State

ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ, ସାତ ଦିନ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ

ପୁରୀ : ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ । ନୋଟିସ ପାଇବାର ୭ ଦିନ ମଧ୍ୟରେ କୈଫିୟତ୍ ଦାଖଲ କରିବାକୁ ସମୟ ଦିଆଯାଇଛି । ନିଜର ଦ୍ବନ୍ଦ୍ବାତ୍ମକ ବୟାନ ଦ୍ବାରା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଗଣିତ ଭକ୍ତ ତଥା…

ନବ ଯୌବନ ଦର୍ଶନଠାରୁ ନୀଳାଦ୍ରୀ ବିଜେ ପର୍ଯ୍ୟନ୍ତ ନିରନ୍ତର ସ୍ବାସ୍ଥ୍ୟ ସେବା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ମହାପ୍ରଭୁ ଜଗନ୍ନାଥଙ୍କର ଚଳିତ ବର୍ଷ ରଥଯାତ୍ରାରେ ନିରନ୍ତର ସ୍ବାସ୍ଥ୍ୟ ସେବା ନିଶ୍ଚିତ କରାଇବା ପାଇଁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଛି। ଏଥିପାଇଁ ବିଭାଗୀୟ ଶାସନ ସଚିବ ଅଶ୍ବତୀ ଏସ.ଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ…

ପ୍ରଶାସନିକ ସୀମା ପୁନର୍ଗଠନ: ଜୁନ ୩୦ ଶେଷ ତାରିଖ

ଭୁବନେଶ୍ୱର: ରାଜ୍ୟରେ ପ୍ରଶାସନିକ ସୀମା ପୁନର୍ଗଠନ ନେଇ ଜାରି ହେଲା ଶେଷ ସମୟସୀମା। ଆସନ୍ତା ଜୁନ୍ ୩୦ ତାରିଖ ମଧ୍ୟରେ ରାଜ୍ୟର ସମସ୍ତ ପ୍ରଶାସନିକ ସୀମା ପୁନର୍ଗଠନ କାର୍ଯ୍ୟ ସମାପ୍ତ ହେବା। ଏନେଇ ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

‘ଖାନ୍‌ନଗର ବ୍ରିଜ୍‌ ଅଘଟଣ: ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ’

ଭୁବନେଶ୍ବର: କଟକ ରିଙ୍ଗରୋଡ଼ ସଂପ୍ରସାରଣ କାର୍ଯ୍ୟ ଚାଲୁଥିବା ବେଳେ ଶନିବାର ଅପରାହ୍‌ଣରେ ଘଟିଥିବା ଦୁର୍ଘଟଣା ନେଇ ଆଇନ୍‌ମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି। ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଶ୍ରୀ ହରିଚନ୍ଦନ କହିଛନ୍ତି ଏହି ଅଘଟଣ ନେଇ ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ।…

ଆସନ୍ତା ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର: ୩ ଦିନ ବର୍ଷିବ। ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ପବନ ନେଇ ସତର୍କ କରାଇଲା ପାଣିପାଗ ବିଭାଗ। ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା, ବଜ୍ରପାତ ଏବଂ ଝଡ଼ ପବନ ବହିବାର ପୂର୍ବାନୁମାନ କରିଛି ଆଞ୍ଚଳିକ…

ଆଟାଚ ହେବ ରାଜା ଚକ୍ରଙ୍କ ସମ୍ପତ୍ତି, ଏସଟିଏଫ୍ ପକ୍ଷରୁ ସୂଚନା

ଭୁବନେଶ୍ୱର : ଆଟାଚ ହେବ ରାଜା ଚକ୍ରଙ୍କ ସମ୍ପତ୍ତି । ରାଜା ଚକ୍ରଙ୍କ କ୍ରସର ୟୁନିଟ ଓ ଅନ୍ୟ ଜାଗାରେ STFର ଚଢ଼ାଉ । କେନ୍ଦୁଝର ଓ ଆଖପାଖ ଅଞ୍ଚଳରେ STFର ସ୍ବତନ୍ତ୍ର ଟିମ୍ ଚଢ଼ାଉ କରୁଛି। ରାଜା ଚକ୍ରଙ୍କ ସମ୍ପତ୍ତି…

