State

ଦାରୁ ବିବାଦ ବୈଠକ ଦ୍ବିତୀୟ ଦିନରେ, ରାମକୃଷ୍ଣ ଓ ଗଣେଶଙ୍କୁ ହେଲା ପଚରା ଉଚରା

ପୁରୀ : ଆଜି ସରିଲା ଦ୍ଵିତୀୟ ଦିନର ପ୍ରଥମ ପର୍ଯ୍ୟାୟ ବୈଠକ । ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ ବିବାଦ ପ୍ରସଙ୍ଗରେ ରବିବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ହାଜର ହୋଇ ନିଜ ପକ୍ଷ ରଖିଛନ୍ତି ଦଇତାପତି ନିଯୋଗର ସମ୍ପାଦକ ରାମକୃଷ୍ଣ…

ପେଟପାଟଣା ପାଇଁ ଆସୁଥିବା ବାହାର ରାଜ୍ୟର ଲୋକଙ୍କ ପାଇଁ ଓଡ଼ିଶା କେବେବି ଏକ ଅସୁରକ୍ଷିତ ସ୍ଥାନ ନୁହେଁ: ସୁରେଶ ପୂଜାରୀ

ଭୁବନେଶ୍ୱର : ଓଡ଼ିଶା ବିରୋଧରେ ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ ସାଂସଦ ୟୁସୁଫ ପଠାନଙ୍କ ସାଂଘାତିକ ଅଭିଯୋଗ । ପଶ୍ଚିମବଙ୍ଗରୁ ବିଶେଷକରି ବରମହମପୁର, ମୁର୍ସିଦାବାଦ ଓ ସଂଲଗ୍ନ ବର୍ତ୍ତୀ ଜିଲ୍ଲାରୁ କାମ କରିବାକୁ ଓଡ଼ିଶା ଯାଉଥିବା ଶ୍ରମିକଙ୍କ ଉପରେ ଆକ୍ରମଣ ହେଉଥିବା ସେ…

ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କ ନାଁରେ ଆଉ ଏକ ଏତଲା

ପୁରୀ: ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କ ନାଁରେ ଆଉ ଏକ ଏତଲା। ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ ବିବାଦକୁ ନେଇ ସିଂହଦ୍ବାର ଥାନାରେ ଏତଲା। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଓ ରାମକୃଷ୍ଣ ଦାସମହାପାତ୍ରଙ୍କ ନାଁରେ ଏତଲା ହୋଇଛି। ଜଗନ୍ନାଥ ସେନା…

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର : ଆସନ୍ତା କାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ । ଭୁବନେଶ୍ୱର ୟୁନିଟ୍ ୫ ସ୍ଥିତ ପ୍ରକୋଷ୍ଠରେ ଶୁଣାଣି ବନ୍ଦ ରହିବ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏ ପ୍ରକାର ନିଷ୍ପତ୍ତି ନିଆଯାଇଛି । ମ୍ୟୁଖମନ୍ତ୍ରୀଙ୍କ କାର୍ଯ୍ୟାଳୟ…

ଖାନ୍‌ନଗର ବ୍ରିଜ ଅଘଟଣ: ୧୫ ଦିନ ଭିତରେ ରିପୋର୍ଟ ଦେବ ୩ ଜଣିଆ କମିଟି

କଟକ: ଖାନ୍‌ନଗରରେ ବ୍ରିଜ୍ ନିର୍ମାଣ ସମୟରେ ଗତକାଲି ଘଟିଥିବା ଅଘଟଣରେ ୩ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା…

