State

ନବ ଦାସ ହତ୍ୟା ମାମଲା: ଝାରସୁଗୁଡ଼ାରେ ପୁଣି କ୍ରାଇମବ୍ରାଞ୍ଚ ଟିମ୍‌ର ଖୋଳତାଡ଼

ଝାରସୁଗୁଡ଼ା: ବହୁ ଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପୁନଃ ତଦନ୍ତ ଆରମ୍ଭ ହୋଇଛି। ଆଜି ଝାରସୁଗୁଡ଼ାରେ ପହଞ୍ଚି କ୍ରାଇମବ୍ରାଞ୍ଚ ଟିମ୍ ଖୋଳତାଡ଼ ଆରମ୍ଭ କରିଛି । ଝାରସୁଗୁଡ଼ାରେ କ୍ରାଇମବ୍ରାଞ୍ଚ ଅତିରିକ୍ତ ଏସପି ବିଜୟ ମଲ୍ଲିକଙ୍କ ନେତୃତ୍ୱରେ…

ଖୁଵଶୀଘ୍ର ବୈଷୟିକ ଶିକ୍ଷାରେ ପଛୁଆ ବର୍ଗଙ୍କୁ ମିଳିବ ସଂରକ୍ଷଣ :ମନ୍ତ୍ରୀ

ଭୁବନେଶ୍ୱର : ଖୁଵଶୀଘ୍ର ବୈଷୟିକ ଶିକ୍ଷାରେ ପଛୁଆ ବର୍ଗଙ୍କୁ ମିଳିବ ସଂରକ୍ଷଣ। ଏନେଇ ଅନୁଧ୍ୟାନ କରୁଛନ୍ତି ସରକାର। ଖୁଵଶୀଘ୍ର ନିଆଯିବ ନିଷ୍ପତ୍ତି। ଏହି ସୂଚନା ଦେଇଛନ୍ତି ଦକ୍ଷତା ବିକାଶ ମନ୍ତ୍ରୀ ସମ୍ପଦ ସ୍ୱାଇଁ। ନିକଟରେ ଉଚ୍ଚଶିକ୍ଷାରେ ପଛୁଆ ବର୍ଗଙ୍କୁ 11.25 ପ୍ରତିଶତ…

କଟକରେ ପ୍ରଥମ କୋଭିଡ୍ ସଂକ୍ରମିତ ଚିହ୍ନଟ

କଟକ: ପୁଣି ଫେରିଛି କୋରୋନା ଡର । କୋରୋନାର ନୂଆ ଭାଇରସ୍ ଭାରତରେ ତାର କାୟା ମେଲାଇଛି । ଏହା ଭିତରେ ରାଜ୍ୟର ରାଜଧାନୀ ଭୁବନେଶ୍ୱରରୁ ପ୍ରଥମେ କୋରୋନାର ପ୍ରଥମ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, ଆଜି କଟକରେ ପ୍ରଥମ କୋଭିଡ୍ ଆକ୍ରାନ୍ତ…

ଉଦ୍ଧାର ହେଲା ୪ ଟନ ବିସ୍ଫୋରକ ସାମଗ୍ରୀ, ସୁରକ୍ଷା ବାହିନୀ-ମାଓବାଦୀଙ୍କ ଗୁଳିବିନିମୟ ଜାରି

ବଣାଇ : ଉଦ୍ଧାର ହୋଇଛି ଲୁଟ ହୋଇଥିବା ୪ ଟନ ବିସ୍ଫୋରକ ସାମଗ୍ରୀ । ସୁନ୍ଦରଗଡ଼ ଜିଲ୍ଲା କେ ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ ପଥରଖଣିକୁ ପହଞ୍ଚିବା ପୂର୍ବରୁ ଗତ ୨୭ ତାରିଖ ଦିନ ଲୁଟ୍‌ ହୋଇଥିଲା ବିପୁଳ ପରିମାଣ ବିସ୍ଫୋରକ…

ସିକ୍କିମରେ ସଡ଼କ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖ ପ୍ରକାଶ, ପଠାଇଲେ ସ୍ବତନ୍ତ୍ର ଟିମ୍

ଭୁବନେଶ୍ୱର: ଉତ୍ତର ସିକ୍କିମର ମନ୍‌ଗାଁ ଜିଲ୍ଲାରେ ଘଟିଥିବା ସଡ଼କ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅବଗତ ହୋଇଛନ୍ତି। ଶ୍ରୀ ମାଝୀ ସିକ୍କିମର ମୁଖ୍ୟମନ୍ତ୍ରୀ ପ୍ରେମ୍‌ ସିଂହ ତମାଙ୍ଗଙ୍କ ସହିତ କଥା ହୋଇଛନ୍ତି। ନିଖୋଜ ଓଡ଼ିଆ ଲୋକଙ୍କର ସ୍ଥିତି କ’ଣ…

ଯାତ୍ରା ମାଲିକଙ୍କ ନାଁରେ ପୁଣି ସଂଗୀନ ଅଭିଯୋଗ ଆଣିଲେ ଅଭିନେତ୍ରୀ, ଅଭିଯୋଗକୁ ଖଣ୍ଡନ କଲେ ଯାତ୍ରା ମାଲିକ

ଭୁବନେଶ୍ୱର/ ଯାଜପୁର : ତୁଳସୀ ଗଣନାଟ୍ୟ ମାଲିକ ନାଣ୍ଡୁ ବାବୁଙ୍କ ନାଁରେ ପୁଣି ସଂଗୀନ ଅଭିଯୋଗ । ତୁଳସୀ ଗଣନାଥ୍ୟର ପୂର୍ବତନ ଅଭିନେତ୍ରୀ ପୂଜା ଆଣିଛନ୍ତି ସାଂଘାତିକ ଅଭିଯୋଗ । ନାଣ୍ଡୁ ବାବୁ ଓରଫ ଅନନ୍ତ ନାରାୟଣ ଧଳଙ୍କ ବିରୋଧରେ ଆଣିଛନ୍ତି…

ଭିଜିଲାନ୍ସ ଜାଲରେ ଆରଡି ବିଭାଗର ମୁଖ୍ୟଯନ୍ତ୍ରୀ: ୨କୋଟିରୁ ଅଧିକ ଟଙ୍କା ଜବତ

କାଲି ନେଇଥାନ୍ତେ ଅବସର। ତା’ର୍ପୂବରୁ ଭିଜିଲାନ୍ସ ଜାଲରେ ପଡ଼ିଗଲେ କୋଟିପତି RW ଡିଭିଜନ୍ ମୁଖ୍ୟ ଯନ୍ତ୍ରୀ ବୈକୁଣ୍ଠ ନାଥ ଷଡ଼ଙ୍ଗୀ ।ବାବୁଙ୍କ ଟଙ୍କା ଦେଖି ଭିଜିଲାନ୍ସ ଅଧିକାରୀଙ୍କର ଉଡ଼ିଗଲା ହୋସ। ଜଳକା ହୋଇ ରହିଗଲେ ଭିଜିଲାନ୍ସ ଅଧିକାରୀ। ବାବୁଙ୍କ ଘରେ ଟଙ୍କା…

ଭଡା ଘରୁ ମିଳିଲା ଯୁବତୀଙ୍କ ମୃତଦେହ, ଘରୋଇ ହସ୍ପିଟାଲରେ ନର୍ସ ଭାବେ କରୁଥିଲେ କାମ

କଟକ : କଟକ ଯୋବ୍ରା ସ୍ଥିତ ଏକ ଭଡା ଘରୁ ମିଳିଲା ଯୁବତୀଙ୍କ ମୃତଦେହ । ଯୁବତୀଙ୍କ ବୟସ ୨୫ ବର୍ଷ । ତାଙ୍କ ଘର ବାଲେଶ୍ଵରରେ ବୋଲି ଜଣାପଡିଛି । ସେ କଟକର ଏକ ଘରୋଇ ହସ୍ପିଟାଲରେ ନର୍ସ ଭାବେ…

ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ଵର: କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ୭୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। କାମାକ୍ଷାନଗର ନିର୍ବାଚନ ମଣ୍ଡଳୀରୁ ୩ ଥର ବିଧାୟକ ହୋଇଥିଲେ…

ଚାଲିଛି ରଥ ନିର୍ମାଣ କାମ, ଚକ ନିର୍ମାଣ ଶେଷ ପରେ ଆରମ୍ଭ ହୋଇଯାଇଛି ଅଖ ନିର୍ମାଣ

ପୁରୀ : ପୁରୀ ବିଶ୍ୱପ୍ରସିଦ୍ଧ ଘୋଷ ଯାତ୍ରା ଲାଗି ରଥ ଖଳାରେ ଦ୍ରୁତଗତିରେ ଆଗେଇ ଚାକିଛି ତିନି ରଥ ନିର୍ମାଣ କାମ । ତିନି ରଥର ଚକ ନିର୍ମାଣ ଶେଷ ପରେ ଆରମ୍ଭ ହୋଇଯାଇଛି ଅଖ ନିର୍ମାଣ । ଏହାସହିତ ରଥର…