ଉଚ୍ଚଶିକ୍ଷାରେ ଏସ୍ଇବିସିଙ୍କୁ ୧୧.୨୫% ସଂରକ୍ଷଣ
ଭୁବନେଶ୍ବର: ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ସାମାଜିକ ଓ ଅର୍ଥନୈତିକ ପଛୁଆବର୍ଗ (ଏସଇବିିସି) ଛାତ୍ରଛାତ୍ରୀଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହୋଇଛି। ଏହି ସଂରକ୍ଷଣ ନୀତି ଅନୁସାରେ ଉଚ୍ଚଶିକ୍ଷାନୁଷ୍ଠାନରେ ଏସଇବିସି ବର୍ଗର ଛାତ୍ରଛାତ୍ରୀଙ୍କ ନାମଲେଖା ପାଇଁ ୧୧.୨୫% ଆସନ ସଂରକ୍ଷଣ ବ୍ୟବସ୍ଥା ଲାଗୁ…