State

ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା, ୨୭ ରୁ ୩୦ ଯାଏ ହୋଇପାରେ ପ୍ରବଳରୁ ଅତି ବର୍ଷା

ଭୁବନେଶ୍ୱର : ଆସୁଛି ଲଘୁଚାପ । ୨୭ ରୁ ୩୦ ଯାଏ ପ୍ରବଳରୁ ଅତି ବର୍ଷା ସମ୍ଭାବନା । ୨୯ ରୁ ୧ ଯାଏ ବର୍ଷା ସହ ୫୦ କିମି ପବନ ବହିବାର ସମ୍ଭାବନାକୁ ନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ପାଇଁ…

ବଲାଙ୍ଗୀରରେ ସାମ୍ବାଦିକଙ୍କୁ ନିର୍ମମ ଆକ୍ରମଣ: ଦୁଇ ଅଭିଯୁକ୍ତ ଗିରଫ, ମୁଖ୍ୟ ଠିକାଦାର ଫେରାର

ବଲାଙ୍ଗୀର: ଖବର ସଂଗ୍ରହ କରୁଥିବା ବେଳେ ଜଣେ ସାମ୍ବାଦିକଙ୍କୁ ଅମାନବୀୟ ନିର୍ଯାତନାର ଶିକାର ହେବାର ଘଟଣା ବଲାଙ୍ଗୀର ଜିଲ୍ଲା ସମେତ ସାରା ରାଜ୍ୟରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି। ପୁଇଁତଳା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ଏକ ନିର୍ମାଣ କାର୍ଯ୍ୟରେ ଦୁର୍ନୀତି…

ଦୀଘା ଜଗନ୍ନାଥ ଧାମ ନାମକରଣ ସଂସ୍କୃତି ବିରୁଦ୍ଧ : ଗଜପତି ମହାରାଜା ଦିବ୍ୟ ସିଂହ ଦେବ

ପୁରୀ : ଦୀଘା ଜଗନ୍ନାଥଧାମ ନାମକରଣ ପରମ୍ପରା ବିରୁଦ୍ଧ । ଶ୍ରୀମନ୍ଦିର ପରିଚାଳନା କମିଟି ଉଚ୍ଚସ୍ତରୀୟ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ। ଜଗନ୍ନାଥ ଧାମ କହିଲେ କେବଳ ପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର, ପୁରୀକୁ ବୁଝାଏ ।…

ନାରୀ ଶକ୍ତିର ଜାଗରଣର ଅନନ୍ୟ ଉଦାହରଣ – ସାବିତ୍ରୀ ବ୍ରତ

ଭାରତୀୟ ସଂସ୍କୃତି ଓ ପରମ୍ପରାରେ ବ୍ରତ ଏବଂ ଓଷା ଗୁଡ଼ିକର ଏକ ବିଶେଷ ସ୍ଥାନ ରହିଛି। ଏଗୁଡ଼ିକ କେବଳ ପୂଜାପାଠରେ ସୀମିତ ନ ରହି, ଆମ ଜୀବନଶୈଳୀ, ସାମାଜିକ ସମ୍ବନ୍ଧ ଏବଂ ନୈତିକ ମୂଲ୍ୟବୋଧକୁ ମଧ୍ୟ ପ୍ରତିଫଳିତ କରନ୍ତି। ଏହି ପରିପ୍ରେକ୍ଷୀରେ,…

ଦେବସ୍ନାନ ପୂର୍ଣ୍ଣିମା ଓ ଅଲାରନାଥ ଦର୍ଶନ ପାଇଁ ବୈଠକ

ପୁରୀ: ଚଳିତ ବର୍ଷର ଦେବସ୍ନାନ ପୂର୍ଣ୍ଣିମା ଜୁନ୍‌ ୧୧ ତାରିଖରେ ଅନୁଷ୍ଠିତ ହେବ। ତାହାର ପରଦିନଠାରୁ ବ୍ରହ୍ମଗିରି ଅଲାରନାଥ ପୀଠରେ ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହୋଇଯିବ। ସ୍ନାନଯାତ୍ରା ଓ ଅଲାରନାଥଙ୍କ ଦର୍ଶନକୁ ଶାନ୍ତି ଶୃଙ୍ଖଳାର ସହ ସମାପନ ପାଇଁ ଏକ ପ୍ରସ୍ତୁତି…

