State

ଗରିବ, ଅସହାୟଙ୍କୁ ସହାୟତା ଦେବା ଆମ ସରକାରଙ୍କ ପ୍ରାଥମିକତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:‘ଲୋକଙ୍କ ମୁଖ୍ୟମନ୍ତ୍ରୀ’ଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ସୋମବାର ଥିଲା ୧୧ତମ ପାଳି। ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି। ତାଙ୍କ ଅଭିଯୋଗର ତ୍ୱରିତ ସମାଧାନ ପାଇଁ ପଦକ୍ଷେପ ନେଉଛନ୍ତି। ସୋମବାର ଭୁବନେଶ୍ୱର ୟୁନିଟ-୨ ଠାରେ ନୂଆ ଅଭିଯୋଗ ପ୍ରକୋଷ୍ଠରେ ମୁଖ୍ୟମନ୍ତ୍ରୀ…

ଝାରସୁଗୁଡ଼ାରେ ପୂର୍ବତନ ନୀତି ଆୟୋଗ ସିଇଓ ଅମିତାଭ କାନ୍ତଙ୍କ ସମୀକ୍ଷା ବୈଠକ

ଝାରସୁଗୁଡ଼ା: ପୂର୍ବତନ ନୀତି ଆୟୋଗ ସିଇଓ ଅମିତାଭ କାନ୍ତ ୩ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି। ସୋମବାର ସେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିବା ପରେ ଜିଲ୍ଲାପାଳ ଅବୋଲି ସୁନିଲ ନରୱନେ, ଏସପି ସ୍ମିତ ପି ପରମାର ତାଙ୍କୁ ସ୍ବାଗତ କରିଥିଲେ।…

ଲିଙ୍ଗରାଜ ମନ୍ଦିର ଉପରେ ୧୫ ମିନିଟ୍ ଧରି ଉଡ଼ିଲା ସନ୍ଦିଗ୍ଧ ଡ୍ରୋନ୍: ସୁରକ୍ଷା ବ୍ୟବସ୍ଥାକୁ ନେଇ ଆଶଙ୍କା

ଭୁବନେଶ୍ୱର: ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ଉପରେ ପ୍ରାୟ ୧୫ ମିନିଟ୍ ଧରି ଏକ ସନ୍ଦିଗ୍ଧ ଡ୍ରୋନ୍ ଉଡୁଥିବାର ଦେଖାଯାଇଥିବା ଜଣାପଡ଼ିଛି। ଏହା ପରେ ମନ୍ଦିରରେ ସୁରକ୍ଷା ନେଇ ଆଶଙ୍କା ସୃଷ୍ଟି ହୋଇଛି। କିଛି ସେବାୟତ ସନ୍ଧ୍ୟା ୫.୧୫ ରୁ ୫.୩୦ ପର୍ଯ୍ୟନ୍ତ…

ଦୂଷିତ ପାଣିରେ ସ୍ନାନ କରୁଛନ୍ତି ବାବାମଣି, ପ୍ରଶାସନର ଚିନ୍ତା ନାହିଁ

ଆରଡି: ଗ୍ରୀଷ୍ମର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଥିବା ବେଳେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବକ୍ଷେତ୍ର ଆରଡିପୀଠରେ ଏହା ପ୍ରହସନ ପାଲଟିଛି। ବ୍ଲକ ପ୍ରଶାସନ ପକ୍ଷରୁ ହାତ ଗଣତିରେ ଥିବା ୩ଟି ଜଳଛତ୍ର ଖୋଲାଯାଇଛି। ହେଲେ ଜଳଛତ୍ରରେ କେଉଁଠି…

ଡ୍ରପ୍ ଆଉଟ୍ ହାର ରୋକିବା ପାଇଁ ଓଡ଼ିଶାର ଘରକୁ ଘର ବୁଲି ସର୍ବେକ୍ଷଣ ଦେଶ ପାଇଁ ଉଦାହରଣ: କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କାର୍ଯ୍ୟାନ୍ୱୟନ ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟର ବିଦ୍ୟାଳୟ ଶିକ୍ଷା ପରିପୃଷ୍ଠ, ସ୍କୁଲ ଭିତ୍ତିଭୂମିର ଉନ୍ନତିକରଣ, ଜାତୀୟ ପାଠ୍ୟକ୍ରମ ରୂପରେଖ ସହିତ ସମନ୍ୱୟ ରଖି ପାଠ୍ୟପୁସ୍ତକ ଏବଂ ଶିକ୍ଷଣ…

