State

କଟକ ଚୌଦ୍ବାର ଜେଲରେ ବିଚାରାଧୀନ କଏଦୀର ଆତ୍ମହତ୍ୟା

କଟକ: କଟକ ଚୌଦ୍ଵାର ଜେଲରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି । ଜେଲ ପରିସରରେ ଥିବା ଏକ ଗଛରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ କଏଦୀ ଜଣକଙ୍କ ପରିଚୟ ହେଉଛି ଟାଙ୍ଗୀ ଜରିପଡ଼ାର ବିଷ୍ଣୁପ୍ରସାଦ…

ଅପରେସନ ସିନ୍ଦୂର ପରେ ବଢିଛି ପୁରୀର ସୁରକ୍ଷା, ରଥଯାତ୍ରାରେ ମୁତୟନ ହେବେ SOG ଯବାନ

ଅପରେସନ ସିନ୍ଦୂର ପରେ ବଢିଛି ଓଡ଼ିଶା ସୁରକ୍ଷା ଚିନ୍ତା । ବିଶେଷ କରି ପୁରୀର ସୁରକ୍ଷା ଏବେ କଡା କଡି କରାଯାଇଛି । ଜ୍ୟୋତି ମଲହୋତ୍ରା ଓ ତାଙ୍କ ବାନ୍ଧବୀ ପୁରୀର ବିଭିନ୍ନ ସ୍ଥାନରେ ବୁଲିବା ସହ ଭିଡିଓ କରିଥିଲେ ।…

ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷିବ, ବାତ୍ୟା ନେଇ ନାହିଁ କୌଣସି ଆକଳନ

ଭୁବନେଶ୍ବର: ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସହ ପବନ ବହିବବା ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ । ପାଣିପାଗ ବିଭାଗ ଅନୁଯାୟୀ, ଓଡିଶାରେ…

ଅଧା ରହିଲା ବାବାମଣିଙ୍କ ଦର୍ଶନ, ଗାଧୋଇବା ବେଳେ ଗଙ୍ଗା ପୁଷ୍କରଣୀରେ ବୁଡି ଦୁଇ ସାଙ୍ଗଙ୍କ ମୃତ୍ୟୁ

ଚାନ୍ଦବାଲି : ଅଧା ରହିଲା ବାବାମଣିଙ୍କ ଦର୍ଶନ । ବାବାମଣିଙ୍କୁ ଦର୍ଶନ କରିବା ପୂର୍ବରୁ ଚାଲିଗଲା ଜୀବନ । ୨ଟି ବାଇକରେ ଚାରି ଜଣ ସାଙ୍ଗ ଆଜି ସକାଳୁ ସକାଳୁ ଭଦ୍ରକରୁ ଆରଡ଼ି ଆସିଥିଲେ । ଆରଡ଼ି ରେ ପହଂଚିବା ପରେ…

ନୀଳାଦ୍ରି ବିଜେ ସୁଦ୍ଧା ସରିବ ରତ୍ନ ଭଣ୍ଡାର ମରାମତି କାମ: ମନ୍ତ୍ରୀ

ଭୁବନେଶ୍ୱର: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରରେ ଅସ୍ଥାୟୀ ଭାବରେ ବନ୍ଦ ଥିବା ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ ନୀଳାଦ୍ରି ବିଜେ ସୁଦ୍ଧା ସମାପ୍ତ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ବିରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ଚନ୍ଦନ ଯାତ୍ରା ପାଇଁ ବନ୍ଦ ଥିବା…

ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା, ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କଲେ ସେବାୟତ

ମାନୁନାହିଁ ଇସ୍କନ । ଦକ୍ଷିଣ ଆଫ୍ରିକାରେ ଇସ୍କନର ଅଦିନିଆ ରଥଯାତ୍ରା । ଗତ ୩ଦିନ ତଳେ ଦକ୍ଷିଣ ଆଫ୍ରିକାର ସାଣ୍ଡଟନ୍ ସହରରେ ରଥଯାତ୍ରା କରିଥିଲା ଇସ୍କନ । ଗୋଟିଏ ରଥରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବସାଇ ରଥ ଟଣାଯାଉଥିବା ଏକ ଭିଡିଓ ସୋସିଆଲ ମିଡିଆରେ…

