State

ବଳକା ଦାରୁରେ ମୂର୍ତ୍ତି ନିର୍ମାଣ ମିଛ: ଆଇନ ମନ୍ତ୍ରୀ

ଭୁବନେଶ୍ବର: ଜୋର ଧରିଛି ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗ। ଏହାରି ଭିତରେ ଆଜି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଳକା ଦାରୁ ପ୍ରସଙ୍ଗ କଥା ସ୍ପଷ୍ଟ କରିଛନ୍ତି। ସେ କହିଛନ୍ତି ପୁରୀ ଶ୍ରୀମନ୍ଦିରରୁ ଯାଇନି ବଳକା ଦାରୁ। ବଳକା ଦାରୁରେ ମୂର୍ତ୍ତି…

ସବୁ ଜଗନ୍ନାଥ ମନ୍ଦିର ପାଇଁ ତିଆରି ହେବ ମାର୍ଗଦର୍ଶିକା

ଭୁବନେଶ୍ୱର: ଦୀଘା ଜଗନ୍ନାଥ ଧାମ ନାମକରଣ ବିବାଦ ନେଇ ଆଇନ ମନ୍ତ୍ରୀଙ୍କ ଚେତାବନୀ। ଦରକାର ପଡ଼ିଲେ ଆମେ ଆଇନର ଆଶ୍ରୟ ନେବୁ କହିଲେ। ଧାମ ଶବ୍ଦର ନାଁ କେବଳ ୪ଟି ସ୍ଥାନ ସହ ଜଡ଼ିତ। ଅନ୍ୟ କୌଣସି ସ୍ଥାନକୁ ଧାମ କୁହାଯାଇ…

ସରକାରଙ୍କ ଡେଡଲାଇନ ପରେ ହୋଇପାରିବ ନାହିଁ ନୂଆ ପୌର, ରାଜସ୍ୱ ଗ୍ରାମ ଓ ପଞ୍ଚାୟତ ଗଠନ

ଭୁବନେଶ୍ୱର : ସରକାରଙ୍କ ଡେଡଲାଇନ ପରେ ହୋଇପାରିବ ନାହିଁ ନୂଆ ପୌର, ରାଜସ୍ୱ ଗ୍ରାମ ଓ ପଞ୍ଚାୟତ ଗଠନ। ଏହା କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଜନ ଗଣନା ସରିବା ଯାଏ ଏ ପ୍ରକ୍ରିୟାରେ ଲାଗିବ ରୋକ । ଜୁଲାଇରେ…

୬ ଜିଲ୍ଲା ପାଇଁ ବିଜେଡିର ନୂଆ ସଭାପତି ଘୋଷଣା

ଭୁବନେଶ୍ୱର: ବିଜୁ ଜନତା ଦଳ (ବିଜେଡି) ସୋମବାର ଦିନ ଛଅଟି ସାଂଗଠନିକ ଜିଲ୍ଲା ପାଇଁ ନୂଆ ସଭାପତିଙ୍କ ନାମ ଘୋଷଣା କରିଛି। ଦଳର ଷ୍ଟେଟ ରିଟର୍ଣ୍ଣିଂ ଅଫିସର ପ୍ରତାପ କେଶରୀ ଦେବ ଏହି ଘୋଷଣା କରିଛନ୍ତି। ପ୍ରକାଶିତ ତାଲିକା ଅନୁଯାୟୀ, ପୂର୍ବତନ…

ରଥ ନିର୍ମାଣ କାର୍ଯ୍ୟ: ଶାଳ ପୂଜା ପରେ ପଡିଲା ଅରକଣ୍ଟା, ୨୮ ତୁମ୍ବ ଗୋଲେଇ ଶେଷ

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ରୁତ ଗତିରେ ଆଗେଇ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ । ରବିବାର ୬୮ ଜଣ ନିର୍ମାଣକାରୀ ରଥ ତିଆରିରେ ଯୋଗ ଦେଇଛନ୍ତି । ଶ୍ରୀନହର ସମ୍ମୁଖ ରଥଖଳାରେ ତୁମ୍ବ ତିଆର ଚାଲିଛି…

ଧାମ ବିବାଦ : ଫଳକ ହଟାଇଲେ, ହେଲେ ଶ୍ରୀକ୍ଷେତ୍ରକୁ ଗୌଣ କରି କହିଲେ ମମତା

ଭୁବନେଶ୍ଵର: ଧାମ ବିବାଦରେ ମୁହଁ ଖୋଲିଲେ, ହେଲେ ଭୁଲ ମାନିବେ କ’ଣ, ଓଲଟା ବିତଣ୍ଡା ଯୁକ୍ତି କଲେ। ଖାଲି ଯୁକ୍ତି କଲେନି, ମୂଳ ପୀଠ ଶ୍ରୀକ୍ଷେତ୍ରକୁ ଗୌଣ କରି କହିଲେ। ଦୀଘାର ‘ଜଗନ୍ନାଥ ଧାମ’ ବିବାଦ ଉପରେ କିଛି ଏପରି ପ୍ରତିକ୍ରିୟା…

ରଥଯାତ୍ରା ୨୦୨୫: ସାହି ଅଞ୍ଚଳ ପରିଦର୍ଶନ ସହ ବିଭିନ୍ନ ସମସ୍ୟା ନେଇ ଲୋକଙ୍କ ସହ କଥା ହେଲେ ଏସପି

ପୁରୀ: ଆସନ୍ତା ରଥଯାତ୍ରା ୨୦୨୫ ସମୟରେ ଶାନ୍ତିପୂର୍ଣ୍ଣ ଓ ସୁସଂଗଠିତ ଭାବରେ ଭକ୍ତମାନେ ଯାତ୍ରା କରିପାରିବେ ବୋଲି ନିଶ୍ଚିତ କରିବାକୁ ପୁରୀ ଏସପି ବିନିତ ଅଗ୍ରୱାଲ ଆଜି ନରେନ୍ଦ୍ର କୋଣ ଛକ, ବିଶ୍ୱେଶ୍ୱରୀ ମନ୍ଦିର, ଚୁଡ଼ଙ୍ଗ ସାହି, ୟଙ୍ଗ ଷ୍ଟାର କ୍ଲବ…

ମହଙ୍ଗା ପଡ଼ିଲା ପ୍ରେମ, ଘଟଣାର ତଦନ୍ତ ପାଇଁ ଚାଇଲ୍ଡ ହେଲ୍ପଲାଇନକୁ ନିର୍ଦ୍ଦେଶ

ଅନୁଗୁଳ: ମହଙ୍ଗା ପଡିଲା ଅଳ୍ପ ବୟସରେ ପ୍ରେମ । ଚାଇଲ୍ଡ କେୟାର ସେଣ୍ଟରରେ ପ୍ରେମିକା । ଅନୁଗୁଳ ଜିଲ୍ଲା କଣିଁହା ବ୍ଲକ ଗଣ୍ଡମାଳା ପଞ୍ଚାୟତର ଜଣେ ନାବାଳକ ଓ ନାବାଳିକାଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଉଠିଥିଲା। ଗାଁରେ ଯାତ୍ରା ଚାଲିଥିବାବେଳେ ନାବାଳକ…

ଦିଦିଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କଡ଼ା ଜବାବ, କହିଲେ ମମତା ହିନ୍ଦୁ ବିରୋଧୀ

ଭୁବନେଶ୍ୱର: ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଜୋର ଧରିଛି। ଏହି ପ୍ରସଙ୍ଗରେ ଆଜି ପ୍ରଥମ ଥର ପ୍ରତିକ୍ରିୟା ରଖିଛନ୍ତି ମମତା ବାନାର୍ଜୀ। ଏହାପରେ କଡ଼ା ଜବାବ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି, “ମମତା ହିନ୍ଦୁ ବିରୋଧୀ,…

ରାଜଧାନୀରେ ଲଜ୍ଜା; ମା’ ଝିଅକୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ଭୁବନେଶ୍ବର: ରାଜଧାନୀରେ ମାଆ ଓ ଝିଅକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ । ଏନେଇ ବଡ଼ଗଡ଼ ଥାନାରେ ମାମଲା ରୁଜୁ ହୋଇଛି । ଅଶ୍ଲୀଳ ଫଟୋ ଉଠାଇ ଦୁଷ୍କର୍ମ କରିଥିବା ଅଭିଯୋଗ । ରବିବାର ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି…