State

ସୁନ୍ଦରଗଡ଼ ଖଣିଜ କେଳେଙ୍କାରୀ ମାମଲା: ଭିଜିଲାନ୍ସ ଏସଆଇଟିର ତଦନ୍ତ ଆରମ୍ଭ

ସୁନ୍ଦରଗଡ଼: ମୁଖ୍ୟମନ୍ତ୍ରୀଙ୍କ ନିର୍ଦେଶରେ ସୁନ୍ଦରଗଡ଼ ଖଣିଜ କେଳେଙ୍କାରୀର ମାମଲାର ତଦନ୍ତ ଆରମ୍ଭ କରିଛି ଭିଜିଲାନ୍ସର ସ୍ୱତନ୍ତ୍ର ଅନୁସନ୍ଧାନକାରୀ ଟିମ (ଏସଆଇଟି)। ଏସଆଇଟି ମୁଖ୍ୟ ସଞ୍ଜୟ କୁମାର କୌଶଳଙ୍କ ନେତୃତ୍ୱରେ ଆଜି ଠାରୁ ତଦନ୍ତ ଆରମ୍ଭ କରିଛି ଟିମ୍ । ପ୍ରଥମ ପର୍ଯ୍ୟାୟରେ…

ଶ୍ରୀଜଗନ୍ନାଥଙ୍କ ନାଁ, ନୀତିକାନ୍ତି ସହ ଜଡ଼ିତ ଶବ୍ଦର ପାଟେଣ୍ଟ ହେବ

ପୁରୀ: ଦୀଘା ମନ୍ଦିରକୁ ‘ଜଗନ୍ନାଥ ଧାମ’ ନାମକରଣ କରିବା ବିବାଦ ଥମିବାର ନାମ ନେଉନି। ଏହା ମଧ୍ୟରେ ଶ୍ରୀମନ୍ଦିର, ଜଗନ୍ନାଥ ଧାମ, ମହାପ୍ରସାଦ ଆଦି ଶବ୍ଦର ପାଟେଣ୍ଟ ଆବେଦନ ପ୍ରସ୍ତାବକୁ ବୈଠକରେ ଅନୁମୋଦନ ମିଳିଛି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (ଏସଜେଟିଏ)…

ଚଳିତବର୍ଷ ଠାକୁରଙ୍କ ପହଣ୍ଡି ପାଇଁ ଏକ ସ୍ବତନ୍ତ୍ର ମାର୍ଗଦର୍ଶିକା ଜାରି କରାଯିବ : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ

ପୁରୀ: ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପ୍ରତିକ୍ରିୟା । ଚଳିତବର୍ଷ ସ୍ନାନ ଯାତ୍ରା, ରଥଯାତ୍ରା, ବାହୁଡା଼ଯାତ୍ରା ସହିତ ସମସ୍ତ ବ୍ୟଵସ୍ଥାବଳୀକୁ ଅନୁମୋଦନ । ଠାକୁରଙ୍କ ପହଣ୍ଡି କିଭଳି ଶୃଙ୍ଖଳିତ ହେବ ତା’କୁ ଗୁରୁତ୍ବ ଦେଇଛି ଶ୍ରୀମନ୍ଦିର ପ୍ରଶାସନ…

ଶ୍ରୀମନ୍ଦିର ବାହାର ଅଟ୍ଟାଳିକାର ଉଚ୍ଚତା ନିର୍ଦ୍ଧାରଣ ହେବ: ଅରବିନ୍ଦ ପାଢୀ

ପୁରୀ: ଶେଷ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି ମିଟିଂ। ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇ କହିଛନ୍ତି। ପରିକ୍ରମା ପ୍ରକଳ୍ପ ବାହାରେ ବହୁ ବଡ଼ ବଡ଼ ଅଟ୍ଟାଳିକା ଗଢ଼ି ଉଠିଛି। ସେମାନେ ନିଜସ୍ବ ଢଙ୍ଗରେ ଅଟ୍ଟାଳିକା…

ବଡ଼ଦାଣ୍ଡରେ ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ, ନାବାଳିକା ପର୍ଯ୍ୟଟକଙ୍କୁ ଅସଦାଚରଣ

ପୁରୀ : ପୁରୀ ବଡ଼ଦାଣ୍ଡରେ ନିଶାସକ୍ତ ଯୁବକଙ୍କ ଉନ୍ମତ୍ତକାଣ୍ଡ। ନାବାଳିକା ପର୍ଯ୍ୟଟକଙ୍କୁ ଅସଦାଚରଣ। ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏଭଳି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନାବାଳିକାଙ୍କ ପରିବାର ଓ ସ୍ଥାନୀୟ ଲୋକ ଯୁବକଙ୍କୁ ଧରି ନିର୍ଦ୍ଧୁମ ମାଡ଼ ମାରିଥିଲେ। ସିଂହଦ୍ବାର ଥାନା…

ଏଣିକି ରଥ ଉପରକୁ ମୋବାଇଲ ନେଲେ କେବଳ ସିଜ୍‌ ନୁହେଁ ବରଂ ଫୌଜଦାରୀ ମାମଲା ହେବ

ପୁରୀ: ନୀତିକାନ୍ତିଙ୍କୁ ଶୃଙ୍ଖଳିତ କରିବା ପାଇଁ ମୁଖ୍ୟ ପ୍ରଶାସକଙ୍କ କଡ଼ା ଟିପ୍ପଣୀ। ରଥଯାତ୍ରା ବେଳେ ଅଣସେବାୟତ ରଥ ଉପରକୁ ଚଢ଼ି ପାରିବେନି। ସେହିପରି ରଥ ଉପରକୁ ସେବାୟତ ନେଇପାରିବେନି ମୋବାଇଲ। କୌଣସି ପ୍ରକାର ଅନଧିକୃତ କାର୍ଯ୍ୟ କଲେ କାର୍ଯ୍ୟାନୁଷ୍ଠାନ ହେବ। ସମସ୍ତଙ୍କୁ…

ଏନକାଉଣ୍ଟରରେ ଟଳିଲା ମାଓ କମାଣ୍ଡର, ମୁଣ୍ଡ ଉପରେ ଥିଲା ୫ ଲକ୍ଷ ଟଙ୍କା ପୁରସ୍କାର

ରାଉରକେଲା : ଏନକାଉଣ୍ଟରରେ ଟଳିଲା ମାଓ କମାଣ୍ଡର । ପୋଲିସ ଗୁଳିରେ ଝାଡ଼ଖଣ୍ଡ ଲାତେହାରରେ ମାଓ କମାଣ୍ଡର ମନୀଷ ଯାଦବ ମୃତ। ଆଉ ଜଣଙ୍କୁ ଗିରଫ କରିଛି ପୋଲିସ। ଗିରଫ ମାଓବାଦୀଙ୍କ ଉପରେ ଥିଲା 10 ଲକ୍ଷ ଟଙ୍କାର ପୁରସ୍କାର ରାଶି…

ଓଲଟିଲା ସ୍ପିଡ୍‌ବୋଟ୍; ଅଳ୍ପକେ ବର୍ତ୍ତିଲେ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ଓ ଭାଉଜ

ପୁରୀ: ପୂର୍ବତନ ଭାରତୀୟ କ୍ରିକେଟ୍ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ସ୍ନେହାଶିଷ ଗାଙ୍ଗୁଲି ଏବଂ ଭାଉଜ ଅର୍ପିତା ଗାଙ୍ଗୁଲି ଏକ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି। ପୁରୀରେ ଗଭୀର ସମୁଦ୍ର ଜଳରେ ସ୍ପିଡ୍‌ବୋଟର ମଜା ନେଉଥିବା ବେଳେ ଏହା ହଟାତ୍ ଓଲଟି…

ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ରଥଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଧାନମନ୍ତ୍ରୀଙ୍କ ସହ ସମସ୍ତ କେନ୍ଦ୍ରମନ୍ତ୍ରୀ ଏବଂ ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ମାନଙ୍କୁ ମଧ୍ୟ ରଥଯାତ୍ରା ପାଇଁ ନିମନ୍ତ୍ରଣ କରିଛନ୍ତି ମୁଖ୍ୟମନ୍ତ୍ରୀ…

ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ଅଚ୍ୟୁତ ସାମନ୍ତଙ୍କୁ ୬୬ତମ ସମ୍ମାନଜନକ ଡକ୍ଟରେଟ୍ ପ୍ରଦାନ

ଭୁବନେଶ୍ୱର : ଶିକ୍ଷାବିତ୍, ସମାଜସେବୀ ତଥା କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ରାଜସ୍ଥାନ ଜୟପୁରସ୍ଥିତ ଆପେକ୍ସ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ମାନସୂଚକ ଡକ୍ଟରେଟ୍ ଡିଗ୍ରୀ ପ୍ରଦାନ କରାଯାଇଛି । ରାଜସ୍ଥାନ ରାଜ୍ୟପାଳ ହରିଭାଉ କିଶନରାଓ ବାଗଡେ ଶ୍ରୀ ସାମନ୍ତଙ୍କୁ ଏହି…