State

କେନ୍ଦ୍ର ପରିବେଶ ମନ୍ତ୍ରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର; ସମ୍ବଲପୁର ଚିଡ଼ିଆଖାନାର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ

ଭୁବନେଶ୍ବର: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କ ସହ ସାକ୍ଷାତ କରିଛନ୍ତି । ସାକ୍ଷାତ ସମୟରେ ସମ୍ବଲପୁର ଚିଡ଼ିଆଖାନାର ଉନ୍ନତିକରଣ ଉପରେ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ଦେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ବ୍ୟାଘ୍ର ସଂରକ୍ଷଣ…

ପଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ୭ ବର୍ଷ ପରେ ଦୋଷୀ ପୁଞ୍ଜିଲାଲକୁ ମିଳିଲା ଆଜୀବନ ଜେଲ୍ ଦଣ୍ଡାଦେଶ

ପଟଣାଗଡ଼ : ପଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା । ଦୋଷୀ ପୁଞ୍ଜିଲାଲକୁ ମିଳିଲା ଆଜୀବନ ଜେଲ୍ ଦଣ୍ଡ । ସବୁ ପ୍ରମାଣ ଓ ସାକ୍ଷ୍ୟକୁ ଯାଞ୍ଚ କରିବା ପରେ ଅଭିଯୁକ୍ତ ପୁଞ୍ଜିଲାଲକୁ ଦୋଷୀ ସାବ୍ୟସ୍ତ କରିବା ସହ ଏଭଳି ଦଣ୍ଡାଦେଶ…

ବିଜେଡିକୁ ଶକ୍ତ ଧକ୍କା; ଦଳ ଛାଡ଼ିଲେ ପ୍ରଫୁଲ୍ଲଙ୍କ ପୁଅ ପ୍ରୟାସକାନ୍ତି

ଭୁବନେଶ୍ୱର: ଭଦ୍ରକରେ ବିଜେଡିକୁ ଶକ୍ତ । ଦଳ ଛାଡ଼ିଲେ ପ୍ରଫୁଲ୍ଲ ସାମଲଙ୍କ ପୁଅ । ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲ ବିଜେଡି ଛାଡ଼ିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା…

ଚିକିତ୍ସାଳୟରୁ ଶିଶୁ ଚୋରି ଅଭିଯୋଗ, ଧରାପଡିଲେ ୨ ମହିଳା

ବାଲେଶ୍ବର: ଚୋରି କରି ନେଇଯାଉଥିବାବେଳେ ଧରାପଡିଲା ପିଲା ଚୋରଣୀ । ବାଲେଶ୍ବର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଛୁଆ ଚୋରି କରୁଥିବା ୨ ମହିଳାଙ୍କୁ କାବୁ କରି ମେଡିକାଲ ଫାଣ୍ଡି ରେ ଜିମା ଦେଇଛନ୍ତି । ଭୋଗରାଇ ବ୍ଲକର ଆରୁହାବୃତ୍ତି ଅଞ୍ଚଳର ସତ୍ୟବ୍ରତ…

ଅନାସ୍ଥାରେ ହାରିଗଲେ ବିଜେଡି ସମର୍ଥିତ ମହାକାଳପଡ଼ା ବ୍ଲକ୍‌ ଅଧ୍ୟକ୍ଷା

କେନ୍ଦ୍ରାପଡା: ବିଜେଡି ହାତରୁ ଖସିଯାଇଛି କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ଅଧ୍ୟକ୍ଷ ପଦ। ଅନାସ୍ଥାରେ ହାରି ପଦ ହରାଇଲେ ବିଜେଡି ସମର୍ଥିତ ବ୍ଲକ୍ ଅଧ୍ୟକ୍ଷା କଳ୍ପନା ରାଉତ ।୬୨ ସଦସ୍ୟଙ୍କ ମଧ୍ୟରୁ ଅନାସ୍ଥା ସପକ୍ଷରେ ପଡ଼ିଲା ୪୯ ଭୋଟ୍‌ । ଏଥିସହ…

୬୦ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଆରଆଇ

ଢେଙ୍କାନାଳ: ହିନ୍ଦୋଳ ତହସିଲ ଅନ୍ତର୍ଗତ ଗଣ୍ଡାନାଳୀ ରାଜସ୍ୱ ସର୍କଲର ରାଜସ୍ୱ ନିରୀକ୍ଷକ ଏବଂ ଜଣେ ବ୍ୟକ୍ତିଗତ ବ୍ୟକ୍ତିଙ୍କୁ ଆଜି ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି । ଏକ ମ୍ୟୁଟେସନ୍ ମାମଲାରେ ରିପୋର୍ଟ କରିବା ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା…

୫ ହଜାର କେଜି ବାରୁଦ ଲୁଟ୍ ମାମଲା: ବାରୁଦ ଗୋଦାମ ସିଲ୍

ସୁନ୍ଦରଗଡ଼: ଗତକାଲି କେ ବଲାଙ୍ଗ ଥାନା ବାଙ୍କୋ ଲଙ୍ଗଲକଟା ନିକଟ ଏକ ପଥର ଖଣିକୁ ବିସ୍ଫୋରକ ନେଇ ଯାଇଥିବା ବେଳେ ବନ୍ଧୁକ ମୁନରେ ମାଓବାଦୀ ସମସ୍ତ ବିସ୍ଫୋରକ ଲୁଟ୍ କରିନେଇଥିବା ଅଭିଯୋଗ ପରେ ବୁଧବାର ଘଟଣାସ୍ଥଳରେ ଆଇଜି ଏବଂ ଏସପି ବଡଗାଁ…

ବଡ଼ ବଡ଼ କଣ୍ଟେନରରେ ହାଇଦ୍ରାବାଦକୁ ହେଉଥିଲା ଗୋ’ ଚାଲାଣ: ୨୪୯ ଗାଈ ଉଦ୍ଧାର, ୨୨ଗିରଫ

କୋରାପୁଟ,୨୭।୫ : କୋରାପୁଟରେ ବେଆଇନ ଗୋ’ ଚାଲାଣ ବେଳେ ପୋଲିସ ପକ୍ଷରୁ ବ୍ୟାପକ ଚଢ଼ାଉ। ଏଥିରେ ୬ କଣ୍ଟେନର ସହ ୨୪୯ ଗାଈ ଉଦ୍ଧାର ହୋଇଥିବା ବେଳେ ସମ୍ପୃକ୍ତ ୨୨ ଜଣଙ୍କୁ ଗିରଫ କରାଯାଇଥିବା ଟାଉନ ଥାନା ଅଧିକାରୀ ପ୍ରକାଶ କରିଛନ୍ତି।…

ରଥ ଚକ କାର୍ଯ୍ୟ ଶେଷ ପର୍ଯ୍ୟାୟରେ

ପୁରୀ: ରଥ ନିର୍ମାଣର ୨୬ତମ ଦିବସ ସୁଦ୍ଧା ତିନି ରଥର ଚକ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଗତକାଲି ସୁଦ୍ଧା ତିନି ରଥର ୩୯ ଗୋଟି ଚକ ନିର୍ମାଣ ଶେଷ ହୋଇଥିଲା। ବାକି ତିନିରଥର ଶେଷ ଗୋଟିଏ ଗୋଟିଏ ଚକର…

ସିଆରପି ଭାବେ କାର୍ଯ୍ୟରତ ମହିଳାଙ୍କର ନଗ୍ନ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ସୁନ୍ଦରଗଡ଼: ଘର ଭିତରୁ ଜଣେ ମହିଳାଙ୍କ ଅର୍ଦ୍ଧ ନଗ୍ନ ମୃତଦେହ ଉଦ୍ଧାର ହୋଇଛି। ସୁନ୍ଦରଗଡ଼ ସଦର ଥାନା ନବରଙ୍ଗପୁରସ୍ଥିତ ଏକ ଘର ଭିତରୁ ମଙ୍ଗଳବାର ଦିନ ମହିଳାଙ୍କର ମୃତଦେହ ଉଦ୍ଧାର ହୋଇଛି। ମୃତ ମହିଳା ହେଲେ ସଂଯୁକ୍ତା କିଶାନ (୩୫)। ପାରିପାର୍ଶ୍ବିକ…