ଆସନ୍ତା ୨୦ରେ ସର୍ବଭାରତୀୟ ଧର୍ମଘଟ ଡାକରା ଦେଲେ ଶ୍ରମିକ ସଂଗଠନ

ଭୁବନେଶ୍ବର:ଆଗାମୀ ୨୦ ତାରିଖରେ ବିଭିନ୍ନ ସଂଗଠନ ପକ୍ଷରୁ ଧର୍ମଘଟ ଡକରା ଦିଆଯାଇଛି। ଶ୍ରମିକ ବିରୋଧୀ ପୁଞ୍ଜିପତି ସପକ୍ଷବାଦୀ ୪ ଶ୍ରମ କୋଡ୍ ବାତିଲ ସହିତ ଶ୍ରମିକ, କୃଷକ, କ୍ଷୁଦ୍ର ବ୍ୟବସାୟୀ, ମହିଳା, ଛାତ୍ର ଯୁବକ ତଥା ସମଗ୍ର ଦେଶବାସୀଙ୍କର ୧୭ ଦଫା…

ସୌରଶକ୍ତିରେ ପରିଚାଳିତ ହେବ ସରକାରୀ କାର୍ଯ୍ୟାଳୟ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟ ସରକାର ବୈଦ୍ୟୁତିକ ଯାନବାହନ ଚଳାଚଳ ବୃଦ୍ଧି ପାଇଁ ନୂତନ ପଲିସି ଆଣିବାକୁ ଯାଉଛନ୍ତି। ବୈଦ୍ୟୁତିକ ଯାନର ବ୍ୟବହାର ବୃଦ୍ଧି କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ପଲିସି ପ୍ରଣୟନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ…

ପାଟଣାଗଡ ପାର୍ସଲ ବୋମା ମାମଲା: ଜୁନ୍ ୧୭ ସୁଦ୍ଧା ଚୂଡ଼ାନ୍ତ ରାୟ

ବଲାଙ୍ଗୀର: ବହୁଚର୍ଚ୍ଚିତ ବଲାଙ୍ଗୀର ଜିଲ୍ଲାର ପାଟଣାଗଡ଼ ପାର୍ସଲ ବୋମା ମାମଲା । ଜୁନ୍ ୧୭ ସୁଦ୍ଧା ଆସିବ ମାମଲାର ଚୂଡ଼ାନ୍ତ ରାୟ । ଏନେଇ ପୂର୍ବରୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ରହିଛି । ଆସନ୍ତା ୫ ତାରିଖରେ ପ୍ରତିପକ୍ଷଙ୍କ ସାକ୍ଷ୍ୟଗ୍ରହଣ ନେଇ…

ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ନକ୍ସଲ ନିହତ

ନବରଙ୍ଗପୁର: ପୁଣି ନକ୍ସଲ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଥିବା ଖବର ସାମ୍ନାକୁ ଆସିଛି । ଶୁକ୍ରବାର ନବରଙ୍ଗପୁର ଜିଲ୍ଲା ରାଇଘର ସୀମାନ୍ତ ଛତିଶଗଡ଼ର ଗରିଆବନ୍ଦ ଜଙ୍ଗଲରେ ବଡ଼ ଧରଣର ନକ୍ସଲ ଏନକାଉଣ୍ଟର ହୋଇଥିବା ଜଣାପଡ଼ିଛି l ସୁରକ୍ଷାବାହିନୀଙ୍କ ଏନକାଉଣ୍ଟରରେ ଜଣେ ନକ୍ସଲ…

ଖାନ ନଗର ବ୍ରିଜ ନିର୍ମାଣ ବେଳେ ଅଘଟଣ, ତିନି ମୃତ

କଟକ: ନିର୍ମାଣାଧୀନ ବ୍ରିଜ୍‌ରେ ଅଘଟଣ ଘଟିଛି। କଟକର ଖାନ୍‌ନଗରସ୍ଥିତ ବ୍ରିଜ ନିର୍ମାଣ ବେଳେ ସ୍ଲାବ୍‌ ଖସିପଡ଼ିବାରୁ ୩ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଅନ୍ୟ ୨ ଜଣ ଗୁରୁତରଙ୍କର ଚିକିତ୍ସା ଜାରି ରହିଛି। ମୃତ ଶ୍ରମିକମାନେ…