ଦେବୋତ୍ତର ଅଧୀନକୁ ଗଲା ଫତେଗଡ଼ ଶ୍ରୀରାମ ମନ୍ଦିର

ଭୁବନେଶ୍ୱର: ନୟାଗଡ଼ ଜିଲା ଫତେଗଡ଼ ମୌଜାରେ ଥିବା ଶ୍ରୀରାମ ମନ୍ଦିର ଦେବୋତ୍ତର ବିଭାଗ ଅଧୀନକୁ ଆସିଛି। ୨୦୨୪ ଜାନୁଆରୀ ୨୨ରେ ଅଯୋଧ୍ୟାରେ ଶ୍ରୀରାମ ମନ୍ଦିର ପ୍ରାଣପ୍ରତିଷ୍ଠା ସମୟରେ ଏଠାରେ ଶ୍ରୀରାମ ମନ୍ଦିରରେ ମର‌୍ୟ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମ, ଲକ୍ଷ୍ମଣ ଓ ଦେବୀ ସୀତାଙ୍କ…

‘ସମ୍ବଲପୁରକୁ ବୃହତ ମହାନଗର ନିଗମରେ ପରିଣତ କରିବା ପାଇଁ ଆମ ସରକାର ଅଙ୍ଗିକାରବଦ୍ଧ’

ସମ୍ବଲପୁର: ରବିବାର ସମ୍ବଲପୁର ଗସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ମଧ୍ୟ କରିଛନ୍ତି । ଏନେଇ କେନ୍ଦ୍ରମନ୍ତ୍ରୀ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସୂଚନା…

ଇନ୍ଫୋଭ୍ୟାଲି ଅଞ୍ଚଳରେ ଗୁଳିକାଣ୍ଡ ଘଟଣା, ଏମ୍ସ ହସ୍ପିଟାଲରେ ଆହତ

ଭୁବନେଶ୍ୱର : ଇନ୍ଫୋଭ୍ୟାଲି ଅଞ୍ଚଳର ଗୁଳିକାଣ୍ଡ ଘଟଣା । ପିତାପଲ୍ଳୀ ରାସ୍ତାରେ ରୋଡ ରେଜକୁ ନେଇ ଗୁଳି ଚାଳନା ହୋଇଚି । ଗୁଳି କାଣ୍ଡରେ ଆହତ ହୋଇଛନ୍ତି ଦୀପକ ଏବଂ ଗଣ୍ଡଗୋଳରେ ଆହତ ହୋଇଛନ୍ତି ତାଙ୍କ ଭାଇ । ଗତକାଲି ସନ୍ଧ୍ୟାରେ…

ସନ୍ଧ୍ୟା ୫ଟା୩୦ ପୂର୍ବରୁ ଅଫିସ ଛାଡିପାରିବେନି ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀ

ଭୁବନେଶ୍ବର: ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀଙ୍କ ପାଇଁ ଜାରି ହେଲା ନୂଆ ନିର୍ଦ୍ଦେଶନାମା । ସାଢ଼େ ୫ଟା ପୂର୍ବରୁ ଅଫିସ ଛାଡ଼ିପାରିବେ ନାହିଁ କର୍ମଚାରୀ । ଗ୍ରାମ୍ୟ ଉନ୍ନୟନ ବିଭାଗ କର୍ମଚାରୀମାନେ ସକାଳ ୧୦ଟା ସମୟରେ ଅଫିସ ଆସିବେ ଆଉ ସନ୍ଧ୍ୟା…

ଚାଲିଛି ରଥନିର୍ମାଣ କାର୍ଯ୍ୟ, ୩ ରଥର ୩୬ଟି ଚକ ନିର୍ମାଣ ଶେଷ

ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ଜୋରସୋରରେ ଚାଲିଛି ରଥନିର୍ମାଣ କାର୍ଯ୍ୟ । ୩ ରଥର ୩୬ଟି ଚକ ନିର୍ମାଣ ଶେଷ ହୋଇଛି । ଏହାସହ ୧୪ ନାହାକ ଚଉପଟ କାର୍ଯ୍ୟ ଆରମ୍ଭ ହୋଇଛି । ଚକ ତୁମ୍ବରେ ସିଙ୍ଗଡା ବାଡିଆ…