‘ସ୍ୱାସ୍ଥ୍ୟସେବାର ଉନ୍ନତି ପାଇଁ ରାଜ୍ୟ ସରକାର କ୍ରମାଗତ ଉଦ୍ୟମ କରୁଛନ୍ତି’
ଭୁବନେଶ୍ୱର: ଆୟୁଷ ଚିକିତ୍ସାର ଉନ୍ନତି ପାଇଁ ରାଜ୍ୟ ସରକାର ଢେଙ୍କାନାଳ, ବ୍ରହ୍ମପୁର ଓ ବାଲେଶ୍ୱରରେ ସମନ୍ୱିତ ଆୟୁଷ ଚିକିତ୍ସାଳୟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱରସ୍ଥିତ ଡଃ ଅଭିନଚନ୍ଦ୍ର ହୋମିଓପାଥିକ୍ ମେଡିକାଲ କଲେଜ ଓ ହସ୍ପିଟାଲର ଛାତ୍ର ସଂସଦର ବାର୍ଷିକ ଉତ୍ସବରେ…