ଗୋରୁ ଚାଲାଣ ଗାଡ଼ି ପୋଡ଼ିବା ସହ ଜଣଙ୍କୁ ହତ୍ୟା
ବାରଙ୍ଗ,୯ା୫ : ବାରଙ୍ଗ ଥାନା ଅଧିନସ୍ଥ ଗୋଡ଼ିସାହି ମୁଣ୍ଡଳି ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁ ଚାଲାଣ କରୁଥିବା ଗୋଟିଏ କାର୍କୁ ପୋଡ଼ି ଦେବା ସହିତ ଜଣକୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ପ୍ରକାଶ ଯେ, ଶୁକ୍ରବାର…
ବାରଙ୍ଗ,୯ା୫ : ବାରଙ୍ଗ ଥାନା ଅଧିନସ୍ଥ ଗୋଡ଼ିସାହି ମୁଣ୍ଡଳି ପୁରୀ ମୁଖ୍ୟ କେନାଲ ବନ୍ଧ ରାସ୍ତାରେ ଗୁରୁବାର ବିଳମ୍ବିତ ରାତିରେ ଗୋରୁ ଚାଲାଣ କରୁଥିବା ଗୋଟିଏ କାର୍କୁ ପୋଡ଼ି ଦେବା ସହିତ ଜଣକୁ ହତ୍ୟା କରିଛନ୍ତି ଦୁର୍ବୃତ୍ତ। ପ୍ରକାଶ ଯେ, ଶୁକ୍ରବାର…
ନୂଆଦିଲ୍ଲୀ : ଭାରତ ଓ ପାକିସ୍ତାନ ଉତ୍ତେଜନା ପରିସ୍ଥିତି ମଧ୍ୟରେ ଦେଶବାସୀଙ୍କୁ ଆତଙ୍କିତ ନହେବାକୁ ସବୁ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଉଛି । ଦେଶରେ ତେଲ ପ୍ରଚୁର ପରିମାଣରେ ମହଜୁଦ ରହିଛି ଲୋକମାନେ ଆତଙ୍କିତ ନହେବାକୁ ଆଇଓସିଏଲ୍ ପକ୍ଷରୁ ପରାମର୍ଶ ଦିଆଯାଇଛି…
ଭୁବନେଶ୍ବର : ସମ୍ବଲପୁର ହୀରାକୁଦରେ ବଢିଲା ସୁରକ୍ଷା ବ୍ୟବସ୍ଥା । ଭାରତ-ପାକିସ୍ତାନ ଉତ୍ତେଜନାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମ ଅଞ୍ଚଳ ବୁଲିବା ଉପରେ ରୋକ ଲଗାଯାଇଛି । ଆଜିଠାରୁ ପର୍ଯ୍ୟଟକଙ୍କୁ ହୀରାକୁଦ ଡ୍ୟାମ୍ ବୁଲିବା ମନା ହୋଇଛି । ସେପଟେ କେନ୍ଦ୍ରାପଡା…
ପୁରୀ,୯।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ବୃଦ୍ଧି ପାଇବା ପରେ ଓଡ଼ିଶାରେ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ପାକିସ୍ତାନର ବିଫଳ ଡ୍ରୋନ ଓ ମିସାଇଲ ଆକ୍ରମଣ ପ୍ରୟାସ ପରେ ରାଜ୍ୟ ସରକାର ଏବଂ ପୁଲିସ ଉଚ୍ଚ ସତର୍କତା…
ଶ୍ରୀନଗର,୯ା୫: ଭାରତ-ପାକିସ୍ତାନ ସାମରିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ପରେ ଜମ୍ମୁରେ ଅଧ୍ୟୟନରତ ଓଡ଼ିଆ ଛାତ୍ରଙ୍କୁ ଫେରାଇ ଆଣିବା ପାଇଁ ବ୍ୟବସ୍ଥା କରାଯାଉଛି। କେନ୍ଦ୍ରୀୟ ସଂସ୍କୃତ ବିଶ୍ବବିଦ୍ୟାଳୟ ଖାଲି କରିବାକୁ ନିର୍ଦ୍ଦେଶ ପରେ ଏହି ପଦକ୍ଷେପ ନିଆଯାଇଛି। ଏନେଇ ଓଡ଼ିଶା ସରକାର ୨୪…
ଭୁବନେଶ୍ବର: ନରହତ୍ୟା, ଡକାୟତି, ଦାଦାବଟି ଆଦାୟ ଭଳି ସଂଗିନ ଆପରାଧିକ ମାମଲାରେ ଜେଲ୍ରେ ଥିବା ଦୁର୍ଦ୍ଦାନ୍ତ କଏଦୀଙ୍କ ଭଏସ୍ ରେକର୍ଡିଂ କରାଯିବ। ସ୍ବତନ୍ତ୍ର ଡାଟାବେସ୍ରେ ସେସବୁ ରେକର୍ଡିଂକୁ ସାଇତି ରଖାଯିବ। କେବଳ ସେତିକି ନୁହେଁ, ତିହାର ଜେଲ୍ ଭଳି ରାଜ୍ୟର କେତେକ…
ବାରିପଦା: ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳ ଜାତୀୟ ଉଦ୍ୟାନରେ ଗତକାଲି ରାତିରେ ଶିକାର କରିବା ସମୟରେ ଏ ଆଇ କ୍ୟାମେରା ଦ୍ୱାରା ଚିହ୍ନଟ ହୋଇ ତିନି ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଏମାନଙ୍କୁ କୋର୍ଟଚାଲାଣ କରାଯାଇଥିଲା। ସେମାନଙ୍କର ଜାମିନ ନାମଞ୍ଜୁର ହେବା ପରେ…
ଭୁବନେଶ୍ବର : ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ୫ଟି ବିଭାଗର ୮ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ବୈଠକ ପରେ ଗୃହୀତ ପ୍ରସ୍ତାବଗୁଡ଼ିକ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା…
ଭୁବନେଶ୍ୱର ,୮।୫: କିଛି ଦିନର ବିରାମ ପରେ ତାପମାତ୍ରା ବୃଦ୍ଧି ସହିତ ଓଡ଼ିଶାକୁ ଗରମ ଏବଂ ଗୁଳୁଗୁଳି ଫେରିଛି, ଯାହା ସାଧାରଣ ଜୀବନଯାତ୍ରାକୁ ଗମ୍ଭୀର ଭାବେ ପ୍ରଭାବିତ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ, ଏହି ପାଗ ମେ ୧୪…
ଭୁବନେଶ୍ବର: ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଓଡ଼ିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛି । ଆମ ରାଜ୍ୟ ସବୁ ପ୍ରକାର ସ୍ଥିତି ପାଇଁ ପ୍ରସ୍ତୁତ ଅଛି। ଡାଲି, ଚାଉଳ, ତେଲ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ଗଚ୍ଛିତ ଅଛି ବୋଲି ଖାଦ୍ୟ…