ଖଣି ଦୁର୍ନୀତିର ଖୋଳତାଡ ପାଇଁ ଗଠନ ହେଲା ୮ ଜଣିଆ SIT

କଟକ: ବେଆଇନ ଖଣି ଖନନର ତଦନ୍ତ ପାଇଁ ଭିଜିଲାନ୍ସ ନିର୍ଦ୍ଦେଶାଳୟ ଗଠନ କଲା ସ୍ଵତନ୍ତ୍ର ତଦନ୍ତକାରୀ ଟିମ(ଏସଆଇଟି)। ଏହି ଏସଆଇଟି ବେଆଇନ ଖଣି ଖନନ ନେଇ ତଦନ୍ତ ଆରମ୍ଭ କରିଥିବା ଭିଜିଲାନ୍ସ ସେଲ୍ ଏସପି ଏମ ରାଧାକ୍ରିଷ୍ଣ ସୂଚନା ଦେଇଛନ୍ତି। ରାଜ୍ୟ…

ଜୁନ ୪ରୁ ରାଜସ୍ବ ବିଭାଗର ସମ୍ମିଳନୀ: ଯୋଗଦେବେ ବିଭାଗୀୟ ଅଧିକାରୀ

ଭୁବନେଶ୍ବର: ରାଜସ୍ୱ ବିଭାଗ ନିଜ ବିଭାଗର କର୍ମଚାରୀ ଓ ଅଧିକାରୀଙ୍କ ବାର୍ଷିକ କାର୍ଯ୍ୟର ସମୀକ୍ଷା କରିବାକୁ ଯାଉଛି। ରାଜସ୍ବ ସେବା ପ୍ରଦାନରେ ସଫଳତା ହାସଲ କରିଥିବା ଜିଲ୍ଲା ଓ ତହସିଲ ପୁରସ୍କୃତ ହେବେ। ଭୁବନେଶ୍ବରରେ ଆୟୋଜିତ ଦୁଇ ଦିନିଆ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ…

ମହିଳାଙ୍କୁ ସାବିତ୍ରୀ ଭାର ବାଣ୍ଟିଲେ ମନ୍ତ୍ରୀ ବିଭୂତି ଭୂଷଣ ଜେନା

ଗୋପାଳପୁର: ବାପା ଘରୁ ଅମାବାସ୍ୟା ଭାର କେବେ ଆସିବ ସେଥିପାଇଁ ଝିଅ ମାନେ ଅପେକ୍ଷା କରିଥାନ୍ତି। ଭାଇ ନେଇ ଭଉଣୀ ପାଖରେ ପହଞ୍ଚାଇ ଦିଏ ସେହି ଭାର। ଭଉଣୀଙ୍କୁ ଭାଇ ଦିଏ ଅମାବାସ୍ୟା ଭାର। ଏଭଳି ଏକ ନିଆରା ଦୃଶ୍ୟ ଦେଖିବାକୁ…

ଆହୁରି ୭ ଦିନ ବଢିଲା ଭୁବନେଶ୍ବର ବିମାନ ବନ୍ଦର ରେଡ୍ ଆଲର୍ଟ

ଭୁବନେଶ୍ବର: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଆହୁରି କଡ଼ା ରହିବ । ଆହୁରି ୭ ଦିନ ଯାଏଁ ରେଡ୍ ଆଲର୍ଟ ଭିତରେ ରହିବ ବିମାନ ବନ୍ଦର । ବ୍ୟୁରୋ ଅଫ୍ ସିଭିଲ ଏଭିଏସନ୍ ସିକ୍ୟୁରିଟି, ବିସିଏଏସ୍ ବିମାନବନ୍ଦରରେ…