ଅଧିକାରୀଙ୍କ ଭୁଲ୍‌ ପାଇଁ ସରକାର ଗଣିବେ ୨୦ କୋଟିର ତଣ୍ଡ

ଭୁବନେଶ୍ୱର : କେନ୍ଦ୍ର ସରକାରଙ୍କ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା (ସିଏସ୍‌ଏସ୍‌) ଅର୍ଥ କିଭଳି ଖର୍ଚ୍ଚ କରାଯିବ, ସେନେଇ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବାରମ୍ବାର ରାଜ୍ୟ ସରକାରଙ୍କୁ ଅବଗତ କରାଯାଉଛି। ଏ ସଂକ୍ରାନ୍ତରେ ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ମାର୍ଗଦର୍ଶିକା ମଧ୍ୟ ଜାରି ହୋଇଛି।…

ପ୍ରେମରେ ବିଫଳ ହୋଇ ପ୍ରେମିକାଙ୍କୁ ଏସିଡ୍‌ ମାଡ଼ କରିବାକୁ ଉଦ୍ୟମ

ଭୁବନେଶ୍ୱର,୧୯।୫: ଭୁବନେଶ୍ୱର ଶହିଦନଗର ଥାନା ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଘଟଣା ସାମ୍‌ନାକୁ ଆସିଛି। ଏକତରଫା ପ୍ରେମରେ ବିଫଳ ହେବା ପରେ ଜଣେ ଯୁବକ ଉନ୍ମତ୍ତ କାଣ୍ଡ ଭିଆଇଛନ୍ତି। ପ୍ରେମିକ ଜଣକ ଯୁବତୀଙ୍କୁ ଏସିଡ ଫିଙ୍ଗିବାକୁ ଉଦ୍ୟମ କରିଛନ୍ତି। ହେଲେ ସ୍ଥାନୀୟ ଲୋକେ…

ୟୁଟ୍ୟୁବରଙ୍କ ପାକିସ୍ତାନୀ ଗୁପ୍ତଚର ଲିଙ୍କ୍‌ ପ୍ରସଙ୍ଗରେ ତଦନ୍ତ କରୁଛି ଏନ୍ଆଇଏ: ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

ଭୁବନେଶ୍ବର: କୌଣସି ବି ପରିସ୍ଥିତିରେ ପାକିସ୍ତାନୀ ଗୁପ୍ତଚରଙ୍କୁ ଛଡ଼ାଯିବନି। ଯେତେ ଯାହାର ଲିଙ୍କ୍ ଥିବ, ସବୁ ବାହାରିବ। ଏଥିଲାଗି ଏନ୍ଆଇଏ ୟୁଟ୍ୟୁବରଙ୍କ ପାକିସ୍ତାନୀ ଗୁପ୍ତଚର ଲିଙ୍କ୍‌ ପ୍ରସଙ୍ଗରେ ତଦନ୍ତ କରୁଛି। ଯାହାର ଲିଙ୍କ୍‌ ବାହାରିବ ସେ ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ।…

ଏକସଙ୍ଗେ ଆସୁଛି ଦୁଇ ଲଘୁଚାପ

ଭୁବନେଶ୍ବର: ମେ’ଶେଷ ସପ୍ତାହରେ ବଙ୍ଗୋପସାଗର ଏବଂ ଆରବସାଗରରେ ଲଘୁଚାପ ସମ୍ଭାବନା ରହିଛି। ୨୧ ମେ’ ବେଳକୁ ଆରବସାଗରର କର୍ଣ୍ଣାଟକ ଉପକୂଳରେ ଘୁର୍ଣ୍ଣିବଳୟ ସମ୍ଭାବନା ଥିବା ବେଳେ ୨୨ ମେ’ ବେଳକୁ ଏହା ଲଘୁଚାପର ରୂପ ନେବ। ଏହି ଲଘୁଚାପ ଅଧିକ ଘନୀଭୂତ…

ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କ୍ ଘଟଣା: ମୁହଁ ଖୋଲିଲେ ପ୍ରିୟଙ୍କା ସେନାପତି

ପୁରୀ: ୟୁଟ୍ୟୁବର ଜ୍ୟୋତି ମାଲହୋତ୍ରା ଲିଙ୍କ୍ ଘଟଣାରେ ମୁହଁ ଖୋଲିଛନ୍ତି ପ୍ରିୟଙ୍କା ସେନାପତି। ସେ କହିଛନ୍ତି, ଜ୍ୟୋତି ମୋର କେବଳ ଜଣେ ସାଙ୍ଗ। ୟୁଟ୍ୟୁବ ମାଧ୍ୟମରେ ତାଙ୍କ ସହ ମୋର ପରିଚୟ ହୋଇଥିଲା। ଜ୍ୟୋତି ମାଲହୋତ୍ରା ଯେଉଁ ଅଭିଯୋଗରେ ଗିରଫ ହୋଇଛନ୍ତି,…