State

ଖରସ୍ରୋତା ନଦୀରେ ପାଣି ପିଉଥିବା ବେଳେ ଯୁବକଙ୍କୁ ଝାମ୍ପିନେଲା କୁମ୍ଭୀର

ଯାଜପୁର : ଗାଈ ଚରାଇବାକୁ ଯାଇ ନଦୀରେ ପାଣି ପିଉଥିବା ବେଳେ ଯୁବକଙ୍କୁ ଝାମ୍ପିନେଲା କୁମ୍ଭୀର। ପାଣିକୋଇଲି ଥାନା ତଣ୍ଡରା ତଣ୍ଡରା ଗ୍ରାମର କୈଲାସ ମଲ୍ଲିକଙ୍କ ପୁଅ ସିଦ୍ଧାର୍ଥ ମଲ୍ଲିକ ଖରସ୍ରୋତା ନଦୀ କୂଳରେ ଗାଈ ଚରାଉଥିବା ବେଳେ ନଦୀକୁ ପାଣି…

ଲଭ୍,ସେକ୍ସ ଧୋକା: ରିସେପ୍ସନ ଷ୍ଟେଜରୁ ବରଙ୍କୁ ଗିରଫ କରି କୋର୍ଟ ଚାଲାଣ

ଭୁବନେଶ୍ବର: ଲଭ୍,ସେକ୍ସ ଧୋକା ଅଭିଯୋଗରେ ଧଉଳି ପୁଲିସ ବିବାହ ରିସେପ୍ସନ ଷ୍ଟେଜରୁ ବରକୁ ଉଠାଇ ଆଣିଛି। ବିବାହ ରିସେପ୍ସନରେ ଜଣେ ଯୁବତୀ ନାଟକୀୟ ଭାବରେ ପହଞ୍ଚି ଦାବି କରିଥିଲେ ଯେ, ବର ତାଙ୍କର ପୂର୍ବତନ ପ୍ରେମିକ। ସେ ତାଙ୍କ ପ୍ରତି ବିଶ୍ୱାସଘାତକତା…

ବେଆଇନ ଭାବେ ଫ୍ଲାଏ ଆସ୍ ଡମ୍ପିଂ କରୁଥିବା ୨୩ ହାଇୱା ପୁଲିସ ଦ୍ବାରା ଜବତ

ସମ୍ବଲପୁର: ବେଆଇନ ଭାବେ ଫ୍ଲାଏ ଆସ୍ ଡମ୍ପିଂ କରୁଥିବା ୨୩ ହାଇୱାକୁ ଜବତ କରିଛି ପୁଲିସ । ସମ୍ବଲପୁର ଜିଲ୍ଲା ଠେଲକୋଲୋଇ ପୁଲିସ ପାଉଁଶ ବୋଝେଇ ୨୩ଟି ହାଇୱା ଟ୍ରକ୍‌ ଜବତ କରିଛି। ଏହି ଗାଡ଼ିଗୁଡିକ ଝାରସୁଗୁଡାରୁ ଡମ୍ପିଂ ପରମିଟ୍ ବିନା…

ସାନ୍ତାଳୀ ଭାଷାର ବିକାଶ ପାଇଁ ବ‌ର୍ଷ ସାରା କାର୍ଯ୍ୟକ୍ରମ: ମୁଖ୍ୟମନ୍ତ୍ରୀ

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରର ମହୁଲଡିହାରେ ଅଲଚିକି ଲିପିର ଶତବାର୍ଷିକୀ ଏବଂ ଏହାର ସ୍ରଷ୍ଟା ଗୁରୁ ଗୋମକେ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ୧୨୦ତମ ଜନ୍ମବାର୍ଷିକୀ ମହାସମାରୋହରେ ପାଳିତ ହୋଇଯାଇଛି। ଏନେଇ ଓଡ଼ିଶା ଏକ ଐତିହାସିକ ମାଇଲଖୁଣ୍ଟ ସ୍ଥାପନ କରିଛି। ମୁଖ୍ୟମନ୍ତ୍ରୀ ମୋହନ…