ଫ୍ଲାଏଓଭରରୁ ଖସିଲା ଟ୍ୟାଙ୍କର, ଅଳ୍ପକେ ବର୍ତ୍ତିଲେ ଲୋକେ

ରାୟଗଡ଼ା: ରାୟଗଡ଼ାରେ ଏକ ଫ୍ଲାଏଓଭରରୁ ତଳକୁ ଟ୍ୟାଙ୍କର ଖସିପଡ଼ିଥିବା ବେଳେ ଅଳ୍ପକେ ରକ୍ଷା ପାଇଛନ୍ତି ଡ୍ରାଇଭର ଏବଂ ସ୍ଥାନୀୟ ଲୋକମାନେ। ସୂଚନା ଅନୁଯାୟୀ, ଡ୍ରାଇଭର ନିୟନ୍ତ୍ରଣ ହରାଇବାରୁ ଟ୍ୟାଙ୍କରଟି ବ୍ରିଜର ରେଲିଂକୁ ଧକ୍କା ଦେବା ପରେ ଫ୍ଲାଏଓଭରରୁ ତଳକୁ ଖସି ପଡ଼ିଥିଲା।…

କେନ୍ଦ୍ରାପଡ଼ା ଜିଲ୍ଲା କୁଦାନଗରୀ ଥାନା ଅଞ୍ଚଳରେ ଗୁଳିକାଣ୍ଡ, ଯୁବକ ଗୁରୁତର

କେନ୍ଦ୍ରାପଡ଼ା: ଯୁବକଙ୍କୁ ଗୁଳିକରି ଦୁର୍ବୃତ୍ତ ଫେରାର । କେନ୍ଦ୍ରାପଡ଼ା ଜିଲ୍ଲା କୁଦାନଗରୀ ଥାନା ଅଞ୍ଚଳରେ ଗୁଳିକାଣ୍ଡ । ଭାରିଗୋଳ ଗାଁର ଗୌତମ ମଲ୍ଲିକ ଆହତ । ତାଙ୍କର ବାମ ଜଙ୍ଘରେ ଗୁଳି ବାଜିଛି । ଗୌତମଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଜିଲ୍ଲା…

ଗଞ୍ଜାମରୁ ବିପୁଳ ମାରଣାସ୍ତ୍ର ଜବତ, ୧୮ ଅପରାଧୀ ଗିରଫ

ଗଞ୍ଜାମ: ସ୍ପେଶାଲ୍ ଡ୍ରାଇଭରେ ଗଞ୍ଜାମ ପୋଲିସକୁ ବଡ଼ ସଫଳତା ମିଳିଛି । ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୧୮ ଜଣଙ୍କୁ ଗିରଫ କରିଛି । ୧୭ଟି ମାଉଜର, ୬୬ଟି ଅଫୁଟା ଗୁଳି, ୪ଟି ଖୋକା ସହ ୧୬ ମୋବାଇଲ ଜବତ…

ବେଆଇନ ପାର୍ଟ-ପ୍ଲଟ ରେଜିଷ୍ଟ୍ରେସନ ଅଭିଯୋଗରେ ୨ ରାଜସ୍ୱ ଅଧିକାରୀ ନିଲମ୍ବିତ

ଭୁବନେଶ୍ୱର: ଶୃଙ୍ଖଳାଗତ କାରଣରୁ ଦୁଇ ଜଣ ଅତିରିକ୍ତ ତହସିଲଦାର ଗିଟୁ ବେହେରା ଏବଂ ନାରାୟଣ ସେଠୀଙ୍କୁ ନିଲମ୍ବିତ କରାଯାଇଛି। ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗର ବିଜ୍ଞପ୍ତି ଅନୁଯାୟୀ, ଅଧିକାରୀମାନଙ୍କୁ ତୁରନ୍ତ ପ୍ରଭାବରୁ ନିଲମ୍ବିତ କରାଯାଇଛି ଏବଂ ସେମାନଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ…