State

ଭୁବନେଶ୍ବରରେ ମଧ୍ୟବିତ୍ତ ବର୍ଗଙ୍କୁ ସୁଲଭ ଦରରେ ଘର ଯୋଗାଇବେ ସରକାର

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ସରକାର ମଧ୍ୟବିତ୍ତ ଶ୍ରେଣୀର ଲୋକଙ୍କୁ ଭୁବନେଶ୍ୱରରେ ସୁଲଭ ଘର ଯୋଗାଇବାକୁ ଯୋଜନା କରିଛନ୍ତି, ଯେଉଁଠାରେ ୧୫ ଲକ୍ଷରୁ ୫୦ ଲକ୍ଷ ମୂଲ୍ୟ ମଧ୍ୟରେ ବାସସ୍ଥାନ ବିକଳ୍ପ ଉପଲବ୍ଧ। ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର…

ଶ୍ରୀମନ୍ଦିରରେ ବାନ୍ତି କଲେ ଭକ୍ତ: ସାଧାରଣ ଦର୍ଶନ ୧ଘଣ୍ଟା ଯାଏଁ ବନ୍ଦ

ପୁରୀ: ଶ୍ରୀମନ୍ଦିରରେ ଆଜି ପୁଣି ଅଘଟଣ ଘଟିଛି। ମଧ୍ୟାହ୍ନ ଧୂପ ଶେଷ ପରେ ଭିତର କାଠ ନିକଟରୁ ଦର୍ଶନ ଜାରି ଥିବା ବେଳେ ଭଣ୍ଡାର ଘର ନିକଟରେ ଜନୈକ ଭକ୍ତ ବାନ୍ତି କରିଛନ୍ତି। ଏହି ଘଟଣା ସାମ୍ନାକୁ ଆସିବାରୁ ମହାପ୍ରଭୁଙ୍କ ବଡ଼…

୨୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଗଲେ ‘ଇଡି’ର ଉପନିର୍ଦ୍ଦେଶକ

ଭୁବନେଶ୍ବର: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଜଣେ ବରିଷ୍ଠ ଅଧିକାରୀ ଗୁରୁବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଫାସରେ ପଡ଼ିଛନ୍ତି। ଭୁବନେଶ୍ବରସ୍ଥିତ କାର୍ଯ୍ୟଳୟରେ କାର୍ଯ୍ୟରତ ‘ଇଡି’ର ଉପନିର୍ଦ୍ଦେଶକ ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଛନ୍ତି। ଅଭିଯୁକ୍ତ ଅଧିକାରୀ ହେଲେ ଚିନ୍ତନ ରଘୁବଂଶୀ।…

ମିଡ୍‌ନାଇଟ୍‌ କଥା ଏବେ ବି ଭୁଲିନି, ମୋତେ ଫସାଇଥିଲେ ଏବେ ଭୋଗୁଛନ୍ତି, କାହାକୁ ଇଙ୍ଗିତ କରି କହିଲେ ପ୍ରଭାତ

ଭୁବନେଶ୍ୱର,୨୯ା୫: ୧୨ ବର୍ଷ ତଳର ମିଡ୍‌ନାଇଟ୍‌ ଅପରେଶନ କଥାକୁ ମନେ ପକାଇଛନ୍ତି ବିଜେଡି ନେତା ପ୍ରଭାତ ବିଶ୍ବାଳ। ମେ’ ୨୯କୁ ଜୀବନରେ କେବେ ଭୁଲି ପାରିବିନି ବୋଲି କହିଛନ୍ତି ପ୍ରଭାତ। ସେ ଆହୁରି ମଧ୍ୟ ଏକ ବିସ୍ଫୋରକ ବୟାନ ଦେଇଛନ୍ତି। କହିଛନ୍ତି,…

ପ୍ରସିଦ୍ଧ ‘ଶୀତଳଷଷ୍ଠୀ ଯାତ୍ରା’ ପାଇଁ ୫୦ ଲକ୍ଷ ଟଙ୍କାର ଅନୁଦାନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରରେ ଆୟୋଜିତ ପ୍ରସିଦ୍ଧ ‘ଶୀତଳଷଷ୍ଠୀ ଯାତ୍ରା’ ପାଇଁ ୫୦ ଲକ୍ଷ ଟଙ୍କାର ଅନୁଦାନ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା…

ଗୃହରକ୍ଷୀ ପରୀକ୍ଷା: ଆଉ ଜଣେ ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଭୁବନେଶ୍ବର: ଗୃହରକ୍ଷୀ ପରୀକ୍ଷାରେ ଆଉ ଏକ ଅଘଟଣ ଘଟିଥିବା ସୂଚନା ମିଳିଛି। ଗଜପତିରେ ଗୃହରକ୍ଷୀ ପରୀକ୍ଷା ବେଳେ ଆଉ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ହେଲେ ଦୀପକ ପାଡ଼ାଲ। ସୂଚନା ଅନୁସାରେ ରାୟଗଡ଼ ବ୍ଲକ ନାରାୟଣପୁର ଗାଁର ଦୀପକ…

କୋରାପୁଟ ପୁଲିସକୁ ସଫଳତା, ଅପରେସନ୍ ବେଳେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ନକ୍ସଲ

କୋରାପୁଟ : କୋରାପୁଟ ଜିଲ୍ଲା ପୁଲିସକୁ ମିଳିଛି ବଡ଼ ସଫଳତା। ଜଣେ ଏରିଆ କମିଟି ମେମ୍ବର (ACM) ସ୍ତରର କ୍ୟାଡର ନକ୍ସଲକୁ ଗିରଫ କରିବାରେ ସଫଳ ହୋଇଛି ପୁଲିସ। ଗିରଫ ନକ୍ସଲର ନାଁ କୁଞ୍ଜମ ହିଡ଼ମା। ତା’ ପାଖରୁ ଗୋଟିଏ ଏକେ-୪୭…

ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଅଘଟଣ: ଟଳିପଡ଼ିଲେ ଜଣେ ପ୍ରାର୍ଥୀ, ୭ ଗୁରୁତର, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଜପତି : ଗଜପତିରେ ହୋମଗାର୍ଡ ପଦବୀ ଲାଗି ଚାଲିଥିବା ଶାରୀରିକ ପରୀକ୍ଷା ସମୟରେ ଅଘଟଣ। ଏଥିରେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି।…

କୋଟିପତି ଯନ୍ତ୍ରୀ: ସମ୍ବଲପୁରରେ ରହିଛି ୨ ପ୍ଲଟ୍‌, ନଗଦ ୫୦ ଲକ୍ଷ ଟଙ୍କା ସହ ଘରୁ ବାହାରିଲାଣି ୧୦ ଭରି ସୁନା

ରାୟଗଡ଼ା : ରାୟଗଡ଼ା ଜନସ୍ବାସ୍ଥ୍ୟ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସହଦେବ କିଷାନ ଭିଜିଲାନ୍ସରେ ଧରା ପଡ଼ିଥିଲେ। ଯନ୍ତ୍ରୀ କିଷାନ ରାତି ପ୍ରାୟ ୭.୩୦ରେ ଜଣେ ଠିକାଦାରଙ୍କଠାରୁ ୧ଲକ୍ଷ ୫୦ ହଜାର ଟଙ୍କା ଲାଞ୍ଚ ନେଇ ଗାଡ଼ିରେ ଯିବା ବେଳେ ମାଡ଼ି ବସିଥିଲା…

ସାକ୍ଷୀଗୋପାଳଠାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ

ସାକ୍ଷୀଗୋପାଳ : ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଆଜି ପୁରୀର ସାକ୍ଷୀଗୋପାଳ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ରଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର…