State

ବିଳମ୍ବରେ ଅଫିସ ଆସିବାରୁ ୧୫ ଜଣଙ୍କ ଦରମା ବନ୍ଦ କଲେ କଟକ ଉନ୍ନୟନ କର୍ତ୍ତୃପକ୍ଷ

କଟକ: ସରକାରୀ କର୍ମଚାରୀଙ୍କୁ ତାଗିଦ୍ କଲେ କଟକ ଉନ୍ନୟନ କର୍ତ୍ତୃପକ୍ଷ। ଏଣିକି ଅଫିସରେ ଡେରିରେ ପହଞ୍ଚିଲେ ହୋଇ ପାରେ ଦରମା ବନ୍ଦ। ବିଳମ୍ବରେ ଅଫିସ ଆସୁଥିବା ସିଡିଏର ୧୫ଜଣ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କଟକ ଉନ୍ନୟନ କର୍ତ୍ତୃପକ୍ଷର…

ଓପିଏସସିଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା, ଓପିଏସସିରେ ଅଛନ୍ତି କିଛି ଅହଂକାରୀ ବ୍ୟକ୍ତି

ଭୁବନେଶ୍ୱର : ଓଡ଼ିଶା ଲୋକସେବା ଆୟୋଗ-ଓପିଏସସିଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ଭର୍ତ୍ସନା । ଓପିଏସସିରେ ଅଛନ୍ତି କିଛି ଅହଂକାରୀ ବ୍ୟକ୍ତି । କମିଶନ ଖୁବ ଜିଦଖୋର । ନିଜକୁ ବହୁତ ବଡ଼ ଭାବୁଛନ୍ତି । ଏଥିପାଇଁ ଭୁଲ କଲେ ବି କମିଶନ ସ୍ବୀକାର…

ପ୍ରାକୃତିକ ବିପର୍ଯ୍ୟୟର କ୍ଷତିଗ୍ରସ୍ତ ଚାଷୀଙ୍କୁ ମିଳିବ କ୍ଷତିପୂରଣ: ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ବର୍ଷ ସଅଳ ଆସିଲା ମୌସୁମୀ। ସେହିପରି ଲଘୁଚାପ ଯୋଗୁଁ ଅଦିନିଆ ବର୍ଷା ହୋଇଛି। ଏହି ଅଦିନିଆ ବର୍ଷା ଯୋଗୁଁ ହୋଇପାରେ ଚାଷୀଙ୍କ ବଡ଼ କ୍ଷତି। ଏହାକୁ ଦୃଷ୍ଟିରେ ରଖି ରାଜସ୍ୱ ମନ୍ତ୍ରୀ ଏକ ବଡ଼ ସୂଚନା ଘୋଷଣା କରିଛନ୍ତି।…

ଗିରଫ ହେଲେ କୁବେର ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ

ଭୁବନେଶ୍ୱର : ଗିରଫ ହେଲେ କୁବେର ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ । ଆଜି ଚାକିରିରୁ ରିଟାୟର୍ଡ କରିଥାନ୍ତେ । ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ଗ୍ରାମ୍ୟ ଉନ୍ନୟନ ବିଭାଗର ମୁଖ୍ୟଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀଙ୍କ ଘରେ ଗତକାଲି ଚଢଉ…

ବ୍ରହ୍ମପୁର ଆର୍ ଆଣ୍ଡ ବି ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ଼୍

ବ୍ରହ୍ମପୁର: ଆର ଆଣ୍ଡ ବି (R&B) ଡିଭିଜନ AEEଙ୍କ ଘରେ ଭିଜିଲାନ୍ସ ଚଢାଉ। ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଆର୍ ଆଣ୍ଡ ବିର ସହକାରୀ ନିର୍ବାହୀ ଯନ୍ତ୍ରୀ ଏନ.ଦିଲ୍ଲୀପ କୁମାର ଚୌଧୁରୀଙ୍କ ବାସଭବନ ଓ କାର୍ଯ୍ୟାଳୟ ସମେତ…

ଗାଁରେ ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ଚଢାଉ, ଭଡ଼ାରେ ରଖୁଥିବା ମାଲିକଙ୍କ ପରିଚୟ ପତ୍ର ଯାଞ୍ଚ

ଜଳେଶ୍ୱର : ଗାଁରେ ବାଂଲାଦେଶୀ ଅନୁପ୍ରବେଶକାରୀ ସନ୍ଦେହରେ ପୋଲିସ ଚଢାଉ । ବାଲେଶ୍ବର ଜିଲ୍ଲା ତାଳସାରୀ ମେରାଇନ ଥାନା ଅନ୍ତର୍ଗତ ସାହାବାଜିପୁର ଗାଁରେ ଚଢାଉ କରିଛି ପୋଲିସ । ଗତ ୨୫ ତାରିଖରେ ଓଡିଶା -ପଶ୍ଚିମବଙ୍ଗ ସୀମାନ୍ତ ସାହାବାଜିପୁର ଗାଁରେ ବାଂଲାଦେଶୀ…

ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ନୟାଗଡ଼: ନୟାଗଡ଼ ଜିଲ୍ଲାରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାରମାସୀ ଦଣ୍ଡା ସ୍ଥିତ ଘର ଭିତରେ ଫରେଷ୍ଟରଙ୍କ ଅଧାପୋଡା ମୃତଦେହ ଉଦ୍ଧାର। ପଞ୍ଚରିଡ଼ା ଫରେଷ୍ଟର ଶିଶିର ସାହୁଙ୍କ ମୃତଦେହ ଉଦ୍ଧାର ହୋଇଛି। ଘରୁ ଅଧାପୋଡା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଥିବା ବେଳେ…

ରାଜଧାନୀ ୟୁନିଟ୍ ୪ ମାର୍କେଟରେ ସ୍ପେଶାଲ କ୍ରାଇମ ୟୁନିଟର ଚଢ଼ାଉ, ବିପୁଳ ଗଞ୍ଜେଇ ଜବତ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ୟୁନିଟ୍‌-୪ ମାର୍କେଟ ଅଞ୍ଚଳରେ ଓଡ଼ିଶା ପୁଲିସ ଏବଂ ସ୍ପେଶାଲ ଟାସ୍କ ଫୋର୍ସ (ଏସଟିଏଫ) ଦ୍ୱାରା ମିଳିତ ଚଢ଼ାଉ କରାଯାଇ ଏକ ବଡ଼ ଧରଣର ଗଞ୍ଜେଇ ବ୍ୟବସାୟ ରାକେଟର ପର୍ଦାଫାଶ କରାଯାଇଛି। ଏହି ଚଢ଼ାଉରେ ବିପୁଳ ପରିମାଣରେ ଗଞ୍ଜେଇ…

୧୪ଦିନିଆ ବିଚାର ବିଭାଗୀୟ ହାଜତକୁ ଗଲେ ଇଡିର ଉପନିର୍ଦ୍ଦେଶକ

ଭୁବନେଶ୍ବର: କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ହାତରେ ଗତକାଲି ଗିରଫ ହୋଇଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଭୁବନେଶ୍ବର ଶାଖାର ଅତିରିକ୍ତ ନିର୍ଦ୍ଦେଶକ ଚିନ୍ତନ ରଘୁବଂଶୀ ଆଜି ଗିରଫ ହୋଇଛନ୍ତି। ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଯାଇଛି। ୨୦୧୩ ବ୍ୟାଚ୍‌ର…

ପୁରୀରେ ଜାତୀୟ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ମିଳନୀ ୨୦୨୫ ଅନୁଷ୍ଠିତ

ପୁରୀ:ରାଜ୍ୟ ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ବିଭାଗ କେନ୍ଦ୍ର ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟର ସହଯୋଗରେ ଆଜି ପୁରୀରେ ୨ଦିନିଆ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ମିଳନୀ ୨୦୨୫ର ଉଦଘାଟନ ସମାରୋହ ଅନୁଷ୍ଠିତ କରିଛି । ଏହି ଦୁଇଦିନିଆ…