ଜାଲ୍‌ ନୋଟ୍‌ କାରବାରର ମାଷ୍ଟରମାଇଣ୍ଡ ଗିରଫ

ଭଦ୍ରକ : ଜାଲ୍‌ ନୋଟ୍‌ କାରବାର ଅଭିଯୋଗରେ ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଶନିବାର ଜଣଙ୍କୁ ଗିରଫ କରିଥିବା ବେଳେ ରବିବାର ରାତିରେ ଏହି ରାକେଟର ମାଷ୍ଟର ମାଇଣ୍ଡକୁ ଯାଜପୁର ଜିଲା ଦଶରଥପୁର ଥାନା ଛଞ୍ଚିଣା ଗ୍ରାମରୁ ତାଙ୍କ ଘରୁ ଗିରଫ କରିଛି…

କଲବଲ କରୁଛି ଗୁଳୁଗୁଳି: ଆହୁରି ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର : ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଥିବାବେଳେ ଖରା ଓ ଗୁଳୁଗୁଳି କଲବଲ କରୁଛି। ତେବେ ଆଗାମୀ ୩ଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ…

ଓଡ଼ିଶାରେ ମୋହନ ଭଗୱତ, ଆରଏସଏସ ପ୍ରଶିକ୍ଷଣ ଶିବିରରେ ଯୋଗଦେବେ

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ(ଆରଏସଏସ) ସରସଂଘଚାଳକ ମୋହନ ଭାଗୱତ ଓଡ଼ିଶା ଗସ୍ତରେ ଆସିଛନ୍ତି। ଆରଏସଏସ ମୁଖ୍ୟ ମୋହନ ଭାଗବତ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଜଣାପଡ଼ିଛି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେ ସିଧା କଟକ ଯାଇଥିଲେ। କଟକରେ…

ହାଇକୋର୍ଟର ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତ

କଟକ: ଆଜି ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ଜଷ୍ଟିସ୍‌ କୃଷ୍ଣ ଶ୍ରୀପାଦ ଦୀକ୍ଷିତ ଶପଥ ନେଇଛନ୍ତି। ଜଷ୍ଟିସ୍‌ ଦୀକ୍ଷିତଙ୍କ ଯୋଗଦାନ ପରେ ଓଡ଼ିଶା ହାଇକୋର୍ଟର ବିଚାରପତିଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ଗତ ମାସ ୧୫ ଓ ୧୯ରେ ଅନୁଷ୍ଠିତ କଲେଜିୟମ ବୈଠକରେ…

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ

ପୁରୀ : ଦିଘା ଜଗନ୍ନାଥ ମନ୍ଦିର ବିବାଦରେ ଜଡ଼ିତ ହୋଇ ପଡ଼ିଥିବା ବରିଷ୍ଠ ଦଇତାପତି ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ ହୋଇଛନ୍ତି । ବଳକା ଦାରୁରେ ଦିଘା ମନ୍ଦିର ଜଗନ୍ନାଥ ବିଗ୍ରହ ନିର୍ମାଣ ନେଇ ଦ୍ବନ୍ଦ୍ବାତ୍ମକ ଏବଂ ବିବାଦୀୟ ବୟାନ ଦେଇ…

ଜମ୍ମୁରୁ ସୁରକ୍ଷିତ ଫେରିଲେ ପୁରୀର ତେଜସ୍ବିନୀ ମହାପାତ୍ର, ସରକାରଙ୍କୁ ଧନ୍ୟବାଦ ଜଣାଇଲେ ପରିବାର ଲୋକେ

ପୁରୀ : ଜମ୍ମୁରୁ ସୁରକ୍ଷିତ ଫେରିଛନ୍ତି ପୁରୀ ସୁଜାତା ନଗରର ତେଜସ୍ବିନୀ ମହାପାତ୍ର । ଭଲୱାଲ ଜିଲ୍ଲାରେ ବିଇଡି ପଢୁଥିଲେ । ଭାରତ – ପାକିସ୍ତାନ ଉତ୍ତେଜନା ଖବର ପରିବାର ଲୋକଙ୍କୁ ବିଚଳିତ କରିଥିଲା l ତେବେ ସେଠାରେ ଥିବା ଛାତ୍ରଛାତ୍ରୀଙ୍କୁ…