବ ଆମ ବସ୍ ଦ୍ୱାରା ଅନେକ ଦୁର୍ଘଟଣା ଘଟିଛି। ଫଳରେ ଅନେକ ଲୋକଙ୍କ ଜୀବନ ମଧ୍ୟ ଯାଇଛି। ଏନେଇ ବାରମ୍ବାର ଅଭିଯୋଗ ମଧ୍ୟ ହୋଇଆସୁଥିଲା। ଫଳରେ ଆମ ବସ୍‌ ଦୁର୍ଘଟଣା ପରେ କଡ଼ା ଆଭିମୁଖ୍ୟ ଗ୍ରହଣ…

ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି, ଭୟଭୀତ ନ ହେବାକୁ କହିଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର : ଓଡ଼ିଶାରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି । ଗତକାଲି ରାଜ୍ୟରେ କୋଭିଡ ପଜିଟିଭଙ୍କ ସଂଖ୍ୟା ୫ ରହିଥିଲା । ଏବେ ଆଉ ଦୁଇ କୋଭିଡ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ…